• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୋରାପୁଟ ଆଣିଛି ଓଡ଼ିଶା ପାଇଁ ଗର୍ବ ଓ ଗୌରବ

FNN WEB by FNN WEB
April 21, 2025
in ଓଡ଼ିଶା, ମୁଖ୍ୟ ଖବର
0
କୋରାପୁଟ ଆଣିଛି ଓଡ଼ିଶା ପାଇଁ ଗର୍ବ ଓ ଗୌରବ
0
SHARES
4
VIEWS

ସାମଗ୍ରିକ ବିକାଶ ପାଇଁ କୋରାପୁଟକୁ ମିଳିଲା ପ୍ରଧାନମନ୍ତ୍ରୀଙ୍କ ଉତ୍କର୍ଷ ପୁରସ୍କାର
କୋରାପୁଟ/ ଭୁବନେଶ୍ୱର : ଜନସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋରାପୁଟ ଜିଲ୍ଲା ପ୍ରଶାସନକୁ ସମନ୍ୱିତ ବିକାଶ ବର୍ଗରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଉତ୍କର୍ଷ ନାଗରିକ ପ୍ରଶାସନ ସମ୍ମାନରେ ସମ୍ମାନିତ କରିଛନ୍ତି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ କୋରାପୁଟ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କଠାରୁ ୨୦୨୪ ବର୍ଷ ପାଇଁ ଏହି ଏହି ମର୍ଯ୍ୟାଦାଜନକ ପୁରସ୍କାର ଗ୍ରହଣ କରିଛନ୍ତି । ଏହି ଜାତୀୟ ଖ୍ୟାତି କେବଳ କୋରାପୁଟ ନୁହେଁ ସମଗ୍ର ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ । ବିଗତ ୧୮ ମାସ ମଧ୍ୟରେ କେନ୍ଦ୍ର ସରକାରଙ୍କ ୧୧ଟି ପ୍ରମୁଖ ଯୋଜନାର ସଫଳ ରୂପାୟନ କରି କୋରାପୁଟ ଜିଲ୍ଲା ପ୍ରଶାସନ ଜନଜାତି ସଂପ୍ରଦାୟର ଜୀବନଜୀବିକାରେ ଆଶାତୀତ ଉନ୍ନତି ଆଣି ଅନ୍ତର୍ଭୁକ୍ତି ବିକାଶ ଏବଂ ପ୍ରଗତିର ଏକ ନୂତନ ସୂର୍ଯ୍ୟୋଦୟ ଆଣିପାରିଛି ।

ସମଗ୍ର ଦେଶରେ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା, ସକ୍ଷମ ଅଙ୍ଗନବାଡ଼ି ଓ ପୋଷଣ ଯୋଜନା, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଓ ମୁକ୍ତ ବିଜୁଳି ଯୋଜନା, ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା, କିଷାନ କାର୍ଡ, ମିଶନ ଟିକାକରଣ, ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା, ଘର ଘର ଜଳ ଜୀବନ ମିଶନ, ପ୍ରଧାନମନ୍ତ୍ରୀ ସହରାଞ୍ଚଳ ଆବାସ ଓ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଭଳି ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର କାର୍ଯ୍ୟାନ୍ୱୟନରେ ଉଲ୍ଲେଖନୀୟ ସଫଳତା ଆଣି କୋରାପୁଟ ଜିଲ୍ଲା ଦେଶର ଶ୍ରେଷ୍ଠ ୫ଟି ଜିଲ୍ଲା ମଧ୍ୟରେ ସ୍ଥାନ ପାଇପାରିଛି ।

ପୁରସ୍କାର ଗ୍ରହଣ କରି ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ କହିଛନ୍ତି ଯେ ଏହି ପୁରସ୍କାର କୋରାପୁଟର ପ୍ରତ୍ୟେକ ନାଗରିକଙ୍କ ସତ୍ୟନିଷ୍ଠାତା, ଉତ୍କୃଷ୍ଟତା ଏବଂ ପ୍ରଗତି ପାଇଁ ଥିବା ଦୃଷ୍ଟିଭଙ୍ଗୀକୁ ପ୍ରୋତ୍ସାହିତ କରିବ । ଏହି ପୁରସ୍କାର ଜିଲ୍ଲା ପ୍ରଶାସନର ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ସତ୍ୟନିଷ୍ଠ ଓ ସାମୂହିକ ପ୍ରୟାସ ତାସହ କଠିନ ପରିଶ୍ରମର ଫଳଶ୍ରୁତି । ଏହି ପୁରସ୍କାର କୋରାପୁଟର ଜନସାଧାରଣ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀଙ୍କୁ ସମାବେଶୀ ଓ ସମନ୍ୱିତ ବିକାଶ ନିମନ୍ତେ ଥିବା ସେମାନଙ୍କ ପ୍ରଚେଷ୍ଟାକୁ ଅଧିକ ସଶକ୍ତ କରିବ । ସ୍ୱଚ୍ଛତା, ଉତ୍ତରଦାୟିତ୍ୱ ଏବଂ ଦକ୍ଷତା ପ୍ରତିପାଦନ କରି ଜିଲ୍ଲା ପ୍ରଶାସନ ଏହି ସଫଳତା ହାସଲ କରପାରିିଛି ବୋଲି ସେ କହିଛନ୍ତି । ଏହି ସମ୍ମାନ ଜାତୀୟ ସ୍ତରରେ କୋରାପୁଟର ପ୍ରତିଷ୍ଠାକୁ ସ୍ୱୀକୃତି ଦେବା ସହ ଅନ୍ୟ ଜିଲ୍ଲାଗୁଡ଼ିକୁ ଅନୁପ୍ରାଣିତ କରିବ ଏବଂ ସମଗ୍ର ଭାରତରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ କୈନ୍ଦ୍ରିକ ପ୍ରଶାସନ ଓ ନାଗରିକମାନଙ୍କ ସର୍ବାଙ୍ଗୀନ ଉନ୍ନତିକୁ ସୁନିଶ୍ଚିତ କରିବ ।

Previous Post

କବି ନିରାକାର ଦାସ ପାଇଲେ ବାଞ୍ଛାନିଧି ସତି ସମ୍ମାନ

Next Post

ସମ୍ବଲପୁରରେ ଜନଶୁଣାଣି ଶିବିର: ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀଙ୍କ ସହିତ ୧୦ ଜଣ ମନ୍ତ୍ରୀ

FNN WEB

FNN WEB

Next Post
ସମ୍ବଲପୁରରେ ଜନଶୁଣାଣି ଶିବିର: ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀଙ୍କ ସହିତ ୧୦ ଜଣ ମନ୍ତ୍ରୀ

ସମ୍ବଲପୁରରେ ଜନଶୁଣାଣି ଶିବିର: ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀଙ୍କ ସହିତ ୧୦ ଜଣ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.