• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମିଶନ ଶକ୍ତି ପକ୍ଷରୁ ଆୟୋଜିତ ସିନ୍ଦୂର ଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 16, 2025
in ଓଡ଼ିଶା, ମୁଖ୍ୟ ଖବର
0
ମିଶନ ଶକ୍ତି ପକ୍ଷରୁ ଆୟୋଜିତ ସିନ୍ଦୂର ଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ସିନ୍ଦୁରର ନାଲି ରଙ୍ଗ ଶତୃମାନଙ୍କ ପାଇଁ ବିପଦ ଏବଂ ଭାରତବାସୀଙ୍କ ପାଇଁ ବିଜୟର ସଂକେତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅପରେସନ ସିନ୍ଦୁରର ସଫଳତା ପାଳନ ଅବସରରେ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଠାରେ ଆୟୋଜିତ ସିନ୍ଦୂର ଯାତ୍ରାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଅପରେସନ ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ ଅଭିନବ ସମାହାର। ଆମର ବୀର ଯବାନମାନଙ୍କୁ ଏହି ପଦଯାତ୍ରା ଦ୍ଵାରା ଆମେ ସ୍ମରଣ କରୁଛୁ ବୋଲି କହିଥିଲେ। ସୂଚନାଯୋଗ୍ୟଯେ, ରାଜ୍ୟରେ ମହିଳା ସଶକ୍ତିକରଣ ପାଇଁ ଉଦ୍ଧିଷ୍ଟ ମିଶନ ଶକ୍ତି ବିଭାଗ ଦ୍ୱାରା ମୁଖ୍ୟତଃ ମହିଳା ମାନଙ୍କୁ ନେଇ ଆୟୋଜିତ ଏହି ପଦଯାତ୍ରା ମାଷ୍ଟରକ୍ୟାଣ୍ଟିନ ରୋଡ଼ ଠାରୁ ଆରମ୍ଭ ହୋଇ ରମାଦେବୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ପଦଯାତ୍ରାରେ ହଜାର ହଜାର ସଂଖ୍ୟାରେ ମହିଳା ଯୋଗ ଦେଇଥିବା ବେଳେ, ଭାରତୀୟ ନୌସେନାର ସର୍ଜେଣ୍ଟ୍ ଲେଫ୍ଟେନାଣ୍ଟ୍ କମାଣ୍ଡର, ଅନନ୍ୟା ଦଳବେହେରା, ଓ ପେହେଲଗାଓଁ ଠାରେ ସହିଦ୍ ହୋଇଥିବା ପ୍ରଶାନ୍ତ ଶତପଥୀଙ୍କ ଧର୍ମପତ୍ନୀ ଶ୍ରୀମତୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଉପସ୍ଥିତ ରହି ଏହି ଅପରେସନ ସିନ୍ଦୁର ସଫଳତାର ପଦଯାତ୍ରାରେ ଭାଗ ନେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେଯେ, ଭାରତୀୟ ନାରୀଟିଏ ମଥାରେ ସିନ୍ଦୁର ପିନ୍ଧିଲା ସମୟରେ ଏହା ସଂକଳ୍ପ ନେଇଥାଏ ଯେ ସେ ନିଜ ସ୍ୱାମୀ ଓ ପରିବାର ପାଇଁ ସମସ୍ତ ବାଧାବିଘ୍ନକୁ ସହି ଏକ ସୁଦୃଢ଼ କବଚ ଭାବେ ସୁରକ୍ଷା ଦେବ। ସିନ୍ଦୁରର ରଙ୍ଗ ନାଲି। ଏହି ନାଲି ରଙ୍ଗ ବିଜୟର ପ୍ରତୀକ ଏବଂ ବିପଦର ମଧ୍ୟ ପ୍ରତୀକ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦୀଜୀ ଏହି ସିନ୍ଦୁରର ନାଲି ରଙ୍ଗକୁ ଶତୃମାନଙ୍କ ପାଇଁ ବିପଦ ଏବଂ ଭାରତବାସୀଙ୍କ ପାଇଁ ବିଜୟର ସଂକେତ ଦେଇ, ଏହି ମିଶନର ନାଁ ଅପରେସନ୍ ସିନ୍ଦୁର ରଖିଛନ୍ତି।

