• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କବି ନିରାକାର ଦାସ ପାଇଲେ ବାଞ୍ଛାନିଧି ସତି ସମ୍ମାନ

FNN WEB by FNN WEB
April 21, 2025
in ଓଡ଼ିଶା, ମୁଖ୍ୟ ଖବର
0
କବି ନିରାକାର ଦାସ ପାଇଲେ ବାଞ୍ଛାନିଧି ସତି ସମ୍ମାନ
0
SHARES
2
VIEWS

ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବାବାଞ୍ଛାନିଧିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ଭଦ୍ରକ : ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଜାତୀୟ କବି ବାଞ୍ଛାନିଧି ସତିି ପରିଷଦ, ଭଦ୍ରକଙ୍କ ସହଯୋଗରେ ଜିଲ୍ଲା ସଂସ୍କୃତି ଭବନ ଠାରେ ସାହିତ୍ୟିକ ଡାଚ୍ଛର ଦୁର୍ଯେ୍ୟାଧନ ଦାସଙ୍କ ପୌରୋହିତ୍ୟରେ କବି ବାଞ୍ଛାନିଧିଙ୍କ ଜୟନ୍ତୀ ଉସବ ଅନୁଷ୍ଠିତ ହୋଇଯାଇଛି। ‘ମହାନ୍‌‍ ସ୍ୱାଧୀନତା ସଂଗ୍ରାମୀ ବାଞ୍ଛାନିଧିଙ୍କ ସଂଗୀତ ସାଧାରଣ ଲୋକଙ୍କୁ ଜାତୀୟତା ମନ୍ତ୍ରରେ ଉଦ୍‌‍ବୁଦ୍ଧ କରି ବିପ୍ଳବ ପାଇଁ ସଂଗଠିତ କରୁଥିଲା। ତାଙ୍କ ସଂଗୀତ ଥିଲା ଆମାର ସଂଗୀତ, ଆଗାମୀ ନୂଆ ସକାଳର ଆବାହନୀ ମନ୍ତ୍ର। ସେ ଥିଲେ ଜନଚେତନା ଓ ଗଣସଂଗ୍ରାମର ର଼ାରଣ କବି ବୋଲି ସଭାରେ ଉପସ୍ଥିତ ଅତିଥିମାନେ ମତପ୍ରକାଶ କରିଛନ୍ତି। ଏହି ଉସବରେ ସାହିତି୍ୟକ ଡ. ଶଶଧର ଦାସ ବରେଣ୍ୟ ଅତିଥି ଡ. ରବୀନ୍ଦ୍ର ବିହାରୀ ସମ୍ମାନୀୟ ଅତିଥି, ବିଶିଷ୍ଟ କଥାକାର ପବିତ୍ର ପାଣିଗ୍ରାହୀ ମୁଖ୍ୟ ବଚ୍ଛା ଓ ବିଶିଷ୍ଟ ସାମ୍ୟବାଦୀ କବି ନିରାକାର ଦାସ ସମ୍ମାନନୀୟ ବଚ୍ଛା ଭାବେ ଯୋଗଦାନ କରିଥିଲେ। କବି ପୂର୍ଣର଼ନ୍ଦ୍ର ବହଳୀ ସ୍ଵାଗତ ଓ ଅତିଥି ପରିର଼ୟ ପ୍ରଦାନ କରିଥିଲେ। ବିଶିଷ୍ଟ ପ୍ରଗତିଶୀଳ କବି ଓ ସ୍ତମ୍ଭକାର ନିରାକାର ଦାସଙ୍କୁ ବାଞ୍ଛାନିଧି ସତି ପରିଷଦ ପକ୍ଷରୁ ବାଞ୍ଛାନିଧି ସତିି ସମ୍ମାନରେ ସମ୍ମାନିତ କରାଯାଇଥିଲା। କାଦମ୍ୱିନୀର ସହ ସଂପାଦକ ଅମିତାଭ ଖିଲାର ମାନପତ୍ର ପାଠ କରିଥିବା ବେଳେ ଶେଷସ୍ପର୍ଶ ଦେଇଥଲେ ଅନୁଷ୍ଠାନର ସହସମ୍ପାଦକ କୃଷ୍ଣର଼ନ୍ଦ୍ର ମହାନ୍ତି। ଭଦ୍ରକ ସଂଗୀତ ମହାବିଦ୍ୟାଳୟ ପକ୍ଷରୁ କବିଙ୍କ ରର଼ିତ ଦେଶ ପ୍ରେମ ସଂଗୀତ ଗାନ କରାଯାଇଥିଲା କ୍ଷବହୁ ବୁଦ୍ଧିଜୀବୀ ଓ ସାହିତି୍ୟକ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Previous Post

ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-2025 ପାଳନ: ନୂତନ ପ୍ରଶିକ୍ଷାର୍ଥୀ ନିବାସ, ତାଲିମ ଗୃହ ଉଦ୍‍ଘାଟିତ

Next Post

କୋରାପୁଟ ଆଣିଛି ଓଡ଼ିଶା ପାଇଁ ଗର୍ବ ଓ ଗୌରବ

FNN WEB

FNN WEB

Next Post
କୋରାପୁଟ ଆଣିଛି ଓଡ଼ିଶା ପାଇଁ ଗର୍ବ ଓ ଗୌରବ

କୋରାପୁଟ ଆଣିଛି ଓଡ଼ିଶା ପାଇଁ ଗର୍ବ ଓ ଗୌରବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.