• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ପାଳିତ

FNN WEB by FNN WEB
May 16, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ପାଳିତ
0
SHARES
4
VIEWS

ଭୁବନେଶ୍ୱର: ଜାତୀୟ ଡେଙ୍ଗୁ ଦିବସ ଅବସରରେ ଆଜି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟର ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଅଛି । ଏହି ଅବସରରେ ଆୟୋଜିତ କର୍ମଶାଳାରେ ଡା. ପ୍ରଭାକର ସାହୁ, ଏଡି (ଭିବିଡି), ରାଜ୍ୟରେ ସାମ୍ପ୍ରତିକ ଡେଙ୍ଗୁ ରୋଗର ସ୍ଥିତି ଏବଂ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଜ଼ିଲ୍ଲା ତଥା ତୃଣମୂଳସ୍ତରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବିଷଦ ସୂଚନା ପ୍ରଦାନ କରିଥିଲେ ।

ସେହିପରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଜନସାଧାରଣଙ୍କୁ ସଚେତନ କରିବାର ଉଦ୍ଦେଶ୍ୟ ନେଇ କହିଥିଲେ ଯେ, “ଡେଙ୍ଗୁ ଏଡିସ୍ ମଶା ଦ୍ୱାରା ବ୍ୟାପିଥାଏ ଯାହା ମଣିଷ ଦେହରେ ଏକ ଗୁରୁତର ଜନସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ । ବିଭିନ୍ନ ସରକାରୀ ବିଭାଗ ଏବଂ ସାମାଜିକ ସଂଗଠନର ମିଳିତ ଉଦ୍ୟମ ଦ୍ୱାରା ଡେଙ୍ଗୁ ରୋଗର ବାହକ ଏଡିସ ମଶା ବଂଶ ବୃଦ୍ଧି ସ୍ଥଳ ସଫା କରିବା ସହିତ ରୋଗ ସଂକ୍ରମଣ ହ୍ରାସ କରାଯାଉଅଛି । ଡେଙ୍ଗୁ ରୋଗର କାରଣ ଓ ନିରାକରଣ ସମ୍ବନ୍ଧୀୟ ସୂଚନାର ଅଧିକ ପ୍ରଚାର ଓ ପ୍ରସାର ପାଇଁ ଆମକୁ ସମସ୍ତ ସ୍ତରରେ ସଚେତନତା ସୁନିଶ୍ଚିତ କରିବାକୁ ପଡିବ। ଅତିରିକ୍ତ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ପ୍ରମିଳା ବରାଳ ସହରାଞ୍ଚଳରେ ଡେଙ୍ଗୁ ପ୍ରତିରୋଧ ଓ ନିୟନ୍ତ୍ରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଏହି ରୋଗ ନିୟନ୍ତ୍ରଣରେ ସହରାଞ୍ଚଳ ନିରୀକ୍ଷଣ ୟୁନିଟର ଭୂମିକା ଉପରେ ଆଲୋକପାତ କରିଥିଲେ।

ଅତିରିକ୍ତ ଡ଼ିଏମଇଟି ଡା. ବ୍ରଜକିଶୋର ଦାଶ ଗୁରୁତର ଡେଙ୍ଗୁ ରୋଗୀମାନଙ୍କର କ୍ଲିନିକାଲ୍ ତଦାରଖରେ ମେଡିକାଲ୍ କଲେଜଗୁଡ଼ିକର ଭୂମିକା ଉପରେ ଆଲୋକପାତ କରିଥିଲେ। ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଆଞ୍ଚଳିକ କାର୍ଯ୍ୟାଳୟର ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡା. ସୁଚିତ୍ରା ସାସମଲ ଏବଂ ଆଞ୍ଚଳିକ ନିର୍ଦ୍ଦେଶକ ଡା. ନିଲମ ସୋମଲକର କେନ୍ଦ୍ର ସରକାରଙ୍କ ଦ୍ୱାରା ଡେଙ୍ଗୁ ରୋଗ ସମ୍ପର୍କରେ ପ୍ରଦାନ କରାଯାଇଥିବା ପରାମର୍ଶ ଏବଂ ମାର୍ଗଦର୍ଶିକା ପାଳନ ଉପରେ ଗୁରୁତ୍ୱାରୋପ କରିଥିଲେ। ସ୍ୱତନ୍ତ୍ର ଶାସନ ସଚିବ (ଜନସ୍ୱାସ୍ଥ୍ୟ) ଡା. ଜିତେନ୍ଦ୍ର ମୋହନ ବାବର୍ତ୍ତା ଏହି ସଂକ୍ରମଣ ପ୍ରବଣ ରୋଗର ପ୍ରତିରୋଧରେ ସାମୁଦାୟିକ ଅଂଶଗ୍ରହଣର ଗୁରୁତ୍ୱ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଡା. ଶୁଭାଶିଷା ମହାନ୍ତି ଯୁଗ୍ମ ନିର୍ଦ୍ଦେଶକ (ଭିବିଡି) ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ବର୍ଷର ” ନଜର ରଖନ୍ତୁ , ପରିସ୍କାର କରନ୍ତୁ, ଘୋଡାଇ ଦିଅନ୍ତୁ – ଡେଙ୍ଗୁ କୁ ହଟାଇବା ପାଇଁ ଆଗେଇ ଆସନ୍ତୁ ” ବିଷୟବସ୍ତୁ ଅନୁଯାୟୀ ପ୍ରତିରୋଧ ଏବଂ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଗୁଡ଼ିକୁ କେନ୍ଦ୍ରିତ କରିବାକୁ ଆହ୍ୱାନ ସହିତ ସହିତ କର୍ମଶାଳା ଶେଷ ହୋଇଥିଲା ।

Previous Post

ସମ୍ବଲପୁରରୁ ଖୁବ୍ ଶୀଘ୍ର କୃଷି ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରିବ: ଧର୍ମେନ୍ଦ୍ର ପ୍ରଧାନ

Next Post

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’

FNN WEB

FNN WEB

Next Post
‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.