• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ରନ୍ ଫର୍ ଓ୍ୱାନ୍ ନେସନ, ଓ୍ୱାନ୍ ଇଲେକ୍ସନ’ର ଶୁଭାରମ୍ଭ

FNN WEB by FNN WEB
April 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ରନ୍ ଫର୍ ଓ୍ୱାନ୍ ନେସନ, ଓ୍ୱାନ୍ ଇଲେକ୍ସନ’ର ଶୁଭାରମ୍ଭ
0
SHARES
3
VIEWS

‘ଗୋଟିଏ ଦେଶ-ଗୋଟିଏ ନିର୍ବାଚନ’ ଜାତୀୟ ଆନ୍ଦୋଳନରେ ପରିଣତ ହୋଇଛି : ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ନୂଆଦିଲ୍ଲୀ ଠାରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ “ରନ୍ ଫର୍ ଓ୍ୱାନ୍ ନେସନ୍, ଓ୍ୱାନ୍ ଇଲେକ୍ସନ୍” କାର୍ଯ୍ୟକ୍ରମକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଏପରି ପ୍ରୟାସକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରଶଂସା କରିବା ସହ କହିଛନ୍ତି ଦେଶରେ କୌଣସି ନୂଆ ବିଚାରର କ୍ରିୟାନ୍ୱୟନରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଏକ ସଶକ୍ତ ପରମ୍ପରା ଅଛି । ଗୋଟିଏ ରାଷ୍ଟ୍ର – ଗୋଟିଏ ନିର୍ବାଚନ ସପକ୍ଷରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଏଭଳି ପ୍ରୟାସ ଅତ୍ୟନ୍ତ ପ୍ରଶଂସନୀୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଗୋଟିଏ ରାଷ୍ଟ୍ର- ଗୋଟିଏ ନିର୍ବାଚନ ଉପରେ ବମର୍ଶ ଆଜି କେବଳ ସଂସଦ ପର୍ଯ୍ୟନ୍ତ ନୁହେଁ ବରଂ ଜନମାନସର ଏକ ଅଭିଯାନ ବନାଯାଉଛି । ଅର୍ଥାତ୍ ଓ୍ୱାନ୍ ନେସନ, ଓ୍ୱାନ୍ ଇଲେକ୍ସନ ଜାତୀୟ ଆନ୍ଦୋଳନରେ ପରିଣତ ହୋଇଛି । ଆଜି ଆମେ ଦୌଡୁଛୁ, ଦେଶର ବିକାଶ ଏବଂ ଭବିଷ୍ୟତ ପାଇଁ । କିଛି ବି ବଡ ରାଜନୈତିକ ନିଷ୍ପତିକୁ ନିର୍ଣ୍ଣାୟକ ସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ନୀତି, ଯୋଜନା କରିବା ପାଇଁ ଜନଭାଗିଦାରୀ ଆବଶ୍ୟକ । ଆଜିର ସମୟ ହୋଇଛି, ଗଣତନ୍ତ୍ର ବ୍ୟବସ୍ଥାକୁ ସଶକ୍ତ କରିବା ଏବଂ ଗୋଟିଏ ରାଷ୍ଟ୍ର – ଗୋଟିଏ ନିର୍ବାଚନକୁ ଜନ ଅଭିଯାନ, ଜନସମ୍ବାଦ ଏବଂ ଜନ ଆନ୍ଦୋଳନରେ ପରିଣତ କରିବା ।
ନିର୍ବାଚନ ପ୍ରକ୍ରିୟାରେ ସଂସ୍କାର ଏବଂ ଓ୍ୱାନ ନେସନ ଓ୍ୱାନ ଇଲେକ୍ସନର ଲାଭ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଦିଗରେ ଏହା ଏକ ଜନ ଆନ୍ଦୋଳନ । ଏହି କାର୍ଯ୍ୟକ୍ରମ ସେହି ବିଚାରର ସାର୍ବଜନୀନ ପ୍ରତିଫଳନ – ଏହା କେବଳ ଏକ ଗଣଦୌଡ଼ ନୁହେଁ, ବରଂ ୨୦୪୭ ପର୍ଯ୍ୟନ୍ତ ଭାରତକୁ ଏକ ମଜଭୂତ୍ ଏବଂ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଏକ ସଂକଳ୍ପ ଯାତ୍ରା ଅଟେ । ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ ବିକଶିତ ଭାରତ କଳ୍ପନାର ଆଧାରଶୀଳା, ଯାହା ସଶକ୍ତ ଏବଂ ସ୍ଥିର ଭାରତ ପାଇଁ ନିର୍ଣ୍ଣାୟକ ସାବ୍ୟସ୍ତ ହେବ । ଏହି ଗଣଦୌଡ ରେ ଯୁବଶକ୍ତି ଅଧିକ ମାତ୍ରାରେ ଅଂଶଗ୍ରହଣ କରିଥିବାରୁ ଶ୍ରୀ ପ୍ରଧାନ ପ୍ରଶଂସା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ଦିଲ୍ଲୀର ଗୃହ, ଶିକ୍ଷା ଓ ତାଲିମ ମନ୍ତ୍ରୀ ଆଶିଷ ସୁଦ୍, ବିଜେପି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ସୁନୀଲ ବଂଶଲ ଓ ଦିଲ୍ଲୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରମୁଖ ସାମିଲ ହୋଇଥିଲେ।

Previous Post

ଦୁର୍ଘଟଣାରେ ଜୀବନ ହରାଇଥିଲେ ସ୍ବାମୀ: ପ୍ରଭାସିନୀ, ଦେବୀ ପାଇଲେ ନିଯୁକ୍ତି

Next Post

ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.