• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୯୪ ପ୍ରତିଶତ ବହୁଜନଙ୍କ ପାଇଁ ଲଢେଇ: ବିଧାନସଭା ଭିତରେ ପରିକ୍ରମା କରି ପ୍ରତିବାଦ କଲା ବିଜେଡି

FNN WEB by FNN WEB
March 24, 2025
in ଓଡ଼ିଶା, ମୁଖ୍ୟ ଖବର
0
୯୪ ପ୍ରତିଶତ ବହୁଜନଙ୍କ ପାଇଁ ଲଢେଇ: ବିଧାନସଭା ଭିତରେ ପରିକ୍ରମା କରି ପ୍ରତିବାଦ କଲା ବିଜେଡି
0
SHARES
4
VIEWS

ଭୁବନେଶ୍ବର: ସଂରକ୍ଷଣକୁ ନେଇ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କଲା ବିଜେଡି । ସଂରକ୍ଷଣକୁ ନେଇ ବିଧାନସଭାରେ ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି । ଗୃହରେ ସଂରକ୍ଷଣ ଦାବି ନେଇ ବିଜେଡିର ହଙ୍ଗାମା । ସଂରକ୍ଷଣ ବ୍ୟବସ୍ଥା ନେଇ ବରିଷ୍ଠ ନେତା ଗଣେଶ୍ଵର ବେହେରା କହିଛନ୍ତି, ଜନସଂଖ୍ୟାର ଭାଗ ୯୪ ପ୍ରତିଶତ ହେଉଛନ୍ତି SC, ST ଓ OBC । SC, ST ହେଲେ ୪୯.୯୮ ପ୍ରତିଶତ କିନ୍ତୁ ମିଳୁଛି ୩୮.୭୫ % । ପୂର୍ବରୁ ଏହା ୨୦ ପ୍ରତିଶତ ଥିଲା । ନବୀନ ସରକାର ଏହାକୁ ୨୦ରୁ ୩୮.୭୫ ପ୍ରତିଶତକୁ ବୃଦ୍ଧି କରିଥିଲେ । ବୈଷୟିକ ଶିକ୍ଷାରେ କେବଳ ୨୦ ପ୍ରତିଶତ ସଂରକ୍ଷଣ ମିଳୁଛି । କାହିଁକି ୪୯. ୯୮ ପ୍ରତିଶତ ନମିଳିବ । ଓବିସିଙ୍କୁ ଯେତେ ସଂରକ୍ଷଣ ମିଳିବା କଥା ମିଳୁନି ଏହା ଅବିଚାର ଅଟେ । ବିଜେଡି ତାଙ୍କ ପାଇଁ ସ୍ୱର ଉଠାଉଛି କିନ୍ତୁ ସରକାର ଆଳ ନେଉଛନ୍ତି ଯେ ଆମେ OBCଙ୍କ ପାଇଁ ଅଛୁ ହେଲେ କାର୍ଯ୍ୟରେ ରହୁନି । ରାଜ୍ୟ ସରକାର କାହିଁକି ପଛଘୁଞ୍ଚା ଦେଉଛନ୍ତି ।

ସେହିପରି ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି, ବିଜୁ ପଟ୍ଟନାୟକ ୨୭ ପ୍ରତିଶତ OBC ସଂରକ୍ଷଣ ଦେଉଥିଲେ। ହରପ୍ରିୟ ଦାସ ବନାମ ରାଜ୍ୟ ସରକାର ମାମଲାରେ ଏହାକୁ ୧୧.୨୫ ପ୍ରତିଶତକୁ ଖସାଇ ଦିଆଗଲା । ବିଜେପି ସବକା ସାଥ ସାବକା ବିକାଶ କହୁଛି ହେଲେ ଫଳ ଶୂନ । ୫୦ % ରୁ ଅଧିକ ସଂରକ୍ଷଣ ପାଇଁ ସଂକଳ୍ପ ଓଡ଼ିଶା ବିଧାନସଭାରେ ଆସୁ । ୯୪ % ବହୁଜନମାନଙ୍କ ନ୍ୟାଯ୍ୟ ଦାବି ପାଇଁ ଆମର ଲଢେଇ। ଏହି ଲଢ଼େଇକୁ ବିଜେଡି ରାସ୍ତାଘାଟକୁ ନେବ। ଜାତିଭିତ୍ତିକ ଜନଗଣନା ହେଲେ ଜଣା ପଡିବ ଉଚ୍ଚ ବର୍ଗ ଓ ଆଦିବାସୀ OBC କେତେ ଅଧିକାର ପାଇଛନ୍ତି । ଡବଲ ଇଂଜିନ ସରକାର ଡବଲ ଧୋକା ନ ଦିଅନ୍ତୁ ।

ସେପଟେ ଅରୁଣ ସାହୁ କହିଛନ୍ତି, ଜିସକି ଜିତିନା ହିସେଦାରୀ ଉସକୀ ଉତ୍ନୀ ଭାଗିଦାରୀ। ସଂଖ୍ୟା ଯାହାର ଯେତେ, ତା ଭାଗିଦାରୀ ସେତେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଚିଠି ଲେଖିଥିଲେ OBC ସଂରକ୍ଷଣ ପାଇଁ । ନୂଆ ସରକାର ଆସିଲେ କାର୍ଯ୍ୟକାରୀ ହେବ। ଜୁନ ଜୁଲାଇରେ ନାମଲେଖା ସରିଗଲା। ସେ ସମୟରେ ଶିଶୁ ସରକାର ଥିଲା ଏବେ ସରକାର ବଡ଼ ହେଲେଣି କିନ୍ତୁ କିଛି ଶିଖୁ ନାହାନ୍ତି । ଏ ସରକାର ହେଉଛି ଶୁଖୁଆ ସରକାର । ନାମଲେଖା ହେଲାଣି । ହେଲେ ଏ ଯାଏଁ ସଂରକ୍ଷଣ ହେଲାନି। ନିଯୁକ୍ତି କ୍ଷେତ୍ରରେତ OBC ଙ୍କୁ ପଛକୁ ଠେଲି ଦେଲେଣି । ବିଧାନସଭା ଭିତରେ, ବାହାରେ, PMG ଛକ ସମେତ ରାଜ୍ୟ ରାଜ୍ୟରେ ଲଢେଇ ହେବ ବୋଲି ଅରୁଣ ସାହୁ ଚେତାବନୀ ଦେଇଛନ୍ତି ।

Previous Post

ଛତୁଆ ଖାଇ ଦୁଇ ନିରୀହ ଶିଶୁଙ୍କ ମୃତ୍ୟୁ ଘଟଣା: ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ବିଜେଡି

Next Post

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ଦୁଇଟି ବୁଝାମଣାପତ୍ର ସ୍ୱାକ୍ଷରିତ

FNN WEB

FNN WEB

Next Post
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ଦୁଇଟି ବୁଝାମଣାପତ୍ର ସ୍ୱାକ୍ଷରିତ

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ଦୁଇଟି ବୁଝାମଣାପତ୍ର ସ୍ୱାକ୍ଷରିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.