• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆତଙ୍କବାଦୀଙ୍କ ଆଗରେ ନଇଁବନି ଭାରତ: ଶାହ

FNN WEB by FNN WEB
April 23, 2025
in ଓଡ଼ିଶା, ମୁଖ୍ୟ ଖବର
0
ଆତଙ୍କବାଦୀଙ୍କ ଆଗରେ ନଇଁବନି ଭାରତ: ଶାହ
0
SHARES
1
VIEWS

ପହଲଗା‌ମ୍‌: ଆତଙ୍କବାଦୀଙ୍କ ଆଗରେ ନଇଁବନି ଭାରତ। ଆକ୍ରମଣକାରୀଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବନି। ସବୁ ପରିସ୍ଥିତିକୁ ସାମ୍ନା କରିବ କିନ୍ତୁ ଆତଙ୍କବାଦୀଙ୍କ ଆଗରେ ହାର ମାନିବ ନାହିଁ । ଏଥିସହ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ। ଶ୍ରୀନଗରରେ ୨୮ ଜଣ ମୃତକଙ୍କୁ ପୁଷ୍ପମାଲ୍ୟ ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ । ଏହାସହ ମେଡିକାଲରେ ଆହତଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ଆହତଙ୍କ ପରିବାରକୁ ଭେଟି ଆଲୋଚନା କରିଛନ୍ତି ଶାହ। ଶାହଙ୍କ ସହ ଉପ ରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଉପସ୍ଥିତ ଥିଲେ। ଜମ୍ମୁକଶ୍ମୀରରେ ସ୍ଥିତି ବୁଝିବା ପରେ ଅପରାହ୍ଣରେ ଦିଲ୍ଲୀ ଫେରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କ୍ୟାବିନେଟ୍ ସୁରକ୍ଷା ପରିଷଦ ବୈଠକରେ ଯୋଗଦେବେ। ଏଥିସହ ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ କେନ୍ଦ୍ର ସରକାର। ଦୁଇ ଦୁନିଆ ସାଉଦି ଆରବ ଗସ୍ତର ଅଧାରୁ ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ। ଭାରତ ଫେରିବା ପରେ ତୁରନ୍ତ ବିମାନ ବନ୍ଦରରେ ବୈଠକ କରିଛନ୍ତି ମୋଦୀ ।

ସ୍ଥିତି ସମ୍ପର୍କର ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର, ବୈଦେଶିକ ସଚିବ ବିକ୍ରମ ମିସ୍ତ୍ରୀ ଓ ଏନ୍‌ଏସ୍‌ଏ ଅଜିତ ଡୋଭାଲ। ଆଗକୁ ସରକାର କିଛି କଠୋର ପଦକ୍ଷେପ ନେଇପାରନ୍ତି ବୋଲି ଅନୁମାନ କରାଯାଉଛି । ସେପଟେ ଜମ୍ମୁ ପହଲଗାମରେ ଆତଙ୍କୀ ହମଲା ପରେ ସୀମାରେ ହାଇଆଲର୍ଟ। ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ ଚାଲିଥିବା ବେଳେ ସେନାର ଯବାନମାନେ ପଇଁତରା ମାରୁଛନ୍ତି । ଆତଙ୍କୀଙ୍କୁ ଖୋଜି ସଫା କରିବାକୁ ସନ୍ଦିଗ୍ଧ ଅଂଚଳରେ ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ ।

ହେଲିକପ୍ଟର ଓ ଡ୍ରୋନ୍ ମାଧ୍ୟମରେ ଆତଙ୍କବାଦୀଙ୍କ ତଲାସି ଅଭିଯାନ ଜାରି ରହିଛି । ଗୃହମନ୍ତ୍ରୀ ଅମିତ ଶାହା ଶ୍ରୀନଗରରେ ଏଲଜି ମନୋଜ ସିହ୍ନା, ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ସହ ବିଭିନ୍ନ ସୁରକ୍ଷା ଏଜେନ୍ସିର ମୁଖ୍ୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ଆତଙ୍କୀ ଆକ୍ରମଣରେ ମୋଟ ୨୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ବେଳେ ଏମାନଙ୍କ ମଧ୍ୟରେ ଦୁଇ ଜଣ ବିଦେଶୀ ନାଗରିକ ଓ ୩ଜଣ ସ୍ଥାନୀୟ ନାଗରିକ ଏବଂ ଜଣେ ଆଇବି ଅଧିକାରୀ ରହିଛନ୍ତି ।

Previous Post

ରାଜ୍ୟ ମାନବାଧିକାର ଆୟୋଗଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କଲା ବିଜେଡି

Next Post

ରାଜ୍ୟ କ୍ୟାବିନେଟ୍‌ରେ ୬ଟି ପ୍ରସ୍ତାବକୁ ଅନୁମୋଦନ

FNN WEB

FNN WEB

Next Post
ରାଜ୍ୟ କ୍ୟାବିନେଟ୍‌ରେ ୬ଟି ପ୍ରସ୍ତାବକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟ୍‌ରେ ୬ଟି ପ୍ରସ୍ତାବକୁ ଅନୁମୋଦନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.