• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଂଗ୍ରେସ ସଦସ୍ୟଙ୍କ ଘଣ୍ଟମାଡ ଯୋଗୁଁ ଚାଲିପାରିଲାନି ବିଧାନସଭା

FNN WEB by FNN WEB
March 21, 2025
in ଓଡ଼ିଶା, ମୁଖ୍ୟ ଖବର
0
କଂଗ୍ରେସ ସଦସ୍ୟଙ୍କ ଘଣ୍ଟମାଡ ଯୋଗୁଁ ଚାଲିପାରିଲାନି ବିଧାନସଭା
0
SHARES
0
VIEWS

ଭୁବନେଶ୍ୱର : କଂଗ୍ରେସ ସଦସ୍ୟଙ୍କ ଘଣ୍ଟାମାଡ, ତୂରୀ ଫୁଙ୍କା, ଗିନି ମାଡ ସହିତ ବଂଶୀ ବାଦନ ଯୋଗୁଁ ଆଜି ବିଧାନସଭାର ପ୍ରଥମାର୍ଦ୍ଧ ଚାଲିପାରି ନାହିଁ । ସମ୍ପୂର୍ଣ୍ଣ କଳାପୋଷାକ ପିନ୍ଧି ଓ ମୁଣ୍ଡରେ କଳା ପଟି ବାନ୍ଧି କଂଗ୍ରେସ ସଦସ୍ୟଙ୍କ ଏଭଳି ଅଭିନବ ପ୍ରତିାବଦ ସହିତ ବିଜେଡି ସଦସ୍ୟଙ୍କ ହଟଗୋଳ ଯୋଗୁଁ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରାଯାଇଛି ।

ଆଜି ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ସଦସ୍ୟମାନେ ନାରୀ ନିର୍ଯ୍ୟାତନାର ତଦନ୍ତ ପାଇଁ ଗୃହ କମିଟି ଗଠନ ଦାବିରେ କଳାପୋଷାକ ପିନ୍ଧିବା ସହିତ ଗୃହ ମଧ୍ୟକୁ ଘଣ୍ଟ ବଜାଇ ପ୍ରବେଶ କରିଥିଲେ । କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହନିପତି ବାଚସ୍ପତିଙ୍କ ପୋଡିୟମ ସମ୍ମୁଖରେ ଚେୟାର ଉପରେ ଛିଡାହୋଇ ଘଣ୍ଟ ବଜାଉଥିବାବେଳେ ତାଙ୍କ ସହିତ କଂଗ୍ରେସ ସଦସ୍ୟ ମଙ୍ଗୁ ଖିଲ ତୂରୀ ଫୁଙ୍କୁଥିବା ଦେଖିବାକୁ ମିଳିଥିଲା । କଂଗ୍ରେସ ବିଧାୟକଦଳ ନେତା ରାମଚନ୍ଦ୍ର କାଡାମ କଳା କପଡା ଘୋଡାଇ ହୋଇ ନିଜ ଆସନରେ ଛିଡାହୋଇ ପ୍ରତିବାଦ କରିଥିଲେ ।

କଂଗ୍ରେସ ସଦସ୍ୟ ପବିତ୍ର ପାଉଁତା, ଡକ୍ଟର ସି ଏସ ରାଜନ ଏକ୍କା ପ୍ରମୁଖ ମଧ୍ୟ ଘଣ୍ଟା ବଜାଉଥିଲେ । କଂଗ୍ରେସ ସଦସ୍ୟଙ୍କ ଘଣ୍ଟମାଡ ଓ ତୂରୀ ଶବ୍ଦରେ ବିଧାନସଭା ଗୃହ କମ୍ପୁଥିବାବେଳେ ବିଜେଡି ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଆସି ଗଣମାଧ୍ୟମକୁ ଫଟୋ ଉଠାଇବାର ସ୍ୱାଧୀନତା ଦେବାପାଇଁ ହଟଗୋଳ କରିଥିଲେ । ତେବେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଉପରେ ପଚାରିଥିବା ପ୍ରଶ୍ନର ଉତ୍ତର ରଖିବାପାଇଁ ବାଚସ୍ପତି ସୁରମା ପାଢୀ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଡାକିଥିଲେ ।

ମନ୍ତ୍ରୀ ତାଙ୍କ ଉତ୍ତର ରଖୁଥିବାବେଳେ ବିରୋଧି ସଦସ୍ୟମାନେ ହଟଗୋଳ ଜାରି ରଖିବାରୁ ବାଚସ୍ପତି ଗୃହକୁ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବି ରଖିଥିଲେ । ପୁର୍ନବାର ଗୃହକାର୍ଯ୍ୟ ଆରମ୍ଭ ମାତ୍ରେ କଂଗ୍ରେସସଦସ୍ୟମାନେ ଗୃହ ମଧ୍ୟଭାଗରେ ଘଣ୍ଟ ବଜାଇବା ସହିତ ବଂଶୀ ବାଦନ କରିଥିଲେ । ବାଚସ୍ପତିଙ୍କ ଅନୁରୋଧ ସତ୍ୱେ ସେମାନେ ନିଜ ନିଜ ଆସନକୁ ନଫେରିବାରୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିବା ସହିତ ଗୃହକୁ ଆଉ ୩୦ ମିନିଟ୍‍ ପାଇଁ ମୁଲତବି ରଖିଥିଲେ । ପରେ ଉପବାଚସ୍ପତି ଭବାନୀ ଶଙ୍କର ଭୋଇ ଗୃହରେ ଅଧ୍ୟକ୍ଷତା କରିବା ସହିତ ତିନି ପର୍ଯ୍ୟାୟରେ ବିଧାନସଭାକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ।

Previous Post

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ନାଥ ଶର୍ମାଙ୍କ ପରଲୋକ

Next Post

ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ନିଯୁକ୍ତି

FNN WEB

FNN WEB

Next Post
ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ନିଯୁକ୍ତି

ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ନିଯୁକ୍ତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.