• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୬ ଥାକିଆ ହେବ ଭୁବନେଶ୍ବର-ପୁରୀ ରାସ୍ତା: କେନ୍ଦ୍ରମନ୍ତ୍ରୀ

FNN WEB by FNN WEB
April 17, 2025
in ଓଡ଼ିଶା, ମୁଖ୍ୟ ଖବର
0
୬ ଥାକିଆ ହେବ ଭୁବନେଶ୍ବର-ପୁରୀ ରାସ୍ତା: କେନ୍ଦ୍ରମନ୍ତ୍ରୀ
0
SHARES
2
VIEWS


ଓଡ଼ିଶାର ଭିତ୍ତିଭୂମି ବିକାଶରେ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଚମକିବ ଓଡ଼ିଶାର ଜାତୀୟ ରାଜପଥ। ଆମେରିକା ଭଳି ଚକାଚକ ଦେଖାଯିବ ରାଜ୍ୟର ଜାତୀୟ ରାଜପଥ। ଲୋକେ ନିର୍ଦ୍ଧାରିତ ସମୟରେ ଲକ୍ଷ୍ୟସ୍ଥଳକୁ ପହଞ୍ଚିବେ। ଏହା ଦ୍ବାରା ଲୋକଙ୍କର ସମୟ ମଧ୍ୟ ବଞ୍ଚିଯିବ। ଓଡ଼ିଶାର ଜାତୀୟ ରାଜପଥଗୁଡ଼ିକ ଆମେରିକା ଭଳି ହେବ। କେନ୍ଦ୍ର ସଡ଼କ, ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ଭୁବନେଶ୍ବର ଗସ୍ତରେ ଏହା କହିଛନ୍ତି। ୪୦୦୦ କୋଟି ଟଙ୍କାରୁ ଅଧିକ ନିବେଶରେ ମୋଟ୍ ୧୫୪ କିମି ଦୀର୍ଘ ୧୯ଟି ସଡ଼କ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ ଓ ଲୋକାର୍ପଣ ସମାରୋହକୁ ସମ୍ବୋଧିତ କରି ଶ୍ରୀ ଗଡ଼କରୀ କହିଛନ୍ତି, ପାଣି, ପରିବହନ, ଯୋଗାଯୋଗ ଭିତ୍ତିଭୂମିକୁ ବିକାଶ କରିବାକୁ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଡ଼କ ପଥ ଭିତ୍ତିଭୂମି ବିକାଶକୁ ଗୁରୁତ୍ବ ଦେଛନ୍ତି।

ପୁରୀ ଜିଲ୍ଲାର ସାତପଡ଼ା-କୃଷ୍ଣପ୍ରସାଦ ମଧ୍ୟରେ ୫୦୦ କୋଟି ଟଙ୍କା ବ୍ୟୟରେ ୨ଟି ପୋଲ ନିର୍ମାଣ ପାଇଁ ଡିପିଆର ଖୁବ ଶୀଘ୍ର ପ୍ରସ୍ତୁତ ହେବ। ଏଠାରେ ଭୂମିପୂଜନ ପାଇଁ ଖୁବ ଶୀଘ୍ର ଓଡ଼ିଶା ଆସିବି। ସାଧାରଣ ନିର୍ବାଚନ-୨୦୨୪ ସମୟରେ ସମ୍ବିତ ପାତ୍ରଙ୍କ ପାଇଁ ପ୍ରଚାର ସମୟରେ ଲୋକଙ୍କୁ ମୁଁ ପ୍ରତିଶ୍ରୁତି ଦେଇଥିଲି। ଏହି ପ୍ରତିଶ୍ରୁତି ପୂରା କରିବି। ଭୁବନେଶ୍ବରର ବରମୁଣ୍ଡାରେ ଆୟୋଜିତ ସଭାକୁ ସମ୍ବୋଧିତ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି, ୨୦୧୪ ପୂର୍ବବର୍ତ୍ତୀ ୬୦ ବର୍ଷରେ ଯାହା ହୋଇ ନାହିଁ, ତାହା ବିଗତ ୧୧ ବର୍ଷରେ ହୋଇପାରିଛି। ଓଡ଼ିଶାରେ ୨ ଲକ୍ଷ କୋଟି ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପ ନିର୍ମାଣ କାମ ଜାରି ରହିଛି। ଆଗାମୀ ୨ ବର୍ଷରେ ୩ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପକୁ ପୂରା କରିବୁ। ରାଜ୍ୟରେ ଏକାଧିକ ଜାତୀୟ ରାଜପଥ ନିର୍ମାଣ କାମ ଜାରି ରହିଛି। ଏଥିରେ ରାୟପୁର-ବିଶାଖାପାଟଣା କରିଡର ମଧ୍ୟ ସାମିଲ ରହିଛି, ଯାହା ଚଳିତ ବର୍ଷ ପୂରା ହେବ। ନବରଂଗପୁରରୁ ବିଶାଖାପାଟଣା ଯିବା ପାଇଁ ଏବେ ସାଢ଼େ ୮ ଘଣ୍ଟା ସମୟ ଲାଗୁଛି। ଏହି କରିଡ଼ର ପୂରା ହେଲା ପରେ ନବରଂଗପୁରରୁ ବିଶାଖାପାଟଣା ପହଞ୍ଚିବା ପାଇଁ ୪ ଘଣ୍ଟା ଲାଗିବ। ଫଳରେ ଲୋକଙ୍କର ସାଢ଼େ ୪ଘଣ୍ଟା ସମୟ ଲାଗିବ। ରାଜ୍ୟରେ ନିର୍ମାଣାଧୀନ ସବୁ ପ୍ରକଳ୍ପ ନିର୍ମାଣ କାମ ସରିବା ପରେ ପରିବହନ ବ୍ୟବସ୍ଥାରେ ପରିବର୍ତ୍ତନ ଆସିବ।

