• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏସିଆ ମହାଦେଶକୁ ଫେରିଲା କରୋନା: ହଂକଂ ଏବଂ ସିଙ୍ଗାପୁରରେ ଚିହ୍ନଟ ହେଲାଣି ମାମଲା

FNN WEB by FNN WEB
May 17, 2025
in ଓଡ଼ିଶା, ଜାତୀୟ, ମୁଖ୍ୟ ଖବର
0
ଏସିଆ ମହାଦେଶକୁ ଫେରିଲା କରୋନା: ହଂକଂ ଏବଂ ସିଙ୍ଗାପୁରରେ ଚିହ୍ନଟ ହେଲାଣି ମାମଲା
0
SHARES
11
VIEWS

ନୂଆଦିଲ୍ଲୀ: ପୁଣି କଡ଼ ଲେଉଟାଇଲାଣି କରୋନା ମହାମାରୀ। ବିଶ୍ବରେ ଲକ୍ଷ ଲକ୍ଷ ଜୀବନ ନେଇ ଭୟାବହ ପରିସ୍ଥିତି ସୃଷ୍ଟି କରିଥିବା ଏହି ଭୂତାଣୁ ମାମଲା ହଂକଂ ଏବଂ ସିଙ୍ଗାପୁରରେ ବଢ଼ିବାରେ ଲାଗିଛି। ଏହି ଦୁଇ ସ୍ଥାନରେ ନୂତନ କରୋନା ରୋଗୀ ମିଳିଛନ୍ତି ଏବଂ କରୋନା ରୋଗୀଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇବାର ସୂଚନା ମିଳିଛି। ଯଦିଓ ଏହା ପୂର୍ବ ସଂକ୍ରମଣ ଭଳି ଉଗ୍ର ରୂପ ନେଇନି ତଥାପି ଭୟ ବଢିଲାଣି । ସେହିଭଳି ସିଙ୍ଗାପୁରରେ ମଧ୍ୟ ସଂକ୍ରମଣ ବୃଦ୍ଧି ପାଇଲାଣି । ମେ ୩ ସୁଦ୍ଧା କୋଭିଡ୍‌ ମାମଲା ୧୪,୨୦୦ରେ ପହଞ୍ଚିଛି । କୋଭିଡ୍‌ ସଂକ୍ରମଣ ପାଇଁ ହସ୍ପିଟାଲରେ ମାମଲା ୩୦% ବୃଦ୍ଧି ପାଇଛି ।

ଏହା ପୂର୍ବରୁ ସିଙ୍ଗାପୁରରୁ ବି ଏଭଳି ରିପୋର୍ଟ ସାମ୍‌ନାକୁ ଆସିଥିଲା। ଏଠାରେ କିଛି ଦିନ ମଧ୍ୟରେ କରୋନା ମାମଲା ୨୮ ପ୍ରତିଶତ ବୃଦ୍ଧି ପାଇଛି। ଏପ୍ରିଲ ଶେଷ ସପ୍ତାହ ସୁଦ୍ଧା ଏହି ଦେଶରୁ ୧୧, ୧୧୦ ରୋଗୀ ଚିହ୍ନଟ ହୋଇଥିଲେ। ଏହା ମେ’ ପ୍ରଥମ ସପ୍ତାହବେଳକୁ ୧୪, ୨୦୦ରେ ପହଞ୍ଚି ଯାଇଛି। ସେହିପରି ଡାକ୍ତରଖାନାରେ ଭର୍ତ୍ତି ହେଉଥିବା ରୋଗୀଙ୍କ ସଂଖ୍ୟା ୩୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଏହି ମହାମାରୀ ପୁଣିଥରେ ଭୟଙ୍କର ରୂପ ଧାରଣ କରିପାରେ ବୋଲି ସ୍ବାସ୍ଥ୍ୟ ଅଧିକାରୀମାନେ ଚେତାବନୀ ଦେଇଛନ୍ତି। ଏହା ଏସିଆର ଅନ୍ୟ ଭାଗକୁ ମଧ୍ୟ ବ୍ୟାପିପାରେ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ଚୀନ୍‌ ଏବଂ ଥାଇଲାଣ୍ଡ ସରକାର ମଧ୍ୟ କରୋନାକୁ ନେଇ ସତର୍କ ରହିଛନ୍ତି। ଚୀନ୍‌ରେ କରୋନା ମାମଲା ଦ୍ବିଗୁଣିତ ହୋଇଯାଇଛି। ସ୍ଥିତିକୁ ଦେଖି ଲୋକଙ୍କୁ ବୁଷ୍ଟର ଡୋଜ୍‌ ଲଗାଇବାକୁ ପରାମର୍ଶ ଦିଆଯାଇଛି। ପୁଣିଥରେ କରୋନା ଲହର ଆସିପାରେ ବୋଲି ‘ଚାଇନିଜ ସେଣ୍ଟର ଫର ଡିଜିଜ ଆଣ୍ଡ ପ୍ରିଭେନସନ’ ପକ୍ଷରୁ କୁହାଯାଇଛି। ସେହିପରି ଥାଇଲାଣ୍ଡରେ ଦୁଇଟି ଅଲଗା ଅଞ୍ଚଳରେ କରୋନା ମାମଲା ବୃଦ୍ଧି ପାଇଛି।

ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ଯେ, ଏସିଆ ମହାଦେଶକୁ ଫେରିଲା କୋଭିଡ। ଥାଇଲାଣ୍ଡ, ହଂକଂ ଓ ସିଙ୍ଗାପୁରରେ କେଶ ବଢୁଛି। ବର୍ଷର ସର୍ବାଧିକ ସଂକ୍ରମଣ ମାମଲା ହଂକଂରୁ ରିପୋର୍ଟ ହୋଇଛି। ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସହ ଆଲୋଚନା କରିଛି। ସେମାନେ କୌଣସି କେଶ ରିପୋର୍ଟ କରି ନାହାନ୍ତି। ତେବେ କେନ୍ଦ୍ର ସରକାରଙ୍କ ସହ ବି ଯୋଗାଯୋଗରେ ଅଛନ୍ତି ରାଜ୍ୟ ସରକାର। ଆଲର୍ଟ ରହିବାକୁ କୁହାଯାଇଛି। କାରଣ ସିଙ୍ଗାପୁର, ଥାଇଲାଣ୍ଡ ଓ ହଂକଂରେ କେଶ ବଢିବା ସହ ମୃତ୍ୟୁ ଖବର ବି ଆସିଛି। ଏହା ନୂଆ ଭାରିଆଣ୍ଟ ନ ହୋଇଥିଲେ ବି ଶରୀରରୁ ପ୍ରତିଷେଧକ ବା ଆଣ୍ଟିବଡି କମିବାରୁ ଏହି ସଂକ୍ରମଣ ହୋଇଥିବା କୁହାଯାଉଛି। ଓଡ଼ିଶାର ସବୁ ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ମେଡିକାଲ କଲେଜରେ ଟେଷ୍ଟିଙ୍ଗ ଚାଲିଛି। ବହୁ ଦିନରୁ ପଜିଟିଭ କେଶ କିଛି ଆସିନାହିଁ ବୋଲି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି।

ବିଶେଷ କରି ଯେଉଁମାନଙ୍କର ରୋଗ ପ୍ରତିରୋଧକ କ୍ଷମତା କମ୍ ଓ ଅଧିକ ପୀଡ଼ିତ ହେବାର ସମ୍ଭାବନା ରହିଛି ସେମାନଙ୍କୁ ବୁଷ୍ଟର୍‌ ଟିକା ନେବାକୁ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷ ପରାମର୍ଶ ଦେଇଛନ୍ତି । ହଂକଂ ପପ୍ ଷ୍ଟାର ଏସନ ଚାନ୍ କୋଭିଡ୍ ପଜିଟିଭ୍ ଥିବା ଜଣାପଡ଼ିବା ପରେ ତାଙ୍କ ତାଇଵାନ୍ କନ୍‌ସର୍ଟକୁ ସ୍ଥଗିତ ରଖାଯାଇଛି । ବ୍ଲୁମ୍‌ବର୍ଗ ରିପୋର୍ଟ କରିଛି ଯେ, ଚୀନ୍ ମଧ୍ୟ କୋଭିଡ୍‌ର ଏକ ନୂତନ ଲହର ଦେଇ ଗତି କରୁଛି । ଗତ ପାଞ୍ଚ ସପ୍ତାହ ମଧ୍ୟରେ ଚୀନ୍‌ବାସୀଙ୍କ ମଧ୍ୟରେ କୋଭିଡ୍ ସଂକ୍ରମଣ ହାର ଦୁଇଗୁଣରୁ ଅଧିକ ହୋଇଛି ।

Previous Post

ରାଜ୍ୟରେ ବଜ୍ରପାତ: ପାଞ୍ଚ ମହିଳା, ତିନି ନାବାଳକଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ

Next Post

ୟୁଟ୍ୟୁବର ନୁହେଁ ପାକିସ୍ତାନୀ ଗୁପ୍ତଚର, ଜ୍ୟୋତି ମାଲହୋତ୍ରା ଗିରଫ

FNN WEB

FNN WEB

Next Post
ୟୁଟ୍ୟୁବର ନୁହେଁ ପାକିସ୍ତାନୀ ଗୁପ୍ତଚର, ଜ୍ୟୋତି ମାଲହୋତ୍ରା ଗିରଫ

ୟୁଟ୍ୟୁବର ନୁହେଁ ପାକିସ୍ତାନୀ ଗୁପ୍ତଚର, ଜ୍ୟୋତି ମାଲହୋତ୍ରା ଗିରଫ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.