• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପିପିଲି ନାବାଳିକା ଦୁଷ୍କର୍ମ ଘଟଣା : ପୁରୀ ଏସ୍‌ପିଙ୍କୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

FNN WEB by FNN WEB
May 14, 2025
in ଓଡ଼ିଶା, ମୁଖ୍ୟ ଖବର
0
ପିପିଲି ନାବାଳିକା ଦୁଷ୍କର୍ମ ଘଟଣା : ପୁରୀ ଏସ୍‌ପିଙ୍କୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌
0
SHARES
14
VIEWS

ଭୁବନେଶ୍ୱର: ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ପୁରୀ ଜିଲ୍ଲାର ଏସ୍‌ପିଙ୍କୁ ଭେଟି ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୀଡିତାକୁ ଉପଯୁକ୍ତ ନ୍ୟାୟ ପ୍ରଦାନ ପାଇଁ ଦୃଢ଼ ଦାବି ଜଣାଇଛନ୍ତି। ପ୍ରତିନିଧି ମଣ୍ଡଳୀ ପୀଡ଼ିତାଙ୍କ ପରିବାରକୁ ଭେଟି ତାଙ୍କୁ ସାନ୍ତ୍ୱନା ଦେବା ସହିତ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ବିଜୁ ଜନତା ଦଳ ତାଙ୍କ ସହିତ ରହିଛି ବୋଲି କହିଥିଲେ।

ରାଜ୍ୟରେ ଦୁଷ୍କର୍ମ ଘଟଣା ଅହେତୁକ ଭାବେ ବୃଦ୍ଧି ପାଉଥିବାରୁ, ବିଜୁ ଜନତା ଦଳ ତରଫରୁ ଦୁଷ୍କର୍ମ ପୀଡିତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ସ୍ୱର ଉତ୍ତୋଳନ କରିଆସୁଛି। ଏହି ପରିପ୍ରେକ୍ଷୀରେ, ଦୁଇ ଦିନ ତଳେ ଲୋକଲୋଚନକୁ ଆସିଥିବା ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଆଜି ପ୍ରଥମେ ପୀଡ଼ିତାଙ୍କ ପରିବାରକୁ ଭେଟି ତାଙ୍କୁ ସମବେଦନା ଜଣାଇଥିଲେ। ପରେ ଏହି ପ୍ରତିନିଧି ମଣ୍ଡଳୀର ସଦସ୍ୟମାନେ ପୁରୀ ଏସ୍‌ପି ଶ୍ରୀ ବିନିତ ଅଗ୍ରୱାଲଙ୍କୁ ଭେଟି ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବିରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହି ମାମଲାରେ ଏକ ଫେରିବାଲାର ସମ୍ପୃକ୍ତି ରହିଥିବାରୁ, ଫେରିବାଲା ମାନଙ୍କ ପଞ୍ଜିକରଣ ବ୍ୟବସ୍ଥା ସହିତ ପୋଲିସ ପାଟ୍ରୋଲିଂ କଡ଼ାକଡି ବ୍ୟବସ୍ଥା କରିବା ପାଇଁ ଦଳ ତରଫରୁ ସ୍ମାରକପତ୍ରରେ ଦାବି କରାଯାଇଛି।

ବିଜୁ ଜନତା ଦଳର ଏହି ପ୍ରତିନିଧି ମଣ୍ଡଳୀରେ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ପୂର୍ବତନ ସାଂସଦ ଶ୍ରୀମତୀ ଶର୍ମିଷ୍ଠା ସେଠୀ, ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ର, ସୋଫିଆ ଆଲମ, ଶ୍ରୀମତୀ ଭାରତୀ ସିଂହ ଇତ୍ୟାଦି ସାମିଲ ଥିବାବେଳେ ତାଙ୍କ ସହିତ ପୂର୍ବତନ ବିଧାୟକ ତଥା ପୁରୀ ଜିଲ୍ଲା ବିଜେଡି ସଭାପତି ଶ୍ରୀ ଉମାକାନ୍ତ ସାମନ୍ତରାୟ, ରାଜ୍ୟସଭା ସାଂସଦ ଶ୍ରୀ ସୁଭାଶିଷ ଖୁଣ୍ଟିଆ, ପିପିଲିର ପୂର୍ବତନ ବିଧାୟକ ଶ୍ରୀ ରୁଦ୍ର ପ୍ରତାପ ମହାରଥୀ ଉପସ୍ଥିତ ଥିଲେ।

Previous Post

୨୧ଦିନର ଅପରେସନ ସାରି ଫେରିଲେ ଯବାନ: ନିପାତ ହେଲେ ୩୧ ମାଓବାଦୀ

Next Post

ଆରମ୍ଭ ହେଲା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କ୍ଷେତ୍ର ଅଧିକାରୀଙ୍କ ଦୁଇଦିନିଆ କର୍ମଶାଳା

FNN WEB

FNN WEB

Next Post
ଆରମ୍ଭ ହେଲା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କ୍ଷେତ୍ର ଅଧିକାରୀଙ୍କ ଦୁଇଦିନିଆ କର୍ମଶାଳା

ଆରମ୍ଭ ହେଲା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କ୍ଷେତ୍ର ଅଧିକାରୀଙ୍କ ଦୁଇଦିନିଆ କର୍ମଶାଳା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.