• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦାଦନ ଶ୍ରମିକ ବିସ୍ଥାପନ ସମସ୍ୟା ହ୍ରାସ ନିମନ୍ତେ ବୈଠକ

FNN WEB by FNN WEB
April 22, 2025
in ଓଡ଼ିଶା, ମୁଖ୍ୟ ଖବର
0
ଦାଦନ ଶ୍ରମିକ ବିସ୍ଥାପନ ସମସ୍ୟା ହ୍ରାସ ନିମନ୍ତେ ବୈଠକ
0
SHARES
1
VIEWS

ଭୁବନେଶ୍ୱର : ଦାଦନ ଶ୍ରମିକ ବିସ୍ଥାପନ ସମସ୍ୟା ହ୍ରାସ କରିବା ପାଇଁ ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏକ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ଏସବିଏମ୍ ଆଡ଼ଭାଇଜର ନାମକ ସଂସ୍ଥା ଓଡ଼ିଶାରେ ଦୁଗ୍ଧ ବିକାଶ ମାଧ୍ୟମରେ ଦାଦନ ଶ୍ରମିକ ବିସ୍ଥାପନ ସମସ୍ୟା ହ୍ରାସ ନେଇ ଏକ ଉପସ୍ଥାପନା ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ପ୍ରଦର୍ଶିତ କରିଥିଲେ । ଏହି ବୈଠକରେ ଶ୍ରମ, କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମଧ୍ୟ ଉପସ୍ଥିତ ଥିଲେ ।

ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଦାଦନ ଶ୍ରମିକ ବିସ୍ଥାପନ ନିମନ୍ତେ ଗଢ଼ା ଯାଇଥିବା ଟାସ୍କଫୋର୍ସର ଚେୟାରମ୍ୟାନ ଅଛନ୍ତି । ବର୍ତ୍ତମାନ ସରକାର ଦାଦନ ଶ୍ରମିକ ଜନିତ ସମସ୍ୟାକୁ ଗୁରୁତ୍ୱର ସହ ନେଉଛନ୍ତି । ଦାଦନ ପ୍ରବଣ ପ୍ରତ୍ୟେକଟି ଜିଲ୍ଲାର କାରଣ ଭିନ୍ନ ଭିନ୍ନ ଅଟେ । ଏହାକୁ ବିଶ୍ଳେଷଣ କରି ତଦନୁଯାୟୀ ପଦକ୍ଷେପ ଗ୍ରହଣ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଗୋପାଳନ କରି ସେଥିରୁ ଦୁଗ୍ଧ ଏବଂ ଅନ୍ୟାନ୍ୟ ଦୁଗ୍ଧ ଜାତୀୟ ଉତ୍ପାଦ ଉତ୍ପାଦନ କରି ଗ୍ରାମୀଣ ଲୋକଙ୍କ ଜୀବିକାକୁ ସୁଦୃଢ଼ କରିହେବ । ବିଶେଷକରି ମହିଳାଙ୍କୁ ସ୍ୱାବଲମ୍ବୀ କଲେ ଓ ସେମାନଙ୍କୁ ବର୍ଷ ତମାମ ରୋଜଗାରର ଉତ୍ସ ଯୋଗାଇପାରିଲେ ଦାଦନ ଶ୍ରମିକ ସମସ୍ୟା ଅନେକାଂଶରେ ହ୍ରାସ ପାଇବ ବୋଲି ବୈଠକରେ ନିଷ୍କର୍ଷ ବାହାର କରାଯାଇଥିଲା ।

ସରକାରୀ ଯୋଜନାର ପ୍ରଣୟନ ସହିତ ବେସରକାରୀ ସ୍ତରରେ ପ୍ରୋତ୍ସାହନ ଯୋଗାଇଦେବା ନିମନ୍ତେ ଏସବିଏମ୍ ଆଡ଼ଭାଇଜର କମ୍ପାନୀର ପ୍ରତିନିଧି ଅନୁରୋଧ କରିଥିଲେ । ବୈଠକରେ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, ଶ୍ରୀମତୀ ଚିତ୍ରା ଅରୁମୁଗମ, ଶ୍ରୀ ସୁରେଶ କୁମାର ବଶିଷ୍ଠ, ଶ୍ରୀ ଏସ ଏନ ଗିରୀଶ, କୃଷି ବିଭାଗ, ଶ୍ରମ ବିଭାଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

Previous Post

ଓଡ଼ିଶା ଉର୍ଦ୍ଦୁ ଏକଡ଼େମୀରର ୩୯ତମ ପ୍ରତିଷ୍ଠା ଦିବସ ପାଳିତ

Next Post

ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

FNN WEB

FNN WEB

Next Post
ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.