• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭାଠାରେ ବିପ୍ଳବୀ ଧରଣୀଧରଙ୍କ ଜୟନ୍ତୀ ପାଳିତ

FNN WEB by FNN WEB
May 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଧାନସଭାଠାରେ ବିପ୍ଳବୀ ଧରଣୀଧରଙ୍କ ଜୟନ୍ତୀ ପାଳିତ
0
SHARES
0
VIEWS

ଭୁବନେଶ୍ୱର : ବଣ ପାହାଡ଼ ଘେରା କେନ୍ଦୁଝର ଜିଲ୍ଲାରେ ମୂଳ ବାସିନ୍ଦା ଭାବେ କେଉଁ ପୁରାତନ କାଳରୁ ଭୂୟାଁ ସମ୍ପ୍ରଦାୟର ଜନଜାତିମାନେ ବାସ କରି ଆସୁଛନ୍ତି । ଭୂୟାଁ ଶବ୍ଦଟିର ମୂଳ ଅକ୍ଷର ଭୂ ଅର୍ଥାତ୍‌ ଭୂମି । ତେଣୁ ସେମାନେ ନିଜକୁ ଭୂମିପୁତ୍ର ଭାବେ ଦାବି କରିଥାଆନ୍ତି । ଭୂୟାଁ ସମ୍ପ୍ରଦାୟର ଲୋକମାନେ ଅତ୍ୟନ୍ତ ଶାନ୍ତ ଓ ସରଳ ସ୍ୱଭାବର । କିନ୍ତୁ ଯେତେବେଳେ ମାଟି ମା’ ଉପରେ ଶୋଷଣ ଓ କଷଣର ଭାର ବଢ଼ିଯାଏ ସେମାନଙ୍କ ମଧ୍ୟରେ ବିପ୍ଳବାତ୍ମକ ମନୋଭାବ ଜାଗି ଉଠେ । କେନ୍ଦୁଝର ଭୂୟାଁ ସମ୍ପ୍ରଦାୟର ଜନଜାତି ଅତୀତରେ ବହୁବାର ଅତ୍ୟାଚାରୀ ରାଜା ଓ ଇଂରେଜ ଶାସକଙ୍କ ବିରୁଦ୍ଧରେ ବିପ୍ଳବାତ୍ମକ ପନ୍ଥା ଗ୍ରହଣ କରିଛନ୍ତି, ଯାହାକି କଥିତ ଭାଷାରେ ‘ମେଳି’ ଭାବେ ଆଦୃତ । ସେ ସମସ୍ତ ମେଳି ମଧ୍ୟରୁ ୧୮୬୮ ମସିହାରେ ସଂଘଟିତ ହୋଇଥିବା ‘ରନିାମେଳି’ ଏବଂ ୧୮୯୧ ମସିହାରେ ହୋଇଥିବା ‘ଧରଣୀମେଳି’ ଓଡ଼ିଶା ଇତିହାସରେ ଲିପିବଦ୍ଧ । ଧରଣୀଧରଙ୍କ ନେତୃତ୍ୱରେ ରାଜତନ୍ତ୍ର ବିରୁଦ୍ଧରେ ହୋଇଥିବା ଏହି ବିପ୍ଳବ ଓଡ଼ିଶା ଇତିହାସରେ ଏକ ରୋମାଞ୍ଚକର ଅଧ୍ୟାୟ ।

୧୮୬୪ ମସିହା ମଇ ୫ ତାରିଖ ଦିନ କେନ୍ଦୁଝର ଗଡ଼ଜାତର ଏକ ଅଖ୍ୟାତପଲ୍ଲୀ କୁସୁମିତାର ଏକ ଭୂୟାଁ ପରିବାରରେ ଧରଣୀଧର ଜନ୍ମଗ୍ରହଣ କରିଥିଲେ। ବିପ୍ଳବୀ ଧରଣୀଧର ଅନ୍ୟାୟ ରାଜ ଶାସନ ଓ ଇଂରେଜ ଶାସକଙ୍କ ବିରୁଦ୍ଧରେ ଲଢ଼ି ପରାଭୂତ ହୋଇଥିଲେ ମାତ୍ର ତାଙ୍କର ଦୁଃସାହସିକ ସଂଗ୍ରାମ ଅତ୍ୟାଚାରୀମାନଙ୍କ ବିରୁଦ୍ଧରେ ଅବିରତ ଜାରି ରହିଥିଲା । ସେ ଥିଲେ ଜନମାନସର ନେତା । ବିର୍ସାମୁଣ୍ଡା, ରନିାନାୟକ, ଚକ୍ରା ବିଶୋଇ ପ୍ରମୁଖ ଆଦିବାସୀ ମୁକ୍ତିଯୋଦ୍ଧାଙ୍କର ସେ ଥିଲେ ଜଣେ ସମକକ୍ଷ ବିପ୍ଳବୀ । ଧରଣୀଧର ଏକ ଚିର ଅମର ଯୁଗପୁରୁଷ ଭାବରେ ଆମର ନିତ୍ୟ ସ୍ମରଣୀୟ । ଏହି ମହାନ୍‌ ବିପ୍ଳବୀଙ୍କର ମହତ୍‌ ଆଦର୍ଶ ଯୁଗେ ଯୁଗେ ଏ ଜାତିକୁ ପ୍ରେରଣା ଯୋଗାଉଥିବ, ଏହା ନିଃସନ୍ଦେହ ।

ଆଜି ଓଡ଼ିଶା ବିଧାନସଭାଠାରେ ବିପ୍ଳବୀ ଧରଣୀଧର ନାଏକ (ଭୂୟାଁ)ଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଗ୍ରାମ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ପୂର୍ବତନ ବିଧାୟକ ଶ୍ରୀ ପି୍ରୟଦର୍ଶୀ ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହ, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ରହି ବିପ୍ଳବୀ ଧରଣୀଧରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Previous Post

ଓୟୁଏଟିରେ ନିର୍ମାଣଧୀନ କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

Next Post

ଦିଘାଠାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ବାବଦରେ ତଦନ୍ତ ରିପୋର୍ଟ ପ୍ରଦାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.