• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home Uncategorized

ସବୁଜ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ : କେ ଭି ସିଂହଦେଓ

FNN WEB by FNN WEB
April 16, 2025
in Uncategorized
0
ସବୁଜ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ : କେ ଭି ସିଂହଦେଓ
0
SHARES
6
VIEWS

ଭୁବନେଶ୍ୱର : ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆପୋଲ ଗ୍ରୀନ ଏନର୍ଜି ଲିମିଟେଡ଼ କମ୍ପାନୀ ଦ୍ୱାରା ଓଡ଼ିଶାରେ ସୌର ବିଦ୍ୟୁତ ପ୍ରକଳ୍ପ ସ୍ଥାପନ ନିମନ୍ତେ ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କୁ ଏକ ଉପସ୍ଥାପନା ପ୍ରଦର୍ଶନ କରିଥିଲେ ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱଚ୍ଛ ଓ ସବୁଜ ଭାରତ ଲକ୍ଷ୍ୟକୁ ସାକାର କରିବା ଦିଗରେ ଓଡ଼ିଶା ସମ୍ପୂର୍ଣ୍ଣ ରୂପେ ପ୍ରତିଶ୍ରୁତିବଦ୍ଧ । ଓଡ଼ିଶାର ସବୁଜ ଶକ୍ତି ଲକ୍ଷ୍ୟ ହାସଲ କରିବା ନିମନ୍ତେ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି ।

ଆପୋଲ ଗ୍ରୀନ ଏନର୍ଜି ସମ୍ପ୍ରତି ଓଡ଼ିଶାର ଗଂଜାମ ଜିଲ୍ଲାରେ ୫୪ମେଗାୱାଟ ବିଶିଷ୍ଟ ୧୫୧ କୋଟି ଟଙ୍କାର ସୌର ବିଦ୍ୟୁତ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଜାରି ରଖିଛି । ସେହିପରି ଓଡ଼ିଶାର ଅନ୍ୟ ଜାଗାରେ ମଧ୍ୟ ଗ୍ରୀନ ଏନର୍ଜି ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ଆଗ୍ରହୀ । ସମୁଦାୟ ୧୦୦୦ ମେଗାୱାଟର ଗ୍ରୀନ ଏନର୍ଜି ପ୍ରକଳ୍ପ ନିମନ୍ତେ ୪୫୦୦ କୋଟି ଟଙ୍କା ପୁଞ୍ଜି ନିବେଶ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି । ଏହା ଦ୍ୱାରା ସୌରବିଦ୍ୟୁତ ଉତ୍ପାଦନ ହେବା ସଂଗେ ସଂଗେ ୩୦୦୦ ଲୋକ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ପାଇବେ । ଆବଶ୍ୟକ ଅନୁଯାୟୀ ବିଦ୍ୟୁତ ବ୍ୟବହାର ପରେ ବଳକା ବିଦ୍ୟୁତ ବ୍ୟାଟେରୀ ଦ୍ୱାରା ଷ୍ଟୋର କରି ରଖିବା ସୁବିଧା ମଧ୍ୟ ଏହି ପ୍ରକଳ୍ପରେ ଉପଲବ୍ଧ ହେବ । ଏଥିପାଇଁ ସରକାରଙ୍କ ଠାରୁ ଆବଶ୍ୟକ ସହଯୋଗ କାମନା କରିଥିଲେ।

ବୈଠକରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ଓପିଟିସିଏଲ ସିଏମଡି ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଗ୍ରୀଡକୋ ଏମଡ଼ି ଶ୍ରୀ ତ୍ରିଲୋଚନ ପଣ୍ଡା, ଆପୋଲ ଗ୍ରୀନ ଏନର୍ଜି ଲିମିଟେଡ଼ ସିଇଓ ଶ୍ରୀ ସଞ୍ଜୟ ଗୁପ୍ତା, ପ୍ରେସିଡେଣ୍ଟ ଶ୍ରୀ ରାକେଶ ଗୁପ୍ତାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

Previous Post

କିମ୍‍ସରେ ମିନିମାଲି ଇନଭେସିଭ୍ ପଦ୍ଧତିରେ ସଫଳ ହୃଦ୍‍-ଅସ୍ତ୍ରୋପଚାର

Next Post

ମୟୂରଭଞ୍ଜରେ ପିଏମ୍‌ ବିଶ୍ୱକର୍ମା-ଜାତୀୟ ଏସସି-ଏସଟି ହବ୍‌ ଉପରେ ସମ୍ମିଳନୀ ଆୟୋଜିତ

FNN WEB

FNN WEB

Next Post
ମୟୂରଭଞ୍ଜରେ ପିଏମ୍‌ ବିଶ୍ୱକର୍ମା-ଜାତୀୟ ଏସସି-ଏସଟି ହବ୍‌ ଉପରେ ସମ୍ମିଳନୀ ଆୟୋଜିତ

ମୟୂରଭଞ୍ଜରେ ପିଏମ୍‌ ବିଶ୍ୱକର୍ମା-ଜାତୀୟ ଏସସି-ଏସଟି ହବ୍‌ ଉପରେ ସମ୍ମିଳନୀ ଆୟୋଜିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.