ଯେପରି ସିନ୍ଦୂର ପ୍ରତ୍ୟେକ ଭାରତୀୟ ନାରୀଙ୍କର ଗର୍ବ ଓ ଗୌରବ ସେପରି ଆମ ଭାରତୀୟ ଯବାନ ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବ। ଆମ ଯବାନମାନଙ୍କର ଅଭୁତପୂର୍ବ ପରାକ୍ରମ ଓ ଶୌର୍ଯ୍ୟ ପାଇଁ ମୁଁ ସେମାନଙ୍କୁ ଅଶେଷ ଅଶେଷ ଅଭିନନ୍ଦନ ଜଣାଉଛି। ଆଜିର ଏହି ଯାତ୍ରା କେବଳ ଏକ ପଦଯାତ୍ରା ନୁହେଁ, ଏହା ହେଉଛି ମାତୃଭୂମି ପ୍ରତି ଆମର ସମର୍ପଣ, ସାହସ ଓ ଶକ୍ତିର ନିଦର୍ଶନ ବୋଲି ସେ କହିଥିଲେ।

ସେ ପୁଣି କହିଥିଲେଯେ, ଆପଣମାନେ କର୍ଣ୍ଣେଲ ସୋଫିଆ କ୍ୟୁରେସି ଓ ୱିଙ୍ଗ କମାଣ୍ଡର ଭ୍ୟୋମିକା ସିଂହଙ୍କୁ ଟେଲିଭିଜନରେ ଦେଖିଥିବେ। ଉଭୟ ଆଜି ବନି ଯାଇଛନ୍ତି ଭାରତୀୟ ନାରୀ ଶକ୍ତିର ପ୍ରତୀକ । ଆମ ସେନା ବାହିନୀର ନାରୀ ଶକ୍ତିର ସାହସ, ବୁଦ୍ଧିମତା ଓ ଦୃଢ଼ ସଂକଳ୍ପର ଏକ ଉଦାହରଣ ଆଜି ମୁଁ ଆପଣମାନଙ୍କ ମଧ୍ୟରେ ଦେଖିପାରୁଛି। ଓଡ଼ିଶା ସରକାର ଓ ଓଡ଼ିଶାର ଜନସାଧାରଣ ଏବେ ନାରୀଶକ୍ତିକୁ ଆଗରେ ରଖୁଛନ୍ତି | ବିଭିନ୍ନ କ୍ଷେତ୍ରରେ ନାରୀମାନଙ୍କ ବିକାଶ ପାଇଁ ଆମେ ଅନେକ ଯୋଜନା ଓ ସୁଯୋଗ ସୃଷ୍ଟି କରିଛୁ, ଯାହା ଦ୍ୱାରା ଆପଣମାନେ ଆପଣଙ୍କ ଶକ୍ତିକୁ ପରିପ୍ରକାଶ କରିପାରିବେ।

ଉକ୍ତ କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ନର୍ଲା ବିଧାୟିକା, ଶ୍ରୀମତୀ ମନୋରମା ମହାନ୍ତି, ହିନ୍ଦୋଳ ବିଧାୟିକା, ଶ୍ରୀମତୀ ସୀମା ନାୟକ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, କମିଶନର ତଥା ଶାସନ ସଚିବ, ମିଶନ ଶକ୍ତି, ଶ୍ରୀମତୀ ଶାଳିନୀ ପଣ୍ଡିତ, ମିଶନ ଶକ୍ତି ନିର୍ଦ୍ଦେଶିକା, ମୋନିକା ପ୍ରିୟଦର୍ଶିନୀ, ସମାଜସେବୀ ଶ୍ରୀମତୀ ପିଙ୍କି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଯବାନଙ୍କୁ ଏଲଓସିରେ ଭେଟିଲେ ରାଜନାଥ

Next Post

ପାରାଦୀପ ଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

FNN WEB

FNN WEB

Next Post
ପାରାଦୀପ ଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

ପାରାଦୀପ ଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.