• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦୁଗ୍ଧ-ଚାଷୀଙ୍କ ଜୀବନ-ଜୀବିକାକୁ ଅଧିକ ସୁରକ୍ଷିତ କରିଛି ଗୋ-ପାଳନ ଯୋଜନା

FNN WEB by FNN WEB
May 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ଦୁଗ୍ଧ-ଚାଷୀଙ୍କ ଜୀବନ-ଜୀବିକାକୁ ଅଧିକ ସୁରକ୍ଷିତ କରିଛି ଗୋ-ପାଳନ ଯୋଜନା
0
SHARES
3
VIEWS

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅନ୍ତର୍ଗତ ଗୋ-ପାଳନ ଯୋଜନାକୁ ମିଳିଛି ପ୍ରାରମ୍ଭିକ ସଫଳତା । ଗତ ତିନି ମାସ ମଧ୍ୟରେ ଏକ ହଜାରରୁ ଉର୍ଦ୍ଧ୍ଵ ଅଧିକ ଦୁଗ୍ଧ ଉତ୍ପାଦନକ୍ଷମ ଗାଈ ଗୋ-ପାଳନ ଯୋଜନାରେ ସାମିଲ ହୋଇଛନ୍ତି । ରାଜ୍ୟରେ ଦୁଗ୍ଧ ଉତ୍ପାଦନ କ୍ଷମତା ବୃଦ୍ଧି ପାଇଁ ଆନ୍ଧ୍ର-ପ୍ରଦେଶ, ଛତିଶଗଡ଼, ତାମିଲନାଡୁ ଆଦି ରାଜ୍ୟରୁ ଏହି ଗାଈ ଅଣାଯାଇଛି । ଫଳରେ ଦୁଗ୍ଧ-ଚାଷୀଙ୍କ ଜୀବନ-ଜୀବିକାକୁ ଗୋ-ପାଳନ ଯୋଜନା ଅଧିକ ସୁରକ୍ଷିତ ଓ ସଶକ୍ତ କରିଛି । ଆମ ରାଜ୍ୟରେ ଉନ୍ନତ ପ୍ରଜାତିର ଗୋ-ପାଳନ ପାଇଁ ମଧ୍ୟ ଏହା ସହାୟକ ହେବ ଓ ଅନ୍ୟମାନଙ୍କୁ ପ୍ରେରିତ କରିବ ।

ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା -୨୦୨୫ ଆୟୋଜନ ଅବସରରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଚାଷୀମାନଙ୍କୁ ଗୋ-ଆହେଡ୍ ଲେଟର୍ ବା କାର୍ଯାଦେଶ ପତ୍ର ପ୍ରଦାନ କରିଥିଲେ । ସରକାରୀ ସହାୟତା ପାଇ ଚାଷୀମାନେ ବାହାର ରାଜ୍ୟରୁ ଦୁଧିଆଳୀ ଗାଈ କ୍ରୟ କରିଛନ୍ତି । ଏବେ ଏହି ଉତ୍କୃଷ୍ଟମାନର ଦୁଧିଆଳୀ ଗାଈ ରାଜ୍ୟରେ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ଗେମ୍‌ଚେଞ୍ଜର୍‌ ଭାବେ ଉଭା ହୋଇଛି ।

ସୂଚନାଯୋଗ୍ୟ, କନ୍ଧମାଳ ଜିଲ୍ଲାରେ ଏହି ଗୋପାଳନ ଯୋଜନାରେ ପ୍ରଥମ କରି ତିନୋଟି ୟୁନିଟ ପ୍ରତିଷ୍ଠା ହୋଇଛି । ସମସ୍ତ ତିନି ଦୁଗ୍ଧ ଚାଷୀ ହେଉଛନ୍ତି ମହିଳା । ଏହି ସଫଳତା ମହିଳା ସଶକ୍ତୀକରଣ ଓ ଲିଙ୍ଗଗତ ସମାନତାକୁ ପ୍ରତିଫଳିତ କରୁଛି । ଗୋପାଳକଙ୍କ ଜୀବିକାକୁ ଅଧିକ ସଶକ୍ତ ଓ ସୁରକ୍ଷିତ କରିବା ନିମନ୍ତେ ରାଜ୍ୟ ସରକାର ଗୋ-ପାଳନ ଯୋଜନା ଆରମ୍ଭ କରିଛନ୍ତି । ଦୈନିକ ଅତି କମରେ ୧୦ ଲିଟରରୁ ଅଧିକ ଦୁଗ୍ଧ ଦେଉଥିବା ଗାଈ କ୍ରୟ କରିବା ନିମନ୍ତେ ରାଜ୍ୟ ସରକାର ୭୦ ପ୍ରତିଶତ ପର୍ଯନ୍ତ ସବସିଡି ପ୍ରଦାନ କରୁଛନ୍ତି । ସମ୍ପୂର୍ଣ୍ଣ ସ୍ଵଚ୍ଛତାର ସହ ଚାଷୀମାନେ ସେମାନଙ୍କର ପସନ୍ଦ ମୁତବକ ଗାଈ ବାହାର ରାଜ୍ୟରୁ କ୍ରୟ କରି ପାରୁଛନ୍ତି । ଏହି ଯୋଜନାରେ ଗାଈ କ୍ରୟ କରିବାର ୭-୧୦ ଦିନ ମଧ୍ୟରେ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସବସିଡି ପ୍ରଦାନ କରାଯାଇଥାଏ । ତେଣୁ ଅଧିକରୁ ଅଧିକ ଲୋକ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅନ୍ତର୍ଗତ ଗୋପାଳନ ଯୋଜନାରେ ସାମିଲ ହେବାକୁ ମତ ପ୍ରକାଶ ପାଉଛି ।

Previous Post

ରଇପୁରଠାରେ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀଙ୍କ ଜନ ଅଭିଯୋଗ ଶୁଣାଣି ଶିବିର

Next Post

କୃତ୍ରିମ ବୁଦ୍ଧିମତାର ପ୍ରୟୋଗରେ କୃଷକଙ୍କୁ ସମୟୋପଯୋଗୀ କୃଷି ସୂଚନା ପ୍ରଦାନ କରି ଉତ୍ପାଦନରେ ଅଭିବୃଦ୍ଧି ପାଇଁ ସରକାର ସର୍ବଦା ଚେଷ୍ଟିତ: ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂହଦେଓ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.