• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପାକିସ୍ତାନର ଆକ୍ରମଣ ଉଦ୍ୟମ ପଣ୍ଡ କଲା ଭାରତ

FNN WEB by FNN WEB
May 8, 2025
in ଓଡ଼ିଶା, ଜାତୀୟ, ମୁଖ୍ୟ ଖବର
0
ପାକିସ୍ତାନର ଆକ୍ରମଣ ଉଦ୍ୟମ ପଣ୍ଡ କଲା ଭାରତ
0
SHARES
4
VIEWS


ନୂଆଦିଲ୍ଲୀ : ଭାରତର “ଅପରେସନ୍ ସିନ୍ଦୂର” ପରେ ଛାନିଆ ହୋଇ ବିଳିବିଳାଉଛି ପାକିସ୍ତାନ । ଗୋଟିଏ ପଟେ ପାକିସ୍ତାନରେ ଅନେକ ଗୁଡିଏ ଆତଙ୍କବାଦୀ ଶିବିର ଧ୍ବସ୍ତବିଧ୍ବସ୍ତ ହୋଇଯାଇଥିବା ବେଳେ ପାକିସ୍ତାନର ଦମ୍ଭ କିନ୍ତୁ କମୁନି । ଆକ୍ରମଣର ଗୋଟିଏ ଦିନ ପରେ ନିଜ ଅସଲ ରୂପକୁ ଫେରିଛି ପାକିସ୍ତାନ । ଭାରତଠୁ ପ୍ରତିଶୋଧ ନେବା ପାଇଁ ରାତି ଅଧରେ ଭାରତ ଉପରେ ଆକ୍ରମଣ କରିଥିଲା ପାକିସ୍ତାନ । କିନ୍ତୁ ଭାରତ ଆଗରେ ଫେଲ୍ ମାରିଥିଲା ପାକିସ୍ତାନର ଚାଲାକି । ପାକିସ୍ତାନର କ୍ଷେପଣାସ୍ତ୍ର ଧ୍ବଂସ କରି ମାଟିରେ ମିଶାଇଦେଇଛି ଭାରତର ସୁଦର୍ଶନ ଚକ୍ର ।

ଅପରେସନ ସିନ୍ଦୂର ପରେ, ପାକିସ୍ତାନ ଟାର୍ଗେଟରେ ଥିଲା ଭାରତର ୧୫ଟି ସହର । ଆକ୍ରମଣ ପାଇଁ ଡ୍ରୋନ ଏବଂ ମିସାଇଲ ବ୍ୟବହାର କରିଥିଲା ପାକ୍। କିନ୍ତୁ ପାକିସ୍ତାନ ଭାରତର ୧୫ଟି ପ୍ରମୁଖ ସୈନ୍ୟ ଠିକଣା ଉପରେ ଆକ୍ରମଣ କରିବା ଚେଷ୍ଟାକୁ ବିଫଳ କରିଛି ଭାରତୀୟ ଏୟାର ଡିଫେନ୍ସ ସିଷ୍ଟମ । ପ୍ରକୃତରେ, ସିନ୍ଦୂର ଅପରେସନ୍ ଦିନ ପାକିସ୍ତାନ ଭାରତର ୧୫ଟି ସହରକୁ ଟାର୍ଗେଟ କରିଥିଲା। କିନ୍ତୁ, ଭାରତୀୟ ସେନାର ସତର୍କତା ଯୋଗୁଁ, ପାକିସ୍ତାନକୁ ପରାଜୟର ସାମ୍ନା କରିବାକୁ ପଡିଲା । ଭାରତୀୟ ସେନା ରୁଷିଆର S-400 ସହାୟତାରେ ସେମାନଙ୍କର ସମସ୍ତ କ୍ଷେପଣାସ୍ତ୍ରକୁ ନଷ୍ଟ କରିଦେଇଛି ।

