• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜନଜାତି ଆୟୋଗଙ୍କୁ ବିଜେଡିର ସ୍ମାରକପତ୍ର

FNN WEB by FNN WEB
April 22, 2025
in ଓଡ଼ିଶା, ମୁଖ୍ୟ ଖବର
0
ଜନଜାତି ଆୟୋଗଙ୍କୁ ବିଜେଡିର ସ୍ମାରକପତ୍ର
0
SHARES
2
VIEWS

ଭୁବନେଶ୍ୱର : ରାଉରକେଲା ବନ୍ଧମୁଣ୍ଡା ବରକାନିରେ ପ୍ରସ୍ତାବିତ ନୂଆ ରେଳ ଲାଇନକୁ ବିରୋଧ ବେଳେ ଜେସିବି ମାଡ଼ିଯିବାରୁ ଆଦିବାସୀ ଯୁବକ ଇତୋ ଏକ୍କାଙ୍କ ମୃତ୍ୟୁକୁ ନେଇ ଆଜି ଜାତୀୟ ଅନୁସୂଚିତ ଜନଜାତି ଆୟୋଗଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ବିଜୁ ଜନତା ଦଳର ପ୍ରତିନିଧି ମଣ୍ଡଳୀ। ଆଦିବାସୀ ଅଧିକାରର ଗଭୀର ଉଲ୍ଲଂଘନ ଓ ପ୍ରଶାସନିକ ଅବହେଳା ଯୋଗୁଁ ଏହି ମୃତ୍ୟୁ ଘଟିଛି । ଚଳିତ ମାସ ୧୯ ତାରିଖରେ ବନ୍ଧମୁଣ୍ଡା ବରକାନିରେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ପାଇଁ ସମ୍ପ୍ରସାରଣ ହେଉଥିବା ରେଳ ଲାଇନ ବିରୋଧରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରାଯାଇଥିଲା । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଆଦିବାସୀମାନେ ୨୨,୦୦୦ ଏକର ଜମି ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟକୁ ଦେଇଥିଲେ, ବଳକା ୬୦୦୦ ଏକର ଜମି ଯାହା ଆଦିବାସୀମାନଙ୍କୁ ଫେରସ୍ତ ହେବାର ଥିଲା । ଆରଏସ୍‌ପିର ସମ୍ପ୍ରସାରଣ ହୋଇଥିବାରୁ ସେହି ଜମିରେ ନୂଆ ରେଳ ଲାଇନ କରାଯାଉଛି, ଯାହାଫଳରେ ଆଦିବାସୀମାନେ ତାଙ୍କ ଜମି ଫେରିପାଇବା ବଦଳରେ ସେମାନଙ୍କୁ ବିସ୍ଥାପିତ ହେବାକୁ ପଡୁଛି ।

ଏହାକୁ ବିରୋଧ କରି ଆଦିବାସୀମାନେ ଶାନ୍ତିପୂର୍ଣ୍ଣ ୍ରତିବାଦ କରୁଥିବା ବେଳେ ୩୫ ବର୍ଷ ବୟସର ଇତୋ ଏକ୍କା ନାମକ ଜଣେ ଆଦିବାସୀ ଯୁବକଙ୍କୁ ରାଉରକେଲା ଷ୍ଟିଲ ପ୍ଲାଣ୍ଟର ଅଧିକାରୀ ଓ ସ୍ଥାନୀୟ ପୋଲିସ୍‌ର ଉପସ୍ଥିତିରେ ଜେସିବି ଲଗାଇ ଚାପି ମାରିଦିଆଯାଇଥିଲା । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା । ଏହି ଘଟଣା ସରକାରଙ୍କ ଆଦିବାସୀ ବିରୋଧୀ ମନୋଭାବକୁ ଦର୍ଶାଉଛି । ବିଜେପି ସରକାରରେ ଆଦିବାସୀମାନେ ସୁରକ୍ଷିତ ନଥିବା ଏହି ଘଟଣାରୁ ସ୍ପଷ୍ଟ ଅନୁମେୟ । ଓଡ଼ିଶାର ଆଦିବାସୀ ସମୁଦାୟଙ୍କ ଅଧିକାର ଓ ମଙ୍ଗଳ ପାଇଁ ବିଜେଡି ସଂକଳ୍ପବଦ୍ଧ ରହିଛି । ଆଗାମୀ ଦିନରେ ଆଦିବାସୀଙ୍କ ପ୍ରତି ରାଜ୍ୟ ସରକାରଙ୍କ ହେଉଥିବା ଅନ୍ୟାୟ ରୋକିବା ପାଇଁ ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଦୃଢ଼ ପଦକ୍ଷେ ନେବାକୁ ଅନୁରୋଧ । ଏହି ୍ରତିନିଧି ମଣ୍ଡଳୀରେ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ଗଣମାଧ୍ୟମ ସଂଯୋଜକ ଡ଼ ପ୍ରିୟବ୍ରତ ମାଝି ଓ ଡ଼ ଲେନିନ ମହାନ୍ତି, ଶ୍ରୀମତୀ ଭାରତୀ ସିଂହ, ଶ୍ରୀମତୀ ରଞ୍ଜିତା ସାହୁ, ଶ୍ରୀମତୀ ଇପ୍ସିତା ସାହୁ, ସୋଫିଆ ଆଲାମ, ଶ୍ରୀ ବିଶ୍ୱପ୍ରତା ସାହୁ ଓ ଶ୍ରୀ ଅରୁପ ଶ୍ରୀଚନ୍ଦନ ସାମିଲ୍ ଥିଲେ ।

Previous Post

ଝାରସୁଗୁଡାରେ ୪୬ ଟପିଲା ତାତି

Next Post

ଓଡ଼ିଶା ଉର୍ଦ୍ଦୁ ଏକଡ଼େମୀରର ୩୯ତମ ପ୍ରତିଷ୍ଠା ଦିବସ ପାଳିତ

FNN WEB

FNN WEB

Next Post
ଓଡ଼ିଶା ଉର୍ଦ୍ଦୁ ଏକଡ଼େମୀରର ୩୯ତମ ପ୍ରତିଷ୍ଠା ଦିବସ ପାଳିତ

ଓଡ଼ିଶା ଉର୍ଦ୍ଦୁ ଏକଡ଼େମୀରର ୩୯ତମ ପ୍ରତିଷ୍ଠା ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.