• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁରୀରେ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠା ନବୀନଙ୍କ ପରିକଳ୍ପନା ଥିଲା: ବିଜେଡି

FNN WEB by FNN WEB
May 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ପୁରୀରେ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠା ନବୀନଙ୍କ ପରିକଳ୍ପନା ଥିଲା: ବିଜେଡି
0
SHARES
0
VIEWS

ଭୁବନେଶ୍ୱର : ପୁରୀରେ ଏକ ଗ୍ରୀନଫିଲ୍ଡ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠା ପ୍ରସ୍ତାବକୁ କେନ୍ଦ୍ର ସରକାର ଗତ କାଲି ଅନୁମୋଦନ ଦେଇଥିବା ବେଳେ ଆଜି ବିଜୁ ଜନତା ଦଳ ତରଫରୁ ଏହି ବିମାନ ବନ୍ଦର ପ୍ରତିଷ୍ଠାର ଶ୍ରେୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଇଛି।

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ, ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ କହିଛନ୍ତି, ଶ୍ରୀକ୍ଷେତ୍ର ପୁରୀକୁ ବିଶ୍ୱର ପର୍ଯ୍ୟଟକ ମାନଙ୍କ ଆଗମନକୁ ସୁବ୍ୟବସ୍ଥିତ କରିବା ଲକ୍ଷ୍ୟରେ ପୁରୀଠାରେ ଏକ ଗ୍ରୀନଫିଲ୍ଡ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠାର ପରିକଳ୍ପନା ୨୦୨୧ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବୀନ ପଟ୍ଟନାୟକଙ୍କ ଦ୍ୱାରା ହୋଇଥିଲା। ସେହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଏହା ପରେ ୨୦୨୩ ମସିହାରେ ଏହି ପ୍ରକଳ୍ପର ସାଇଟ କ୍ଳିଅରାନ୍ସ ହୋଇଥିଲା। ୧୧୪୬ ଏକର ଜମିକୁ ପ୍ରକଳ୍ପ ଏରିଆ ଭାବେ ଚିହ୍ନଟ କରାଯାଇଥିବା ବେଳେ ୨୫୧ ଏକର ଜମି ଅଧିଗ୍ରହଣ କରାଯାଇଥିଲା।

ଏହା ଛଡା ଶ୍ରୀକ୍ଷେତ୍ର ପୁରୀର ସୌନ୍ଦର୍ଯ୍ୟକରଣକୁ ବିଶ୍ୱସ୍ତରୀୟ କରିବା ପାଇଁ ଶ୍ରୀମନ୍ଦିରକୁ ଐତିହ୍ୟ କରିଡ଼ର ନିର୍ମାଣ ଠାରୁ ଆରମ୍ଭ କରି ବ୍ଲୁଫ୍ଲାଗ ବିଚ ନିର୍ମାଣ ଓ ସ୍ୱର୍ଗଦ୍ୱାରର ନବୀକରଣ ଇତ୍ୟାଦି କାର୍ଯ୍ୟ କରିବା ସହିତ ଏକ ଗ୍ରୀନଫି୍‌ଲଡ଼ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠାର ପରିକଳ୍ପନା କରିଥିଲେ।

ନବୀନ ବାବୁ ମୋତେ ରାଜ୍ୟସଭା ସଂସଦ ଭାବେ ମନୋନୀତ କରିବା ପରେ, ପୁରୀ ଠାରେ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠା ପାଇଁ ମୁଁ ସଂସଦରେ ବାରମ୍ୱାର ଏହି ପ୍ରସଙ୍ଗ ଉଠାଇବା ସହିତ ଏହାର ଆବଶ୍ୟକତା ଉପରେ ଦୃଢ଼ ଯୁକ୍ତି ଉପସ୍ଥାପନ କରିଥିଲି। କେନ୍ଦ୍ର ସରକାର, ଏହି ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଅନୁମୋଦନ ଦେବା ପରେ, ନବୀନ ବାବୁଙ୍କ ପରିକଳ୍ପନା ଆଜି ରୂପ ନେବାକୁ ଯାଉଛି। ତେଣୁ, ପୁରୀଠାରେ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠାର ଶ୍ରେୟ ମୁଁ ମୋର ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଉଛି ବୋଲି ଶ୍ରୀ ଖୁଣ୍ଟିଆ କହିଥିଲେ।

Previous Post

ଦେଶବ୍ୟାପୀ ହେବ ମକ୍ ଡ୍ରିଲ୍: କ’ଣ କରିବେ ଓ କ’ଣ କରିବେନି

Next Post

ତାଳଚେରରେ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୀଡିତାଙ୍କ ପରିବାରକୁ ଭେଟିଲା ବିଜେଡି ଟିମ୍

FNN WEB

FNN WEB

Next Post
ତାଳଚେରରେ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୀଡିତାଙ୍କ ପରିବାରକୁ ଭେଟିଲା ବିଜେଡି ଟିମ୍

ତାଳଚେରରେ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୀଡିତାଙ୍କ ପରିବାରକୁ ଭେଟିଲା ବିଜେଡି ଟିମ୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.