• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନବମ ଥର ପାଇଁ ବିଜେଡିର ସଭାପତି ହେଲେ ନବୀନ ପଟ୍ଟନାୟକ

FNN WEB by FNN WEB
April 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ନବମ ଥର ପାଇଁ ବିଜେଡିର ସଭାପତି ହେଲେ ନବୀନ ପଟ୍ଟନାୟକ
0
SHARES
3
VIEWS

ଭୁବନେଶ୍ବର: ନବୀନ ପଟ୍ଟନାୟକ ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତିଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଏନେଇ ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଘୋଷଣା କରିଛନ୍ତି। ଆଜି ଶଙ୍ଖ ଭବନରେ ଦଳୀୟ ନେତାମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ନବୀନ ପଟ୍ଟନାୟକ ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତି ପଦ ଲାଗି ଶଙ୍ଖ ଭବନରେ ନାମାଙ୍କନପତ୍ର ଦାଖଲ କରିଥିଲେ। ଆଉ କେହି ନାମାଙ୍କନ କରି ନଥିବାରୁ ନବୀନ ହିଁ ପୁଣି ନିର୍ଦ୍ବନ୍ଦ୍ବରେ ସଭାପତି ହେ‌ବା ଏକପ୍ରକାର ନିଶ୍ଚିତ ହୋଇଥିଲା। ୧୭ ତାରିଖରେ ଶଙ୍ଖ ଭବନରେ ବିଜେଡି ରାଜ୍ୟ ସଭାପତି ପଦବି ପାଇଁ ନାମାଙ୍କନ ପତ୍ର ଦାଖଲ କରିବାକୁ ଧାର୍ଯ୍ୟ ହୋଇଥିଲା। ପୂର୍ବାହ୍ଣ ୧୧ଟା ବେଳେ ନବୀନ ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ପୂରଣ କରିବା ପରେ ଦଳର ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କୁ ପ୍ରଦାନ କରିଥିଲେ। ନବୀନ ପଟ୍ଟନାୟକ ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତିଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଏନେଇ ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଘୋଷଣା କରିଛନ୍ତି।

ଅପରାହ୍ଣ ୧ଟା ପର୍ଯ୍ୟନ୍ତ ସଭାପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଅବଧି ଥିବାବେଳେ ଆଉ କେହି ନାମାଙ୍କନ ପତ୍ର ଦାଖଲ କରିନଥିଲେ। ତେଣୁ ନବୀନଙ୍କର କେହି ପ୍ରତିଦ୍ବନ୍ଦ୍ବୀ ନାହାନ୍ତି। ୧୮ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯାଇଥିଲା। ୧୯ତାରିଖରେ ନବୀନ ପଟ୍ଟନାୟକ ବିଜେଡିର ସଭାପତି ହେଲେ ବୋଲି ବିଧିବଦ୍ଧ ଭାବେ ଘୋଷଣା କରାଗଲା। ଏହାପରେ ବାକି ଥିବା ୧୫ଟି ସାଙ୍ଗଠନିକ ଜିଲ୍ଲା ସଭାପତି, ରାଜ୍ୟ କାର୍ଯ୍ୟକାରିଣୀ କମିଟି, ବ୍ଲକ ଓ ନଗର ସଭାପତି, ବିଭିନ୍ନ ଛାମୁଆ ସଂଗଠନର ସଭାପତି, ପଦାଧିକାରୀ ଏବଂ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା ହେବ।

Previous Post

ପରଲୋକରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି

Next Post

୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

FNN WEB

FNN WEB

Next Post
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.