• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଉପର ଲାନ୍ଥ ଓ ଲୋୟର ଇନ୍ଦ୍ରା ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ ଅନୁଷ୍ଠିତ

FNN WEB by FNN WEB
May 15, 2025
in ଓଡ଼ିଶା, ମୁଖ୍ୟ ଖବର
0
ଉପର ଲାନ୍ଥ ଓ ଲୋୟର ଇନ୍ଦ୍ରା ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ ଅନୁଷ୍ଠିତ
0
SHARES
1
VIEWS

ଭୁବନେଶ୍ୱର : ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଉପର ଲାନ୍ଥ ଓ ଲୋୟର ଇନ୍ଦ୍ରା ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ମଧ୍ୟ ଉପସ୍ଥିତ ଥିଲେ । ଉପର ଲାନ୍ଥ ଓ ଲୋୟର ଇନ୍ଦ୍ରା ପ୍ରକଳ୍ପରେ ଓଡିଶା କୃଷି ମାନଚିତ୍ରରେ ପରିବର୍ତ୍ତନ ଆଣିପାରିବା ଭଳି କ୍ଷମତା ରହିଛି । ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ଫଳରେ ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାର ୨୯,୯୦୦ ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ମିଳିବ । କେବଳ କୃଷି ନୁହେଁ ଆନୁଷଙ୍ଗିକ କୃଷିରେ ମଧ୍ୟ ଉନ୍ନତି ପରିଲକ୍ଷିତ ହେବ । ଫଳରେ ଅଞ୍ଚଳବାସୀ ନିଜ ଜମିରେ ବିଭିନ୍ନ ପ୍ରକାର ଫସଲ ଅମଳ କରି ଆତ୍ମନିର୍ଭର ହେବା ସଂଗେ ସଂଗେ ଆନୁଷଙ୍ଗିକ କୃଷିରୁ ମଧ୍ୟ ଆଶାନୁରୂପ ରୋଜଗାର କରିପାରିବେ । ଏହାସହିତ ଏହିସବୁ ଅଞ୍ଚଳରେ ଉପୁଜୁଥିବା ଦାଦନ ଶ୍ରମିକ ଭଳି ବିରାଟ ସମସ୍ୟାର ସମାଧାନ ହୋଇପାରିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ।

ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜମି ଅଧିଗ୍ରହଣ, ଅନୁକମ୍ପା ରାଶି ପ୍ରଦାନ, କେନ୍ଦ୍ରୀୟ ମଞ୍ଜୁରୀ, ଜଙ୍ଗଲ ଓ ପରିବେଶ ମଞ୍ଜୁରୀ, ବିସ୍ଥାପିତ ପରିବାରଙ୍କୁ ଥଇଥାନ ଇତ୍ୟାଦି କାର୍ଯ୍ୟ ସମ୍ପାଦନ ସମୟରେ ବିଳମ୍ବ ହେଲେ ଉପମୁଖ୍ୟମନ୍ତ୍ରୀଙ୍କ ନଜରକୁ ଆଣିବା ଏବଂ ଆବଶ୍ୟକସ୍ଥଳେ ପ୍ରତ୍ୟକ୍ଷ ରୂପେ ନିଜେ ଜଡ଼ିତ ରହି ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରକାଶ କରିଛନ୍ତି । ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରକଳ୍ପର ବିଭିନ୍ନ ଦିଗ ବିଷୟରେ ବିସ୍ତୃତ ଭାବରେ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ବୈଠକରେ ଜଳସେଚନ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖର ପାଢ଼ୀ, ବୈଷୟିକ ଅଧିକାରୀ, ବରିଷ୍ଠ ଅଧିକାରୀ ଯୋଗଦେଇଥିବା ବେଳେ ଆଭାସି ମାଧ୍ୟମରେ ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାପାଳ ଓ ବନଖଣ୍ଡ ଅଧିକାରୀ ଯୋଗଦେଇଥିଲେ ।

Previous Post

କର୍ଣ୍ଣ-ନାସା-ଗଳା ଅସ୍ତ୍ରୋପଚାର ଓ ଦ୍ରୁତ ଆରୋଗ୍ୟ ପାଇଁ କିମସରେ ଲାଗିଲା ଅତ୍ୟାଧୁନିକ ମେସିନ୍‍

Next Post

କ୍ରୀଡ଼ାବିତଙ୍କ ସ୍ୱର୍ଣ୍ଣିମ ଜୟଯାତ୍ରା ପାଇଁ ଆମେ ଗର୍ବିତ: କ୍ରୀଡ଼ାମନ୍ତ୍ରୀ

FNN WEB

FNN WEB

Next Post
କ୍ରୀଡ଼ାବିତଙ୍କ ସ୍ୱର୍ଣ୍ଣିମ ଜୟଯାତ୍ରା ପାଇଁ ଆମେ ଗର୍ବିତ: କ୍ରୀଡ଼ାମନ୍ତ୍ରୀ

କ୍ରୀଡ଼ାବିତଙ୍କ ସ୍ୱର୍ଣ୍ଣିମ ଜୟଯାତ୍ରା ପାଇଁ ଆମେ ଗର୍ବିତ: କ୍ରୀଡ଼ାମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.