• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’

FNN WEB by FNN WEB
May 16, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
0
SHARES
5
VIEWS

ପୁରୀ: ରଥଯାତ୍ରା ସମୟରେ ରତ୍ନଭଣ୍ଡାର, ଗର୍ଭଗୃହ, ଜଗମୋହନ ଓ ନାଟମଣ୍ଡପ ମରାମତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ପ୍ରଶାସନ ବୈଷୟିକ କୋର କମିଟିର ସଦସ୍ୟ ଡ ଏନ୍ ସି ପାଲ, ସୁପରିଟେଣ୍ଡଣ୍ଟ ଆରକ୍ୟୁଲୋଜିଷ୍ଟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମେତ ଉନ୍ନୟନ ପ୍ରଶାସକଙ୍କ ଉପସ୍ଥିତରେ ଆଲୋଚନା କରାଯାଇଛି। ଆସନ୍ତା ଜୁନ୍‌ ୨୮ରୁ ଜୁଲାଇ ୬ ତାରିଖ ମଧ୍ୟରେ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି ହେବ। ଏହି ସମୟରେ ବିଶେଷ କରି ବାହାର ରତ୍ନଭଣ୍ଡାର ମରାମତି କରାଯିବ। ଭିତର ରତ୍ନଭଣ୍ଡାର ମରାମତି ପ୍ରାୟତଃ ଶେଷ ହୋଇଯାଇଛି। କେବଳ ଚଟାଣ କାମ ବାକି ଅଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି।

ପୂର୍ବରୁ ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୯ ରୁ ଜୁନ୍ ୨୭ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିଛି। ଚନ୍ଦନଯାତ୍ରା ନୀତି କାନ୍ତି ଥିବାରୁ ମରାମତି କାର୍ଯ୍ୟ ବନ୍ଦ ରହିଛି। ଗତ ଡିସେମ୍ବର ୧୭ରୁ ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲା ଚାରିମାସ ମଧ୍ୟରେ ସମୁଦାୟ ୧୯୩ ଘଣ୍ଟା ପାଞ୍ଚ ମିନିଟ କାର୍ଯ୍ୟ ହୋଇଥିଲା କିନ୍ତୁ ପୂର୍ଣ୍ଣାଙ୍ଗ ମରାମତି ହୋଇପାରିଲା ନାହିଁ। ଭିତର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ପ୍ରାୟତଃ ଶେଷ ହୋଇଛି। କେବଳ ଚଟାଣ କାର୍ଯ୍ୟ ବାକି ରହିଛି। ଭିତର ରତ୍ନଭଣ୍ଡାରରେ ୯ଟିଷ୍ଟେନଲେସ ବିମ ଲାଗିସାରିଛି। ବାହାର ରତ୍ନଭଣ୍ଡାରର ପାଞ୍ଚଟି ଷ୍ଟେନଲେସ ବିମ୍ ଲାଗିବ। ନଷ୍ଟ ହୋଇଯାଇଥିବା ପଥର ଗୁଡ଼ିକ ମଧ୍ୟ ପରିବର୍ତ୍ତନ କରାଯିବ। ମୋଟ ୨୭୭ ପଥର ସମୁଦାୟ ପରିବର୍ତ୍ତନ କରାଯାଇ ଲଗାଯାଇଛି। ୧୪୮ ଟି ପଥର ଭିତର ରତ୍ନଭଣ୍ଡାରରେ ଲାଗିଛି। ଜୁନ୍ ୨୮ରୁ ଜୁଲାଇ ୬ ପର୍ଯ୍ୟନ୍ତ ରଥଯାତ୍ରା ସମୟରେ ଅଧିକ ମରାମତି କାର୍ଯ୍ୟ କରାଯିବ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ଜୁନ୍‌ ୨୮ରୁ ଜୁଲାଇ ୬ ତାରିଖ ମଧ୍ୟରେ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି ହେବ। ଏହି ସମୟରେ ବିଶେଷ କରି ବାହାର ରତ୍ନଭଣ୍ଡାର ମରାମତି କରାଯିବ। ଭିତର ରତ୍ନଭଣ୍ଡାର ମରାମତି ପ୍ରାୟତଃ ଶେଷ ହୋଇଯାଇଛି। କେବଳ ଚଟାଣ କାମ ବାକି ଅଛି। ନାଟମଣ୍ଡପ, ଜଗମୋହନ ମରାମତି କାମ ମଧ୍ୟ ଏହି ସମୟରେ କରାଯିବ। ନାଟମଣ୍ଡପକୁ ଶୀତତାପ ନିୟନ୍ତ୍ରିତ କରିବାକୁ ଆଲୋଚନା ହୋଇଛି। ଷ୍ଟ୍ରକଚରାଲ୍‌ ସେଫ୍ଟିକୁ ଗୁରୁତ୍ବ ସହ ଶୀତତାପ ବ୍ୟବସ୍ଥା କରାଯିବ। ଏଥିପାଇଁ ଏଏସ୍‌ଆଇର ଅନୁମୋଦନ ଆମ ପାଇଁ ଗୁରୁତ୍ବପୂର୍ଣ୍ଣ। ଶ୍ରୀମନ୍ଦିର ଟେକ୍ନିକାଲ କମିଟି, ଏଏସ୍‌ଆଇ ମିଳିତ ଭାବେ ସବୁ ତଦାରଖ କରିବେ।

Previous Post

ରାଜ୍ୟସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ପାଳିତ

Next Post

ଓଏମ୍‌ସିର ୭୦ ତମ ପ୍ରତିଷ୍ଠା ଦିବସ: ବଡବିଲର ‘ଡୁବୁନା’ ଲୌହ ପଥର ଖଣିର ପୁନଃ ଆରମ୍ଭ

FNN WEB

FNN WEB

Next Post
ଓଏମ୍‌ସିର ୭୦ ତମ ପ୍ରତିଷ୍ଠା ଦିବସ: ବଡବିଲର ‘ଡୁବୁନା’ ଲୌହ ପଥର ଖଣିର ପୁନଃ ଆରମ୍ଭ

ଓଏମ୍‌ସିର ୭୦ ତମ ପ୍ରତିଷ୍ଠା ଦିବସ: ବଡବିଲର ‘ଡୁବୁନା’ ଲୌହ ପଥର ଖଣିର ପୁନଃ ଆରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.