• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭାଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ

FNN WEB by FNN WEB
May 12, 2025
in ଓଡ଼ିଶା
0
ବିଧାନସଭାଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ
0
SHARES
2
VIEWS

ଭୁବନେଶ୍ୱର : ଶହେ ବର୍ଷ ତଳେ ବିଲୁପ୍ତପ୍ରାୟ ସାନ୍ତାଳୀ ଭାଷା ଆଜି ବିଶ୍ୱ ଦରବାରରେ ଗୌରବର ସହ ଦଣ୍ଡାୟମାନ । ଏହି ଭାଷାକୁ ମୃତୁ୍ୟ ସଞ୍ଜିବନୀ ପ୍ରଦାନ କରିଛନ୍ତି ଗୁରୁ ଗୋମ୍‌କେ ପଣ୍ଡିତ ରଘୁନାଥ ମୁର୍ମୁ । ୧୯୦୫ ମସିହା ବୈଶାଖ ପୂର୍ଣ୍ଣିମା ତିଥିରେ ଜନ୍ମିତ ଗୁରୁ ଗୋମ୍‌କେ ପଣ୍ଡିତ ରଘୁନାଥ ମୁର୍ମୁଙ୍କର ଆଜି ୧୨୦ତମ ଜୟନ୍ତୀ । ମୟୂରଭଞ୍ଜ ଜିଲ୍ଲା ବାମନଘାଟି ଉପଖଣ୍ଡ ରାଇରଙ୍ଗପୁର ନିକଟସ୍ଥ ଡାହାରଡିହି ଗ୍ରାମରେ ପିତା ନନ୍ଦଲାଲ ମୁର୍ମୁ ଓ ମାତା ସଲମା ମୁର୍ମୁଙ୍କ କୋଳରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ । ସେ ଗହ୍ମାରିଆ ୟୁପି ସ୍କୁଲରେ ପ୍ରାଥମିକ ଶିକ୍ଷା ଆରମ୍ଭ କରିବାବେଳେ ଓଡ଼ିଆ ଭାଷା ବୁଝିବାରେ ଅସହାୟତା ଯୋଗୁଁ ତାଙ୍କ ମନରେ ସାନ୍ତାଳୀ ଭାଷାରେ ଶିକ୍ଷାର ଆବଶ୍ୟକତା ନେଇ ଭାବନା ଉଦ୍ରେକ ହୋଇଥିଲା । ୧୯୨୪-୨୫ରେ ବାରିପଦା ହାଇସ୍କୁଲରେ ପଢ଼ିବା ସମୟରେ ସେ ସାନ୍ତାଳୀ ଭାଷା ପାଇଁ ସ୍ୱତନ୍ତ୍ର ଲିପି ‘ଅଲ୍‌ଚିକି’ ଉଦ୍ଭାବନ କରିଥିଲେ । ଆଜି ସାନ୍ତାଳୀ ଭାଷା ପୁନର୍ଜୀବନ ପାଇଛି ଓ ସାନ୍ତାଳୀ ଶିକ୍ଷା ଏକ ବିପ୍ଳବର ରୂପ ନେଇଛି । ଆଜି ‘ଅଲ୍‌ଚିକି’ ଲିପି ୧୦୦ ବର୍ଷରେ ପଦାର୍ପଣ କରିଥିବାବେଳେ ଭାରତର ବହୁବର୍ଣ୍ଣ ଭାଷା-ସାହିତ୍ୟ ଜଗତରେ ଏହାର ଜନକ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନାମ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ।

ଆଜି ଓଡ଼ିଶା ବିଧାନସଭାଠାରେ ଗୁରୁ ଗୋମ୍‌କେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ଏକାମ୍ର-ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ, ପୂର୍ବତନ ବିଧାୟକ ଶ୍ରୀ ପିୟଦର୍ଶୀ ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଦେବପ୍ରସାଦ ଦାଶ, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଏସ୍‌ପି, ନିରାପତ୍ତା ଅଧିକାରୀ ଶ୍ରୀ ଗୋପାଳ ବେହେରା, ଯୁଗ୍ମ ସଚିବ ଶ୍ରୀ ବିଦ୍ୟାଧର ମାଝୀ, ଉପସଚିବ ଶ୍ରୀ ଆଶିଷ ରଞ୍ଜନ ଖୁଣ୍ଟିଆଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

Previous Post

ସାମୁଦାୟିକ ସହଯୋଗ ସୁରକ୍ଷିତ ସହର ତିଆରିରେ ଗୁରୁତ୍ଵପୂର୍ଣ୍ଣ

Next Post

ଭାରତର ଲଢେଇ କେବଳ ଆତଙ୍କବାଦୀଙ୍କ ବିରୋଧରେ

FNN WEB

FNN WEB

Next Post
ଭାରତର ଲଢେଇ କେବଳ ଆତଙ୍କବାଦୀଙ୍କ ବିରୋଧରେ

ଭାରତର ଲଢେଇ କେବଳ ଆତଙ୍କବାଦୀଙ୍କ ବିରୋଧରେ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.