• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଇଭି ଷ୍ଟେସନ ନିର୍ମାଣ ପାଇଁ ରାଜ୍ୟର ଭିତ୍ତିଭୂମିକୁ ସୁଦୃଢ କରାଯାଉଛି: ଉପମୁଖ୍ୟମନ୍ତ୍ରୀ

FNN WEB by FNN WEB
May 14, 2025
in ଓଡ଼ିଶା, ମୁଖ୍ୟ ଖବର
0
ଇଭି ଷ୍ଟେସନ ନିର୍ମାଣ ପାଇଁ ରାଜ୍ୟର ଭିତ୍ତିଭୂମିକୁ ସୁଦୃଢ କରାଯାଉଛି: ଉପମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଭୁବନେଶ୍ଵର : ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ଆଜି ଅକ୍ଷୟ ଶକ୍ତି କ୍ଷେତ୍ରରେ ଏକ ଅଗ୍ରଣୀ ଦେଶ ଭାବେ ପରିଗଣିତ ହୋଇପାରିଛି l ଏଥିରେ ଓଡ଼ିଶାର ମଧ୍ୟ ଯୋଗଦାନ କିଛି କମ୍ ନୁହେଁ l ବିକଶିତ ଓଡ଼ିଶା ଲକ୍ଷ୍ୟରେ ଅଗ୍ରସର ହେବାକୁ ହେଲେ ପ୍ରଥମେ ଆମକୁ ସବୁଜ ଶକ୍ତି ବା ଅକ୍ଷୟ ଶକ୍ତିର ବ୍ୟବହାରରେ ବୃଦ୍ଧି କରିବାକୁ ହେବ l ପିଏମ୍ ସୂର୍ଯ୍ୟଘର ଯୋଜନା ଅଧୀନରେ ସବସିଡ଼ି ଜରିଆରେ ଛାତ ଉପରେ ସୋଲାର ପ୍ୟାନେଲ ଲଗାଇବା ସହିତ ସାରା ଓଡ଼ିଶାରେ ବିଦ୍ୟୁତ ଚାଳିତ ଯାନର ଚାର୍ଜିଂ ପାଇଁ ଇଭି ଷ୍ଟେସନ ନିର୍ମାଣ ପାଇଁ ଭିତ୍ତିଭୂମିକୁ ସୁଦୃଢ କରାଯାଉଛି l ଏଥିପାଇଁ ଓଡ଼ିଶା ଇଭି ପଲିସି ଖୁବଶୀଘ୍ର ଅଣାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ମତପ୍ରକାଶ କରିଛନ୍ତି l

ଏହି ପରିପ୍ରେକ୍ଷିରେ ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କୁ ସର୍ଭୋଟେକ ନାମକ ସଂସ୍ଥା ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ସୌରଚାଳିତ ବିଦ୍ୟୁତ ଉତ୍ପାଦନ ଏବଂ ରାଜ୍ୟରେ ଇଭି ଷ୍ଟେସନ ନିର୍ମାଣ ବିଷୟରେ ଏକ ଉପସ୍ଥାପନା ପ୍ରଦର୍ଶନ କରିଥିଲେ l ଓଡ଼ିଶାର ବିଦ୍ୟୁତ ଭିତ୍ତିଭୂମି ଖୁବ ସୁଦୃଢ ଅଛି l ଦେଶର ପ୍ରମୁଖ ୧୦ ଟି ବିଦ୍ୟୁତ ଡିଷ୍ଟ୍ରିବ୍ୟୁସନ କମ୍ପାନୀ ମଧ୍ୟରେ ଓଡ଼ିଶାର ତିନୋଟି ଡିଷ୍ଟ୍ରିବ୍ୟୁସନ କମ୍ପାନୀ ସ୍ଥାନ ଅଧିକାର କରିଛନ୍ତି l ଏତଦବ୍ୟତୀତ ଓଡ଼ିଶାର ବିଦ୍ୟୁତ ପରିଚାଳନା ମଡେଲକୁ ଆପଣେଇବା ପାଇଁ ଉତ୍ତରପ୍ରଦେଶ ରାଜ୍ୟ ମଧ୍ୟ ଆଗ୍ରହ ପ୍ରକାଶ କରି ପ୍ରତିନିଧିଙ୍କୁ କ୍ଷେତ୍ର ପରିଦର୍ଶନରେ ପଠାଇଥିଲେ l

ଏହି ସମନ୍ଵିତ ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ଵତ କୁମାର ମିଶ୍ର, ଗ୍ରିଡକୋ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ତ୍ରିଲୋଚନ ପଣ୍ଡା, ସର୍ଭୋଟେକ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ରମଣ ଭାଟିଆ, ଶ୍ରୀ ନୀତିନ ପେରେଇରା, ଶକ୍ତି ବିଭାଗ ଗ୍ରିଡକୋ,ଟାଟା ପାୱାରର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ l

Previous Post

ଆରମ୍ଭ ହେଲା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କ୍ଷେତ୍ର ଅଧିକାରୀଙ୍କ ଦୁଇଦିନିଆ କର୍ମଶାଳା

Next Post

ଅପରେସନ୍‍ ସିନ୍ଦୁର’ର ସଫଳତାରେ ତ୍ରିରଙ୍ଗା ଯାତ୍ରା

FNN WEB

FNN WEB

Next Post
ଅପରେସନ୍‍ ସିନ୍ଦୁର’ର ସଫଳତାରେ ତ୍ରିରଙ୍ଗା ଯାତ୍ରା

ଅପରେସନ୍‍ ସିନ୍ଦୁର’ର ସଫଳତାରେ ତ୍ରିରଙ୍ଗା ଯାତ୍ରା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.