ରାଜ୍ୟରେ ୧୯ଟି ଜାତୀୟ ରାଜପଥ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେଇ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମାଝୀ କହିଛନ୍ତି, ଓଡ଼ିଶା ପାଇଁ ଆଜି ଏକ ଐତିହାସିକ ଦିନ। ଓଡ଼ିଶାର ବିକାଶରେ ଆଜି ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଯାଇଛି। ସବୁ ପ୍ରକଳ୍ପ କାମ ସଂପୂର୍ଣ୍ଣ ହେଲେ ରାଜ୍ୟରେ ଯୋଗାଯୋଗ ବ୍ୟବସ୍ଥା ଅଧିକ ସୁଦୃଢ଼ ହେବ। ଓଡ଼ିଶାର ବିକାଶକୁ ନୂଆ ବଳ ମିଳିବ। କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀ ୨ଟି ଜାତୀୟ ରାଜପଥ ଲୋକାର୍ପଣ କରିଥିବା ବେଳେ ୧୭ଟି ଜାତୀୟ ରାଜପଥ ପାଇଁ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନୂତନ ଜାତୀୟ ରାଜପଥ ନିର୍ମାଣ ହେବା ଦ୍ବାରା ରାଜ୍ୟର ଗମନାଗମନ ବ୍ୟବସ୍ଥାରେ ପରିବର୍ତ୍ତନ ଆସିବା ସହିତ ଯାତାୟତ ସୁବିଧା ହେବ। ଏଥି ସହିତ ରାଜ୍ୟର ଅର୍ଥନୀତିରେ ବିକାଶ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଡ଼କ ନିର୍ମାଣକୁ ଗୁରୁତ୍ବ ଦେଇଛନ୍ତି। ପୂର୍ବ ସରକାର ଦିନକୁ ୧୪କିମି ରାସ୍ତା ନିର୍ମାଣ କରୁଥିଲେ। ବିଜେପି ସରକାର ଆସିଲା ପରେ ଏହା ଦିନକୁ ୩୬ କିମି ନିର୍ମାଣ ହେଉଥିଲା। କିନ୍ତୁ ବତ୍ତର୍ମାନ ଦୈନିକ ୧୦୦କିମି ରାସ୍ତା ନିର୍ମାଣ ହେଉଛି। ଯାତାୟତର ସୁବ୍ୟବସ୍ଥା ହେଲେ ବିକାଶ ହୋଇଥାଏ।

Previous Post

ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କଲେ ନୀତିନ ଗଡ଼କରୀ

Next Post

କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ନିକୁଞ୍ଜ ଧଳ

FNN WEB

FNN WEB

Next Post
କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ନିକୁଞ୍ଜ ଧଳ

କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ନିକୁଞ୍ଜ ଧଳ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.