• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ନୂତନ ଭବନର ଶିଳାନ୍ୟାସ

FNN WEB by FNN WEB
April 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ନୂତନ ଭବନର ଶିଳାନ୍ୟାସ
0
SHARES
1
VIEWS

ଭୁବନେଶ୍ୱର : ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ନୂତନ ଭବନର ଶିଳାନ୍ୟାସ କରିଛନ୍ତି । ଏହି ନୂତନ ଭବନଟି ପ୍ରାୟ ୨୫ କୋଟି ଟଙ୍କା ବିନିମୟରେ ନିର୍ମାଣ ହେବ । ଆସନ୍ତା ଏକ ବର୍ଷ ମଧ୍ୟରେ ଏହି ନିର୍ମାଣ କାର୍ଯ୍ୟ ଶେଷ ହୋଇ ଭବନଟିରେ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ମୁଖ୍ୟ ଦପ୍ତର ଭାବେ କାର୍ଯ୍ୟ କରିବ । ବର୍ତ୍ତମାନ ନିଗମର ପରିସରରେ ଉକ୍ତ ନୂତନ ଭବନ ନିର୍ମାଣ କରାଯାଉଛି ।

ସୂଚନାଯୋଗ୍ୟ ଯେ ବର୍ତ୍ତମାନ ନିଗମର କାର୍ଯ୍ୟ ହେଉଥିବା ଭବନଟି ୩୭ ବର୍ଷ ପୁରୁଣା ଏବଂ ନିଗମର କାର୍ଯ୍ୟଭାର ଓ କର୍ମଚାରୀ ସଂଖ୍ୟା ବୃଦ୍ଧି ଯୋଗୁଁ ଏକ ନୂତନ ଭବନର ଆବଶ୍ୟକତା ରହିଛି । ନିର୍ମାଣ ହେବାକୁ ଥିବା ଏହି ନୂତନ ଭବନଟି ପାଞ୍ଚମହଲା ବିଶିଷ୍ଟ ହେବ । ଏହାର ବେସ୍‌ମେଣ୍ଟରେ ଯାନ ରଖିବା ପାଇଁ ପାର୍କିଂ ସ୍ଥଳି ରହିବ । ନୂତନ ଭବନରେ ବରିଷ୍ଠ ଅଧିକାରୀ ମାନଙ୍କ କାର୍ଯ୍ୟାଳୟ, ସମ୍ମିଳନୀ କକ୍ଷ, ପ୍ୟାଣ୍ଟ୍ରି, ପ୍ରତୀକ୍ଷାଳୟ, ନିରୀକ୍ଷଣ କକ୍ଷ ସମେତ ଅନ୍ୟ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ଯଥେଷ୍ଟ କକ୍ଷ ଓ ସ୍ଥାନ ରହିବ । ଏହି ଅବସରରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହ, ରାଜ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ସୁପରିଟେଣ୍ଡେଣ୍ଟ ଇଂଜିନିୟର, ନିର୍ମାଣକାରୀ ସଂସ୍ଥାର ପ୍ରତିନିଧି ସମେତ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ରବି ଋତୁ ଧାନ କିଣା ପାଇଁ ରାଜ୍ୟସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ

Next Post

ନୱଯବାନ ୟୁନିଅନ ତରଫରୁ କ୍ୟାଣ୍ଡେଲ ଶୋଭାଯାତ୍ରା ଓ ଆତଙ୍ଗବାଦ ବିରୋଧୀରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

FNN WEB

FNN WEB

Next Post
ନୱଯବାନ ୟୁନିଅନ ତରଫରୁ କ୍ୟାଣ୍ଡେଲ ଶୋଭାଯାତ୍ରା ଓ ଆତଙ୍ଗବାଦ ବିରୋଧୀରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

ନୱଯବାନ ୟୁନିଅନ ତରଫରୁ କ୍ୟାଣ୍ଡେଲ ଶୋଭାଯାତ୍ରା ଓ ଆତଙ୍ଗବାଦ ବିରୋଧୀରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.