• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭା ଅଚଳ କରିଦେବାକୁ କଂଗ୍ରେସକୁ ଆସିଛି ନିର୍ଦ୍ଦେଶ: ଆଇନ୍‌ ମନ୍ତ୍ରୀ

FNN WEB by FNN WEB
March 26, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଧାନସଭା ଅଚଳ କରିଦେବାକୁ କଂଗ୍ରେସକୁ ଆସିଛି ନିର୍ଦ୍ଦେଶ: ଆଇନ୍‌ ମନ୍ତ୍ରୀ
0
SHARES
1
VIEWS

ବନେଶ୍ବର: ବିଧାନସଭା ହେଉଛି ପବିତ୍ର ଗୃହ, ଯେଉଁଠି ରାଜ୍ୟର ବିକାଶ ପାଇଁ ନୀତି ପ୍ରଣୟନ ହେବ କଥା। କିନ୍ତୁ ସେଠି ନିଜର ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ ଦୀର୍ଘ ଦିନ ହେବ ହାଇ ଡ୍ରାମା କରାଯାଉଛି। ଗତ ୭ ମାର୍ଚ୍ଚ ତାରିଖ ଠାରୁ ଏଭଳି ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳୁଛି, ଯାହା କି ବିଧାନସଭା ପରମ୍ପରାରେ କେବେ ବି ଗ୍ରହଣୀୟ ନୁହେଁ। ଯେତେବେଳେ ଏହା ଅସହଣିୟ ହେଲା ସେତେବେଳେ କଂଗ୍ରେସ ଦଳର ଜଣେ ବରିଷ୍ଠ ବିଧାୟକଙ୍କୁ ବାଚସ୍ପତି ନିଜର ଅନିଚ୍ଛା ସତେ ନିଲମ୍ବନ କଲେ। ଆଶା କରାଯାଉ ଥିଲା ଯେ ତାହା ପରେ କଂଗ୍ରେସ ବିଧାୟକମାନେ ନିଜ ଆଚରଣ ଉଚ୍ଚାରଣରେ ପରିବର୍ତ୍ତନ ଆଣିବେ। କିନ୍ତୁ କଂଗ୍ରେସ ବିଧାୟକମାନେ ଏହା କଲେ ନାହିଁ। ସାମ୍ବାଦିକ ସମ୍ମିଳନୀରେ ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏଭଳି ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ରାଜନୈତିକ ଚକ୍ରାନ୍ତ କରି ଓଡ଼ିଶାର ବିଧାନସଭାକୁ ବନ୍ଦ କରିବାକୁ ଷଡ଼ଯନ୍ତ୍ର କରୁଛି।

ବିଧାନସଭାରେ ଗୁଣ୍ଡା ରାଜ କରିବା, କଦର୍ଯ୍ୟ ଭାଷା ବ୍ୟବହାର କରିବା, ଘଣ୍ଟ ଘଣ୍ଟା ବଜେଇବା ଅଗଣତାନ୍ତ୍ରିକ ଓ ବଡ଼ ଅପରାଧ। ଏହି ଆଚରଣ ପାଇଁ କଂଗ୍ରେସକୁ ଲୋକେ ପ୍ରତ୍ୟାଖ୍ୟାନ କରିଥିଲେ। ଅନ୍ଧୁଣି ଦୁଷ୍କର୍ମ ଛବିରାଣୀ, ଅଞ୍ଜନା ମିଶ୍ର ଘଟଣା ସାମ୍ନାକୁ ଆସିଥିଲା। କଂଗ୍ରେସ ଶାସନ କାଳରେ ମହିଳାଙ୍କ ଉପରେ ପାସବିକ ଅତ୍ୟାଚାର ହୋଇଥିଲା। ମହିଳାଙ୍କୁ ମୃତ୍ୟୁର ଦ୍ୱାର ଦେଖାଇ ଦେଇଛନ୍ତି। କିନ୍ତୁ ଆମ ସରକାର ସଚେତନ ଅଛନ୍ତି। ନିଜର ରାଜନୈତିକ ଅସ୍ତିତ୍ବ ବଞ୍ଚେଇବା ଓଡ଼ିଶାର ଲୋକଙ୍କ ସ୍ୱାର୍ଥକୁ ହନନ କରୁଛ କଂଗ୍ରେସ। ଆମେ ସ୍ପଷ୍ଟ ଭାବେ କହିଛୁ ଆଲୋଚନାକୁ ଆସନ୍ତୁ। କିନ୍ତୁ ଆଲୋଚନାକୁ ନ ଆସି ବାହାରେ ପ୍ରହସନ କରୁଛନ୍ତି।

ଆଇନ୍‌ ମନ୍ତ୍ରୀ କହିଛନ୍ତି, ଗୃହ କମିଟି ଯେଉଁ ଦାବି କରୁଛି କଂଗ୍ରେସ ସେଥିରେ କୌଣସି ଯୌକ୍ତିକତା ନାହିଁ। ବିଧାନସଭାର ରୁଲ ଆଣ୍ଡ ପ୍ରୋସିଜିୟର କହୁଛି, କୌଣସି ନିର୍ଦ୍ଦିଷ୍ଟ ଘଟଣାରେ ଗୃହ କମିଟି ଗଠନ କରାଯାଏ। କିନ୍ତୁ ସାମଗ୍ରିକ ଘଟଣାକୁ ନେଇ ଗୃହ କମିଟି ଗଠନ କରାଯାଏ ନାହିଁ, ଯାହା କି କଂଗ୍ରେସର ସଦସ୍ୟମାନେ ଭଲ ଭାବେ ଜାଣିଛନ୍ତି। କେବଳ ଅଛିଣ୍ଡା ଅଙ୍କ କଥା କହି ଗୃହକୁ କଂଗ୍ରେସ ୱାସ୍ ଆଉଟ କରିବାକୁ ପରିକଳ୍ପନା କରିଛି। ବିରୋଧୀ ଉତ୍ତର ଚାହୁଁଛି ଆମେ ଉତ୍ତର ଦେବୁ। ମୁଖ୍ୟମନ୍ତ୍ରୀ ଉତ୍ତର ଦେବାକୁ ପ୍ରସ୍ତୁତ। ବିରୋଧୀ ଦଳ କେବେ ବି ମୁଖ୍ୟମନ୍ତ୍ରୀ ବିବୃତି ଦାବି କରି ନାହାନ୍ତି କିନ୍ତୁ ତାମାନେ ନୁହେଁ ଯେ ଉତ୍ତର ବାହାରେ ମାଗିବେ ବିଧାନସଭାରେ ଗଣ୍ଡଗୋଳ କରିବେ ତାକୁ ଗ୍ରହଣ କରାଯିବ।

Previous Post

ଚାନ୍ଦିପୁରରୁ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର (VL-SRSAM)ର ସଫଳ ପରୀକ୍ଷଣ

Next Post

ରଣକ୍ଷେତ୍ର ପାଲଟିଲା ରାଜଧାନୀର ଗାନ୍ଧି ମାର୍ଗ

FNN WEB

FNN WEB

Next Post
ରଣକ୍ଷେତ୍ର ପାଲଟିଲା ରାଜଧାନୀର ଗାନ୍ଧି ମାର୍ଗ

ରଣକ୍ଷେତ୍ର ପାଲଟିଲା ରାଜଧାନୀର ଗାନ୍ଧି ମାର୍ଗ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.