• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଚିଲିକା ହ୍ରଦରେ ଚାଲୁଥିବା ବୋଟରେ ହେବ ଇଥାନଲ ଯୁକ୍ତ ଇନ୍ଧନର ବ୍ୟବହାର

FNN WEB by FNN WEB
April 23, 2025
in ଓଡ଼ିଶା, ମୁଖ୍ୟ ଖବର
0
ଚିଲିକା ହ୍ରଦରେ ଚାଲୁଥିବା ବୋଟରେ ହେବ ଇଥାନଲ ଯୁକ୍ତ ଇନ୍ଧନର ବ୍ୟବହାର
0
SHARES
1
VIEWS

ରାଜ୍ୟରେ ଇଥାନଲ ପ୍ଲାଣ୍ଟ ସ୍ଥାପନା ନେଇ ବୈଠକ

ଭୁବନେଶ୍ୱର : ପରିବେଶକୁ ସୁରକ୍ଷା ଦେବା ସହ ପ୍ରଦୂଷଣମୁକ୍ତ କରିବା ଦିଗରେ ଅଗ୍ରସର ହେଉଛନ୍ତି ଓଡ଼ିଶା ସରକାର । ରାଜ୍ୟରେ 2G ଇଥାନଲର ବ୍ୟବହାରକୁ ଗୁରୁତ୍ୱ ଦିଆଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମିଡ଼ୱେଷ୍ଟ ଏନର୍ଜି କମ୍ପାନୀ ତରଫରୁ ଏକ ଉପସ୍ଥାପନା ପ୍ରଦର୍ଶନ କରାଯାଇଥିଲା । ଓଡ଼ିଶାରେ ଇଥାନଲ ପ୍ଲାଣ୍ଟ ସ୍ଥାପନ କରି ଇନ୍ଧନ ରୂପେ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ କମ୍ପାନୀ ପ୍ରତିନିଧି ଶ୍ରୀ ପ୍ରଭାକର ରେଡ୍ଡୀ ପ୍ରସ୍ତାବ ଦେଇଥିଲେ । ଏହା ବ୍ୟତୀତ ଓଡ଼ିଶାର ଚିଲିକା ହ୍ରଦରେ ଚାଲୁଥିବା ବୋଟ ଗୁଡ଼ିକରେ ମଧ୍ୟ ଇଥାନଲ ବ୍ଲେଣ୍ଡିଂ ଇନ୍ଧନ ବ୍ୟବହାର କରିବା ବିଷୟରେ ଆଲୋଚନା ହୋଇଥିଲା । କେନ୍ଦ୍ର ସରକାରଙ୍କ ପ୍ରଦତ୍ତ ନିର୍ଦ୍ଦେଶାବଳୀ ଅନୁଯାୟୀ ୨୦୩୦ ସୁଦ୍ଧା ଡିଜେଲରେ ୫ ପ୍ରତିଶତ ଇଥାନଲ ମିଶାଇ ବ୍ୟବହାର ଲକ୍ଷ୍ୟ ରହିଛି । ଏହି ଲକ୍ଷ୍ୟକୁ ବାସ୍ତବିକ କାର୍ଯ୍ୟରେ ରୂପାନ୍ତର କରିବା ଦିଗରେ ଓଡ଼ିଶା ଅଗ୍ରସର ହେଉଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ।

ଧାନ ଫସଲ ଅମଳ ପରେ ସାଧାରଣତଃ ନଡ଼ା ଗୁଡିକୁ ଜମିରେ ସେମିତି ଛାଡି ଦିଆଯାଏ କିମ୍ବା ନିଆଁ ଲଗାଇ ପୋଡ଼ି ଦିଅନ୍ତି । ସେହି ନଡ଼ାକୁ ବ୍ୟବହାର କରି 2G ଇଥାନଲ ପ୍ରସ୍ତୁତ କରାଯିବ । କେବଳ ଧାନ ନୁହେଁ, ଆଖୁ,ମକା,ବାଜରା, ଜହ୍ନା ଇତ୍ୟାଦିର ଅନାବଶ୍ୟକ ଅଂଶରୁ ଇଥାନଲ ପ୍ରସ୍ତୁତ ହୋଇପାରିବ। ଏହି ଅଂଶଗୁଡିକୁ ଚାଷୀଙ୍କ ଠାରୁ ସଂପୃକ୍ତ କମ୍ପାନୀ କ୍ରୟ କରି ନେଇ ଇଥାନଲ ଉତ୍ପାଦନ କରିବ । ଏହା ପରିବେଶକୁ ପ୍ରଦୂଷଣରୁ ମୁକ୍ତ ରଖିବ ଏବଂ ଚାଷୀଙ୍କୁ ପରୋକ୍ଷରେ ରୋଜଗାର ମଧ୍ୟ ପ୍ରଦାନ କରିବ । ଗ୍ରାମୀଣ ଅର୍ଥନୀତି ସୁଦୃଢ଼ ହେବା ସହ ଦାଦନ ଶ୍ରମିକ ସଂଖ୍ୟା ମଧ୍ୟ କମିବ ।
ଏହି ଉପସ୍ଥାପନା ପ୍ରଦର୍ଶନ ବେଳେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଉପସ୍ଥିତ ଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ପର୍ଯ୍ୟଟନ କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂ, ଏମଡି ଇପିକଲ ଶ୍ରୀ ଭୂପେନ୍ଦ୍ର ସିଂ ପୁନିଆ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

Next Post

ରାଜ୍ୟ ମାନବାଧିକାର ଆୟୋଗଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କଲା ବିଜେଡି

FNN WEB

FNN WEB

Next Post
ରାଜ୍ୟ ମାନବାଧିକାର ଆୟୋଗଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କଲା ବିଜେଡି

ରାଜ୍ୟ ମାନବାଧିକାର ଆୟୋଗଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.