• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ

FNN WEB by FNN WEB
April 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ
0
SHARES
3
VIEWS

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜିଠାରୁ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥକାଠ ଅନୁକୁଳ ହୋଇଯାଇଛି। ଏଥିସହ ନୀତି ଓ ଚନ୍ଦନଯାତ୍ରା କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି। ଆଜି ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ମଧ୍ୟ ବଢାଯାଇଥିଲା।

ମଙ୍ଗଳ ଆରତୀ ପରେ ମଇଲମ, ଯାତ୍ରାଙ୍ଗୀ ମହାସ୍ନାନ, ଚନ୍ଦନବେଢା ଖଇକୋରା ଭୋଗ, ସର୍ବାଙ୍ଗ ବେଶ ସରି ଦକ୍ଷିଣ ଘର ଭୋଗ ପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି କରାଯିବାକୁ ସ୍ଥିର ହୋଇଥିଲା। ସେପଟେ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ହେବ। ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇରହିଛି। ପୁରୀ ଏସ୍‌ପି କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟ ଅବସରରେ ମହାପ୍ରଭୁଙ୍କ ରଥକାଠ ଅନୁକୂଳ ହୋଇଛି। ମହାପ୍ରଭୁଙ୍କ ରଥଯାତ୍ରା ଓ ଚନ୍ଦନଯାତ୍ରା କାର୍ଯ୍ୟ ସୁରୁଖୁରୁରେ ହେବ। ମହାପ୍ରଭୁଙ୍କ ଏହା ଏକ ବଡ଼ ଅନୁଭୂତି ରହିବ। ସୁରକ୍ଷା ବ୍ୟବସ୍ଥା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଇଛି।

ସୁଭଦ୍ରା ରଥର ବିଶ୍ବକର୍ମା କହିଛନ୍ତି, ପରଂପରା ଅନୁସାରେ ରୀତିନୀତି ଅନୁଷ୍ଠିତ ହୋଇଛି। ଗୁଣ୍ଡିଚା ପୂର୍ବରୁ ରଥ ନିର୍ମାଣ କାର୍ଯ୍ୟ ଶେଷ ହେବ। ମହାପ୍ରଭୁ ତାଙ୍କର କାମ ସୁରୁଖୁରୁରେ କରିବା ପାଇଁ ନିର୍ଦ୍ଦେଶ ଦେବେ।

Previous Post

ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

Next Post

୫୧ ଲକ୍ଷ ଚାଷୀଙ୍କୁ ୧୦୨୫ କୋଟି ଟଙ୍କାର ସିଏମ୍ କିଷାନ ରାଶି

FNN WEB

FNN WEB

Next Post
୫୧ ଲକ୍ଷ ଚାଷୀଙ୍କୁ ୧୦୨୫ କୋଟି ଟଙ୍କାର ସିଏମ୍ କିଷାନ ରାଶି

୫୧ ଲକ୍ଷ ଚାଷୀଙ୍କୁ ୧୦୨୫ କୋଟି ଟଙ୍କାର ସିଏମ୍ କିଷାନ ରାଶି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.