• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୪ ହଜାର କୋଟି ଟଙ୍କାର ସଡ଼କ ପ୍ରକଳ୍ପର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ

FNN WEB by FNN WEB
April 16, 2025
in ଓଡ଼ିଶା, ମୁଖ୍ୟ ଖବର
0
୪ ହଜାର କୋଟି ଟଙ୍କାର ସଡ଼କ ପ୍ରକଳ୍ପର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ
0
SHARES
4
VIEWS

ଭୁବନେଶ୍ୱର: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଆସନ୍ତାକାଲି (ଗୁରୁବାର) ଓଡିଶା ଗସ୍ତରେ ଆସିବେ। ଶ୍ରୀ ଗଡ଼କରୀ ଗୁରୁବାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଫଳରେ ରାଜ୍ୟର ସଡ଼କ ଭିତ୍ତିଭୂମିକୁ ଏକ ବଡ଼ ଧରଣର ପ୍ରୋତ୍ସାହନ ମିଳିବ ବୋଲି ଆଶା କରାଯାଉଛି।

ଦିନିକିଆ ରାଜ୍ୟ ଗସ୍ତରେ ଆସୁଥିବା ଗଡ଼କରୀ ୪ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିବା ସହ ରାଜ୍ୟରେ ଚାଲିଥିବା ରାଜପଥ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବେ ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଜୟନ୍ତୀ ଅବସରରେ ସେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡ. ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଶ୍ରୀ ଗଡ଼କରୀ ବରମୁଣ୍ଡା ଯାଇ ପାଖାପାଖି ୩୨୦୦ କୋଟି ଟଙ୍କାର ୧୭ଟି ରାଜପଥ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ପ୍ରାୟ ୮୨୦ କୋଟି ଟଙ୍କାର ଦୁଇଟି ପ୍ରକଳ୍ପର ଉଦଘାଟନ କରିବେ। ତାଳଚେରରୁ କାମାକ୍ଷାନଗର ଜାତୀୟ ରାଜପଥ-୧୪୯ ଓ ୫୩କୁ ୭୯୫ କୋଟି ଟଙ୍କା ବ୍ୟୟରେ ୪ ଲେନ୍ ଏବଂ ୧୬ ନମ୍ବର ଜାତୀୟ ରାଜପଥର ବାଲିକୁଦା, ଶିଖରପୁର ଓ ବଡ଼ଚଣାଠାରେ ୪୬ କୋଟି ଟଙ୍କାରେ ଅଣ୍ଡର ପାସ ନିର୍ମାଣ କରାଯିବ

୯୭୩ କୋଟି ଟଙ୍କା ବ୍ୟୟରେ ବଅଁରପାଳ-ଗୋଡିବନ୍ଧ ୪ ଲେନ୍ ନିର୍ମାଣ, ୫୯ ନମ୍ବର ଜାତୀୟ ରାଜପଥର ଦାରିଙ୍ଗବାଡ଼ି ଘାଟ ଅଂଶକୁ ୭୧୮ କୋଟି ଟଙ୍କାରେ ପ୍ରଶସ୍ତୀକରଣ, ମଙ୍ଗଳପୁରରୁ କୟାଁଙ୍ଗୋଲା ପର୍ଯ୍ୟନ୍ତ ୧୦ ନମ୍ବର ଜାତୀୟ ରାଜପଥକୁ ୩୭୪ କୋଟି ଟଙ୍କାରେ ପ୍ରଶସ୍ତୀକରଣ ଓ ଜରିମୁଳିକୁ ସଂଯୋଗ କରୁଥିବା ପୂଜାରୀପାଲ୍ଲୀ ଘାଟିରେ ମହାନଦୀ ଉପରେ ୨୭୩.୯୪ କୋଟି ଟଙ୍କାରେ ପୋଲ ନିର୍ମାଣ କରାଯିବ।

ରାଜ୍ୟର ପରିବହନ ଭିତ୍ତିଭୂମିକୁ ସୁଦୃଢ଼ କରିବା, ପଣ୍ୟ ପରିବହନ ବ୍ୟବସ୍ଥାକୁ ସହଜ କରିବା ଏବଂ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଯୋଗାଯୋଗରେ ଉନ୍ନତି ଆଣିବା ଏହି ପ୍ରକଳ୍ପଗୁଡ଼ିକର ଉଦ୍ଦେଶ୍ୟ। ନୂଆ ଭିତ୍ତିଭୂମି ପଦକ୍ଷେପ ସମେତ ସଡ଼କ କ୍ଷେତ୍ର ସହ ଜଡ଼ିତ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ବୋଲି ଶ୍ରୀ ହରିଚନ୍ଦନ ଗଣମାଧ୍ୟମକୁ କହିଛନ୍ତି।

Previous Post

ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ବିଶ୍ୱବିଦ୍ୟାଳୟକୁ ସଶକ୍ତ କରିବ : ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

Next Post

କିମ୍‍ସରେ ମିନିମାଲି ଇନଭେସିଭ୍ ପଦ୍ଧତିରେ ସଫଳ ହୃଦ୍‍-ଅସ୍ତ୍ରୋପଚାର

FNN WEB

FNN WEB

Next Post
କିମ୍‍ସରେ ମିନିମାଲି ଇନଭେସିଭ୍ ପଦ୍ଧତିରେ ସଫଳ ହୃଦ୍‍-ଅସ୍ତ୍ରୋପଚାର

କିମ୍‍ସରେ ମିନିମାଲି ଇନଭେସିଭ୍ ପଦ୍ଧତିରେ ସଫଳ ହୃଦ୍‍-ଅସ୍ତ୍ରୋପଚାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.