ଭାରତୀୟ ଅଧିକାରୀଙ୍କ ଅନୁସାରେ, ପାକିସ୍ତାନ ସୈନ୍ୟ ମେ ୭ ରାତିରେ ଉତ୍ତର ଏବଂ ପଶ୍ଚିମ ଭାରତର ଅବନ୍ତିପୁରା, ଶ୍ରୀନଗର, ଜମ୍ମୁ, ପଠାନକୋଟ, ଅମୃତସର, କପୁରଥଲା, ଜଳନ୍ଧର, ଲୁଧିଆନା, ଆଦମପୁର, ବଥିଣ୍ଡା, ଚଣ୍ଡିଗଡ଼, ଫାଲୋଡି, ଉତ୍ତରଲାଇ ଏବଂ ଭୁଜ ସମେତ ଅନେକ ସାମରିକ ଘାଟି ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା । କିନ୍ତୁ ଭାରତୀୟ ସେନା ଅତ୍ୟାଧୁନିକ ଏୟାର ଡିଫେନ୍ସ ସିଷ୍ଟମ ଯେଉଁଥିରେ ରୁଷିଆର S-400, ବରାକ-୮ ଏବଂ ଆକାଶ ମିସାଇଲ ସିଷ୍ଟମ ସହାୟତାରେ ଏହି ଆକ୍ରମଣଗୁଡ଼ିକୁ ସଫଳତାର ସହ ଖସାଇ ଦେଇଛି । ଏହି ଆକ୍ରମଣର ଭଗ୍ନାବଶେଷ ଏବେ ଅନେକ ସ୍ଥାନରୁ ଉଦ୍ଧାର କରାଯାଉଛି ଯାହା ପାକିସ୍ତାନୀ ଆକ୍ରମଣକୁ ପ୍ରମାଣିତ କରୁଛି ।

ଭାରତୀୟ ସେନା S-400 ଅର୍ଥାତ୍ ସୁଦର୍ଶନ ଚକ୍ର କ୍ଷେପଣାସ୍ତ୍ର ସହାୟତାରେ, ସେମାନଙ୍କର ସମସ୍ତ କ୍ଷେପଣାସ୍ତ୍ରକୁ ନଷ୍ଟ କରିଦେଇଛି । ପରଦିନ ସକାଳେ ସୀମାବର୍ତ୍ତୀ ଅଞ୍ଚଳରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନର ଭଗ୍ନାବଶେଷ ଦେଖାଯାଇଥିଲା। ଏହା ପରେ, ସେନା ଏକ ବିବୃତ୍ତି ଜାରି କରି କହିଛି ଯେ ପାକିସ୍ତାନୀ ସେନା ଭାରତ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। କିନ୍ତୁ ଭାରତ S-400 ବାୟୁ ପ୍ରତିରକ୍ଷା କ୍ଷେପଣାସ୍ତ୍ର ପ୍ରଣାଳୀ ସାହାଯ୍ୟରେ ସେମାନଙ୍କର ସମସ୍ତ ଆକ୍ରମଣକୁ ବିଫଳ କରିଦେଇଛି ।

S-400 କ୍ଷେପଣାସ୍ତ୍ର ଭାରତ ରୁଷଠାରୁ କିଣିଥିଲା। ଭାରତ ବାୟୁ ସୁରକ୍ଷାକୁ ସୁଦୃଢ଼ ​​କରିବା ପାଇଁ ଏହାକୁ କିଣିଥିଲା। ଭାରତ ଏହାକୁ “ସୁଦର୍ଶନ ଚକ୍ର” ନାମ ଦେଇଛି ଯାହା ଏହାର ଶକ୍ତିଶାଳୀ ଏବଂ ଅଭେଦ୍ୟ ପ୍ରକୃତିକୁ ପ୍ରତିଫଳିତ କରେ। ଆନୁଷ୍ଠାନିକ ଭାବରେ ଏହା ରୁଷିଆର S-400 ଟ୍ରାୟମ୍ଫ। ଏହି ସିଷ୍ଟମକୁ ୧୯୯୦ ଦଶକରେ ରୁଷିଆର ଆଲମାଜ୍ ସେଣ୍ଟ୍ରାଲ୍ ଡିଜାଇନ୍ ବ୍ୟୁରୋ ଦ୍ୱାରା ବିକଶିତ କରାଯାଇଥିଲା। ୨୦୦୭ ମସିହାରୁ ରୁଷ ସେନାରେ ନିୟୋଜିତ ଅଛି। ଭାରତ ଏହାକୁ ୨୦୧୮ ମସିହାରେ ୫.୪୩ ବିଲିୟନ ଡଲାର (ପ୍ରାୟ ୩୫,୦୦୦ କୋଟି ଟଙ୍କା) ର ଏକ ଚୁକ୍ତି ଅଧୀନରେ ରୁଷଠାରୁ କିଣିଥିଲା।

Previous Post

‘ଭାରତ ଉପରେ ଯେ କୌଣସି ଆକ୍ରମଣର ଜବାବ ଦିଆଯିବ’

Next Post

ଛାନିଆ ପାକିସ୍ତାନ: ଭାରତର ଡ୍ରୋନ୍ ଆଟାକ୍

FNN WEB

FNN WEB

Next Post
ଛାନିଆ ପାକିସ୍ତାନ: ଭାରତର ଡ୍ରୋନ୍ ଆଟାକ୍

ଛାନିଆ ପାକିସ୍ତାନ: ଭାରତର ଡ୍ରୋନ୍ ଆଟାକ୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.