• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୨୨ ନକ୍ସଲ ନିହତ

FNN WEB by FNN WEB
May 7, 2025
in ଓଡ଼ିଶା, ମୁଖ୍ୟ ଖବର
0
ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୨୨ ନକ୍ସଲ ନିହତ
0
SHARES
0
VIEWS

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାନ୍ତବର୍ତ୍ତିୀ କାରେଗଟ୍ଟା ଜଂଗଲରେ ଗତ ୧୬ ଦିନ ହେବ ମାଓ ଅପେରସନ ଜୋରଦାର ଚାଲିଛି। ତେବେ ଗତକାଲି ରାତିଠାରୁ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଏହି ଗୁଳିବିନିମୟରେ ୨୨ ଜଣ ନକ୍ସଲ ନିହତ ହୋଇଥିବା ଖବର ମିଳିଛି। କିନ୍ତୁ କୌଣସି ପୁଲିସ ଅଧିକାରୀ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ନକ୍ସଲ ନିହତ ହୋଇଛନ୍ତି କହୁ ନାହାନ୍ତି। ସନ୍ଧ୍ୟା ସୁଦ୍ଧା ସମସ୍ତ ରିପୋର୍ଟ ମିଳିବ ବୋଲି ପୁଲିସ କହୁଛି। ମାଓ ଦମନରେ ନିର୍ଣ୍ଣାୟକ ମୋଡ଼ରେ ଯବାନ। ନକ୍ସଲଙ୍କୁ ଆଉ ନିସ୍ତାର ନାହିଁ। ନକ୍ସଲ ମରିବେ ନଚେତ ଆତ୍ମସମର୍ପଣ କରିବେ ବୋଲି କୁହାଯାଇଛି। ଛତିଶଗଡ଼ ସରକାରଙ୍କ ସମେତ ପୁଲିସ ବିଭାଗର ଏବଂ ସିଆରପିଏଫର ଉଚ୍ଚ ପଦାଧିକାରୀମାନେ ଏହି ଘଟଣା ଉପରେ ନଜର ରଖିଥିବା କହିଛନ୍ତି। ଗତ କିଛି ଦିନ ମଧ୍ୟରେ କାରେଗଟ୍ଟା ଜଂଗଲରୁ ୨୫୦ଟି ଲ୍ୟାଣ୍ଡମାଇନ ଉଦ୍ଧାର କରାଯାଇଛି। ସମ୍ପୂର୍ଣ୍ଣ ନକ୍ସଲ ଦମନ ହେଲେ ହିଁ ସୁରକ୍ଷାକର୍ମୀ ଶାନ୍ତିରେ ବସିବେ ବୋଲି କୁହାଯାଇଛି।

ମାଓ ଦମନରେ ନିର୍ଣ୍ଣାୟକ ମୋଡ଼ରେ ଯବାନ। ନକ୍ସଲଙ୍କୁ ଆଉ ନିସ୍ତାର ନାହିଁ। ନକ୍ସଲ ମରିବେ ନଚେତ ଆତ୍ମସମର୍ପଣ କରିବେ ବୋଲି କୁହାଯାଇଛି। ଛତିଶଗଡ଼ ସରକାରଙ୍କ ସମେତ ପୁଲିସ ବିଭାଗର ଏବଂ ସିଆରପିଏଫର ଉଚ୍ଚ ପଦାଧିକାରୀମାନେ ଏହି ଘଟଣା ଉପରେ ନଜର ରଖିଥିବା କହିଛନ୍ତି। ଗତ କିଛି ଦିନ ମଧ୍ୟରେ କାରେଗଟ୍ଟା ଜଂଗଲରୁ ୨୫୦ଟି ଲ୍ୟାଣ୍ଡମାଇନ ଉଦ୍ଧାର କରାଯାଇଛି। ସମ୍ପୂର୍ଣ୍ଣ ନକ୍ସଲ ଦମନ ହେଲେ ହିଁ ସୁରକ୍ଷାକର୍ମୀ ଶାନ୍ତିରେ ବସିବେ ବୋଲି କୁହାଯାଇଛି।

Previous Post

ରାଜ୍ୟର ୧୨ଟି ସ୍ଥାନରେ ଆତ୍ମରକ୍ଷା କୌଶଳ ଶିଖାଇଲେ ସିଭିଲ ‌ଡିଫେନ୍ସ କର୍ମୀ

Next Post

କଲେଜ୍‌ରେ ଖୋଲିବ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ

FNN WEB

FNN WEB

Next Post
କଲେଜ୍‌ରେ ଖୋଲିବ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ

କଲେଜ୍‌ରେ ଖୋଲିବ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

January 22, 2025
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରେସନ ସିନ୍ଦୂରରେ ଜୈଶ ମୁଖିଆ ମସୁଦର ବଂଶ ନିପାତ!

ଅପରେସନ ସିନ୍ଦୂରରେ ଜୈଶ ମୁଖିଆ ମସୁଦର ବଂଶ ନିପାତ!

May 7, 2025
ମାଟିରେ ମିଶିଲା ପାକିସ୍ତାନ ଓ ପିଓକେର ୯ ଆତଙ୍କୀ ଆଡ୍ଡା

ମାଟିରେ ମିଶିଲା ପାକିସ୍ତାନ ଓ ପିଓକେର ୯ ଆତଙ୍କୀ ଆଡ୍ଡା

May 7, 2025
ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀ ସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବୈଠକ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦେଶକ ବି ସାମିଲ

ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀ ସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବୈଠକ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦେଶକ ବି ସାମିଲ

May 7, 2025
କଲେଜ୍‌ରେ ଖୋଲିବ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ

କଲେଜ୍‌ରେ ଖୋଲିବ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ

May 7, 2025

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରେସନ ସିନ୍ଦୂରରେ ଜୈଶ ମୁଖିଆ ମସୁଦର ବଂଶ ନିପାତ!

ଅପରେସନ ସିନ୍ଦୂରରେ ଜୈଶ ମୁଖିଆ ମସୁଦର ବଂଶ ନିପାତ!

May 7, 2025
ମାଟିରେ ମିଶିଲା ପାକିସ୍ତାନ ଓ ପିଓକେର ୯ ଆତଙ୍କୀ ଆଡ୍ଡା

ମାଟିରେ ମିଶିଲା ପାକିସ୍ତାନ ଓ ପିଓକେର ୯ ଆତଙ୍କୀ ଆଡ୍ଡା

May 7, 2025
  • About
  • Advertise
  • Privacy & Policy
  • Contact

© 2024 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2024 fast news network.