• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ: ଜଣେ ମୃତ

FNN WEB by FNN WEB
March 30, 2025
in ଓଡ଼ିଶା, ମୁଖ୍ୟ ଖବର
0
କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ: ଜଣେ ମୃତ
0
SHARES
1
VIEWS

କଟକ ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହୋଇଛି । ପୂର୍ବାହ୍ନ ୧୧ଟା ୫୪ ମିନିଟ୍‌ରେ ଟ୍ରେନର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି । ବେଙ୍ଗଳୁରୁ-କାମାକ୍ଷା ଏକ୍ସପ୍ରେସ୍‌ର ୧୧ଟି ବଗି ଲାଇନ୍‌ଚ୍ୟୁତ ୱୋଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଦ୍ବାରା ୮ ଜଣ ଯାତ୍ରୀ ଟ୍ରେନ୍‌ରୁ ଖସିପଡ଼ିଥିଲେ। ସେମାନଙ୍କର ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୭ ଜଣଙ୍କର ଚିକିତ୍ସା ଜାରି ରହିଛି। ମୃତ ବ୍ୟକ୍ତି ହେଲେ ଶୁଭଙ୍କର ରୟ। ଏହି ଘଟଣା ପରେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ମେଡିକାଲରେ ପହଞ୍ଚି ଆହତମାନଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ। ବରିଷ୍ଠ ଡାକ୍ତରମାନେ ଆହତଙ୍କ ଚିକିତ୍ସା କରୁଛନ୍ତି। ଦୁର୍ଘଟଣା ପରେ ଏନ୍‌ଡିଆରଫ୍‌ ଟିମ୍ ଓ ଅଗ୍ନିଶମ ବାହିନୀ ଲୋକଙ୍କ ଉଦ୍ଧାରକାର୍ଯ୍ୟ କରିଥିଲେ।

ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ କାମାକ୍ଷା ଅଭିମୁଖେ ବାହାରିଛି। ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହେଲା ପରେ ସ୍ପେଶାଲ୍‌ ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବାକୁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା ପୂର୍ବତଟ ରେଳବାଇ ପକ୍ଷରୁ କୁହାଯାଇଛି। ଏନେଇ ରେଳବାଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ଭୁବନେଶ୍ବରରୁ ଏହି ସ୍ବତନ୍ତ୍ର ଟ୍ରେନ୍‌ ବାହାରିଥିଲା। ଭାୟା ନରାଜ ଦେଇ ଏହି ଟ୍ରେନ ଦୁର୍ଘଟଣାସ୍ଥଳକୁ ଯାଇଥିଲା। ଏହି ଟ୍ରେନ୍ ଅଧାରେ ଫସିଥିବା ଯାତ୍ରୀଙ୍କୁ ନେଇ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବ। ରେଲୱେର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଆହତ ଯାତ୍ରୀମାନଙ୍କୁ ମେଡିକାଲ ପଠାଯାଉଛି। ଘଟଣାର ତଦନ୍ତ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଏଣେ ଯାତ୍ରୀମାନଙ୍କୁ ପଠାଯିବା ପରେ ଡାଉନ୍ ଲାଇନରେ ପୁନରୁଦ୍ଧାର କାମକୁ ଜୋରଦାର କରାଯାଇଛି। ଅପ୍ ଲାଇନରେ ସବୁ ଟ୍ରେନ୍ ଠିକ୍ ଠାକ୍ ଚାଲିଥିବା ସୂଚନା ଦେଇଛନ୍ତି ସିପିଆରଓ। ଡାଉନ ଲାଇନରେ କୌଣସି ଏକ୍ସପ୍ରେସ କିମ୍ବା ମେଲ୍‌କୁ ବାତିଲ କରାନଯାଇ ନାହିଁ। ଧଉଳି, ନୀଳାଚଳ ଓ ପୁରୁଲିଆ ସୁପରଫାଷ୍ଟ ଆଦି ଟ୍ରେନର ଗତିପଥ ବଦଳିଛି।

ଟ୍ରେନରୁ ଓହ୍ଲାଇ ପଡିଥିବା ଯାତ୍ରୀମାନେ ଖରାରେ ଦୀର୍ଘ ସମୟ ଅଟକିଥିଲେ। ସେମାନଙ୍କୁ ଖରାରେ ଛିଡ଼ା ହେବାକୁ ପଡ଼ିଥିଲା। ଖରାରେ ଥିବା ଯାତ୍ରୀମାନେ ହନ୍ତସନ୍ତ ହୋଇଥିଲେ। ଏହି ଦୁର୍ଘଟଣା ପରେ ୫ଟି ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବେଗ ପ୍ରକାଶ କରି କହିଛନ୍ତି, କଟକର ନିର୍ଗୁଣ୍ଡି ଷ୍ଟେସନ ନିକଟରେ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବା ଘଟଣା ନେଇ ମୁଁ ଗଭୀର ଚିନ୍ତିତ । ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ନେଇ ମୁଁ ଭଗବାନଙ୍କ ନିକଟରେ କୃତଜ୍ଞ। କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ସହାୟତା ସୁନିଶ୍ଚିତ କରୁଛନ୍ତି ଏବଂ ଶୀଘ୍ର ସ୍ୱାଭାବିକ ଅବସ୍ଥା ଫେରାଇ ଆଣୁଛନ୍ତି। ସହାୟତା ପାଇଁ ହେଲପଲାଇନ୍ ଜାରି କରାଯାଇଛି।

Previous Post

ଜଟଣୀ ମସଜିଦରେ ବିଜେପିର ଇଫତାର ପ୍ୟାକେଟ ବଣ୍ଟନ

Next Post

ଓଡ଼ିଶା ଦିବସ ଠାରୁ ଅପ୍ରେଲ ୧୪ ଯାଏଁ ପାଳନ ହେବ ଓଡ଼ିଆ ପକ୍ଷ

FNN WEB

FNN WEB

Next Post
ଓଡ଼ିଶା ଦିବସ ଠାରୁ ଅପ୍ରେଲ ୧୪ ଯାଏଁ ପାଳନ ହେବ ଓଡ଼ିଆ ପକ୍ଷ

ଓଡ଼ିଶା ଦିବସ ଠାରୁ ଅପ୍ରେଲ ୧୪ ଯାଏଁ ପାଳନ ହେବ ଓଡ଼ିଆ ପକ୍ଷ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.