• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
April 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ଭୁବନେଶ୍ୱର : ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗଡମର ସମ୍ମାନଜନକ Sand Master Award ରେ ସମ୍ମାନିତ ହୋଇଥିବାରୁ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି। ସୂଚନାଯୋଗ୍ୟ ଯେ, ସଂଯୁକ୍ତ ରାଷ୍ଟ୍ରର ଡୋରସେଟ୍‍ ଅଞ୍ଚଳର ୱେମାଉଥ ଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବରେ ଶ୍ରୀ ପଟ୍ଟନାୟକ ପ୍ରଥମ ଭାରତୀୟ ଭାବେ ଏହି ସମ୍ମାନ ପାଇଛନ୍ତି।

ଶ୍ରୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପଦକ, ସାର୍ଟିଫିକେଟ୍‍ ଓ ବାଲୁକା କଳାର ଫଟୋଚିତ୍ର ଦେଖାଇଥିଲେ। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି ତାଙ୍କୁ ଓଡ଼ିଶାର ଆସେଟ୍‍ (Asset) ବୋଲି କହିଥିଲେ ଏବଂ ଆଗାମୀ ଦିନରେ ଓଡ଼ିଶା ଓ ଦେଶ ପାଇଁ ଆହୁରି ଗୌରବ ଆଣିବେ ବୋଲି ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ୱର୍ଦ୍ଧିତ କରିଥିଲେ। ଏହି ସଫଳତା ପାଇଁ ଶ୍ରୀ ପଟ୍ଟନାୟକଙ୍କୁ ପୂର୍ବରୁ ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।

Previous Post

ଜେଇଇ ମେନରେ କିସର ୧୨ ଛାତ୍ରଛାତ୍ରୀ କୃତକାର୍ଯ୍ୟ

Next Post

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.