• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦୁର୍ଘଟଣାରେ ଜୀବନ ହରାଇଥିଲେ ସ୍ବାମୀ: ପ୍ରଭାସିନୀ, ଦେବୀ ପାଇଲେ ନିଯୁକ୍ତି

FNN WEB by FNN WEB
April 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ଦୁର୍ଘଟଣାରେ ଜୀବନ ହରାଇଥିଲେ ସ୍ବାମୀ: ପ୍ରଭାସିନୀ, ଦେବୀ ପାଇଲେ ନିଯୁକ୍ତି
0
SHARES
1
VIEWS

ଭୁବନେଶ୍ୱର: କଟକର ପ୍ରଭାସିନୀ ବେହେରା ଓ ରାୟଗଡ଼ାର ଦେବୀ ଶବରଙ୍କ ଆଶା ପୂରା ହୋଇଛି। ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ପରେ ରାଜ୍ୟ ସରକାରଙ୍କ ଠାରୁ ରଖିଥିବା ଆଶା ଫଳବତୀ ହୋଇଛି। ସରକାରଙ୍କୁ ଉଭୟ ଧନ୍ୟବାଦ ଜଣାଇଛନ୍ତି। ସେମାନଙ୍କ ଦୁଃଖ ସମୟରେ ସେମାନଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁଣିଥରେ ନିଜର ସହୃଦୟତାର ପରିଚୟ ଦେଇଛନ୍ତି।

ପ୍ରଭାସିନୀ ଓ ଦେବୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ହୋମଗାର୍ଡ ପଦବି ପାଇଁ ନିଯୁକ୍ତି ପତ୍ର ସହ ୧୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କର ଭଲମନ୍ଦ ପଚାରି ଥିଲେ ଏବଂ ଅଧୈର୍ଯ୍ୟ ନହେବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ସରକାର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କର ଆଗାମୀ ଜୀବନ ଓ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ସର୍ବକୁଶଳ କାମନା କରିଥିଲେ।

ସୂଚନାଯୋଗ୍ୟ, ପ୍ରଭାସିନୀଙ୍କ ସ୍ୱାମୀ ଜଗବନ୍ଧୁ ମାହାଲି ହୋମଗାର୍ଡ ଭାବେ କାର୍ଯ୍ୟକରୁଥିଲେ ଏବଂ ଦେବୀଙ୍କ ସ୍ୱାମୀ ଲୋକନାଥ ଶବର ଓ.ଏ.ପି.ଏଫ୍ ଯବାନ ଭାବେ କାର୍ଯ୍ୟ କରୁଥିଲେ। ଉଭୟ କଟକରେ କର୍ତ୍ତବ୍ୟରତ ଥିବା ସମୟରେ ଗତ ୨୨ ତାରିଖ ଦିନ ପି.ସି.ଆର୍ ଭ୍ୟାନ୍‌ରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାଣ ହରାଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିସନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ହୋମଗାର୍ଡ ଓ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡଙ୍ଗୀ ଓ ଅନ୍ୟ ବରିଷ୍ଠ ପୁଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Next Post

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ରନ୍ ଫର୍ ଓ୍ୱାନ୍ ନେସନ, ଓ୍ୱାନ୍ ଇଲେକ୍ସନ’ର ଶୁଭାରମ୍ଭ

FNN WEB

FNN WEB

Next Post
ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ରନ୍ ଫର୍ ଓ୍ୱାନ୍ ନେସନ, ଓ୍ୱାନ୍ ଇଲେକ୍ସନ’ର ଶୁଭାରମ୍ଭ

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ରନ୍ ଫର୍ ଓ୍ୱାନ୍ ନେସନ, ଓ୍ୱାନ୍ ଇଲେକ୍ସନ’ର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.