• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ

FNN WEB by FNN WEB
March 27, 2025
in ଓଡ଼ିଶା, ମୁଖ୍ୟ ଖବର
0
ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ
0
SHARES
0
VIEWS

ଭୁବନେଶ୍ବର: ରାଜ୍ୟ ସରକାର ଏଣିକି ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଯୋଜନାରେ ସାମିଲ କରିବେ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ମଧ୍ୟାହ୍‌ଣ ଭୋଜନରେ ଏହି ୨ଟି ଶ୍ରେଣୀର ପିଲାଙ୍କୁ ଅଣ୍ଡା ବି ଦିଆଯିବ। ଏହା ସହ ସପ୍ତାହକୁ ୩ଟି ଲଡୁ ମଧ୍ୟ ମିଳିବ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ଖର୍ଚ୍ଚ କରିବେ। ମୁଖ୍ୟମନ୍ତ୍ରୀଙ୍କ ପୋଷଣ ଯୋଜନାରେ ବଜେଟରୁ ଏହି ଟଙ୍କା ଖର୍ଚ୍ଚ ହେବ। ୨୦୨୫-୨୬ ଆର୍ଥିକ ବର୍ଷରୁ ଏହା ଲାଗୁ ହେବ।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ। ପୂର୍ବରୁ ଜାରି କରିଥିବା ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗ ଏହି ସୂଚନା ଦେଇଛି। ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ସେହିପରି ମଙ୍ଗଳବାର, ଗୁରୁବାର ଓ ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ଏହି ଖାଦ୍ୟ ମିଳିବ। ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଛି। ଏହି ‌ଜୋଜନାରେ ସାମିଲ କରିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଛି ମାସ ପୂର୍ବରୁ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ, ଏବେ ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଛି। ଏହି ‌ଜୋନାରେ ସାମିଲ କରିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଛି ମାସ ପୂର୍ବରୁ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପୂର୍ବରୁ ଯାହା ଆଲୋଚନା କରିଥିଲେ, ତାହା ଏବେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ଜାରି ହୋଇଛି।

Previous Post

ଗଙ୍ଗା ଜଳ ଛିଞ୍ଚି ବିଜେଡିର ଅଭିନବ ପ୍ରତିବାଦ

Next Post

ଆଗାମୀ ୩ ଦିନ ପାଇଁ ଜାରି ହେଲା ହିଟ୍‌ୱେଭ୍‌ ୱାର୍ଣ୍ଣି

FNN WEB

FNN WEB

Next Post
ରାଜ୍ୟରେ ଆଗାମୀ ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଆଗାମୀ ୩ ଦିନ ପାଇଁ ଜାରି ହେଲା ହିଟ୍‌ୱେଭ୍‌ ୱାର୍ଣ୍ଣି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.