• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଶ୍ୱ ପାଳନ କଲା ୧୨ତମ ଆର୍ଟ ଅଫ୍‍ ଗିଭିଂ ଦିବସ

FNN WEB by FNN WEB
May 17, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଶ୍ୱ ପାଳନ କଲା ୧୨ତମ ଆର୍ଟ ଅଫ୍‍ ଗିଭିଂ ଦିବସ
0
SHARES
4
VIEWS

ଭୁବନେଶ୍ୱର : ସମଗ୍ର ବିଶ୍ୱରେ ଆଜି ପାଳିତ ହୋଇଛି ଅନ୍ତର୍ଜାତୀୟ ‘ଆର୍ଟ ଅଫ୍‍ ଗିଭିଂ’ ଦିବସ । ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ୩୫ଟି ସହର, ଭାରତର ବିଭିନ୍ନ ସହର ସହ ବିଶ୍ୱର ପ୍ରାୟ ୧୨୦ଟି ଦେଶର ୩୫୦ଟି ସ୍ଥାନରେ ୧୨ତମ ଅନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହୋଇଛି । ଭାରତର ୨୯ଟି ରାଜ୍ୟ, ୪ଟି କେନ୍ଦ୍ରଶାସିତ ଅଞ୍ଚଳର ୩୫ଶହ ସ୍ଥାନରେ ଏବଂ ୨ଶହ ସହର ସମେତ ଓଡ଼ିଶାର ୩୦ଟି ଜିଲ୍ଲା, ୩୫ଟି ପ୍ରମୁଖ ସହର, ୩ଶହରୁ ଊର୍ଦ୍ଧ୍ୱ ବ୍ଲକ୍‍, ୫ହଜାରରୁ ଊର୍ଦ୍ଧ୍ୱ ଗ୍ରାମ ପଞ୍ଚାୟତର ୧୦ ହଜାର ସ୍ଥାନରେ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍ ଗିଭିଂ’ ଦିବସ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି । ବିଭିନ୍ନ ସ୍ଥାନରେ ସଭା ସମିତି କରାଯାଇ ଆର୍ଟ୍‍ ଅଫ୍‍ ଗିଭିଂର ବାର୍ତ୍ତା ଶାନ୍ତି, ମୈତ୍ରୀ, ସୌହାର୍ଦ୍ଦ୍ୟ ନେଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥିଲା ।

ସମାଜରେ ପରସ୍ପରକୁ ସାହାଯ୍ୟ, ସହଯୋଗ, ଶାନ୍ତି, ମୈତ୍ରୀ ଓ ସୌହାର୍ଦ୍ଦ୍ୟ ବାଣ୍ଟିବା ପାଇଁ ୨୦୧୩ ମସିହା ମେ ୧୭ ତାରିଖଠାରୁ ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ଆର୍ଟ ଅଫ୍‍ ଗିଭିଂ’ ପ୍ରୟାସ ଏବେ ସମଗ୍ର ବିଶ୍ୱରେ ପ୍ରସାର ଲାଭ କରିଛି । ସମସାମୟିକ ଆବଶ୍ୟକତା ଓ ଆବେଗ ଆଧାରରେ ପ୍ରତିବର୍ଷ ‘ଆର୍ଟ ଅଫ୍ ଗିଭିଂ’ର ଏକ ସ୍ୱତନ୍ତ୍ର ବିଷୟବସ୍ତୁ ରହିଥାଏ । ଚଳିତବର୍ଷର ବିଷୟବସ୍ତୁ ଥିଲା ନେବରଗୁଡ୍‍ (ପଡ଼ୋଶୀଙ୍କ ସହ ଉତ୍ତମ ସମ୍ପର୍କ) । ମୁଷ୍ଟିମେୟ ଅଂଶଗ୍ରହଣକାରୀଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଏବେ କାୟା ବିସ୍ତାର କରିଚାଲିଛି । ଦେଶରୁ ମହାଦେଶକୁ ବ୍ୟାପିଛି । ଲକ୍ଷ ଲକ୍ଷ ବ୍ୟକ୍ତି ସାମିଲ ହୋଇଛନ୍ତି । ଜାତି, ଧର୍ମ, ବୟସ, ଲିଙ୍ଗ, ଜନ୍ମସ୍ଥାନ ନିର୍ବିଶେଷରେ ଏହି ଦିନଟି ସମସ୍ତଙ୍କ ପାଇଁ ଆଶା, ଖୁସି ଓ ମାନବିକତାର ଦିବସ ରୂପେ ପ୍ରତୀଭାତ ହୋଇଛି । ମେ୨ରୁ ୧୬ ତାରିଖ ପର୍ଯ୍ୟନ୍ତ ୧୫ ଦିନ ବ୍ୟାପୀ ପାଳିତ ହୋଇଯାଇଛି ଖୁସିର ପକ୍ଷ । ଏହି ଅବସରରେ ‘ଆର୍ଟ ଅଫ୍‍ ଗିଭିଂ’ ର ଅନୁଗାମୀମାନେ ସେମାନଙ୍କ ପଡ଼ୋଶୀ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଖୁସି ବାଣ୍ଟିବା ସହ ‘ଆର୍ଟ ଅଫ୍‍ ଗିଭିଂ’ ର ବାର୍ତ୍ତ ପ୍ରଚାର କରିଥିଲେ ।

ଏହି ଅବସରରେ ଆର୍ଟ୍‍ ଅଫ୍‍ ଗିଭିଂର ଅନୁଗାମୀ ଓ ଶୁଭେଚ୍ଛୁ ମାନଙ୍କୁ ଧନ୍ୟବାଦ ଜଣାଇ ‘ଆର୍ଟ ଅଫ୍‍ ଗିଭିଂ’ ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, ୨୦୧୩ ମେ ୧୭ତାରିଖରେ ଯେଉଁ ବୀଜ ବପନ କରାଯାଇଥିଲା, ତାହା ଆଜି ଏକ ଜନଆନ୍ଦୋଳନରେ ପରିଣତ ହୋଇଛି । ଲୋକମାନେ ଏହାକୁ ଗ୍ରହଣ କରିଛନ୍ତି । ଏହା ଲୋକଙ୍କ ମଧ୍ୟରେ ଏତେ ଆଦୃତ ହୋଇଛି ଯେ, ସମଗ୍ର ବିଶ୍ୱରେ ବିଶେଷ କରି ଭାରତ ଏବଂ ଓଡ଼ିଶାର ଲୋକମାନେ ଏହାକୁ ଏକ ପର୍ବ ଭାବରେ ପାଳନ କରୁଛନ୍ତି । ଏହା ଦ୍ୱାରା ସମାଜରେ ଶାନ୍ତି, ମୈତ୍ରୀ, ସୌହାର୍ଦ୍ଦ୍ୟ, ବନ୍ଧୁତା ଓ ଭଲପାଇବା ଆହୁରି ଦୃଢ଼ିଭୂତ ହେବା ସହ ବୃଦ୍ଧି ପାଇବ ବୋଲି ସେ ଆଶା ପ୍ରକାଶ କରିଛନ୍ତି ।

Previous Post

ୟୁଟ୍ୟୁବର ନୁହେଁ ପାକିସ୍ତାନୀ ଗୁପ୍ତଚର, ଜ୍ୟୋତି ମାଲହୋତ୍ରା ଗିରଫ

Next Post

ନୂତନ ଶୀତଳ ଭଣ୍ଡାର ନୀତି ଉପରେ ଆଲୋଚନାଚକ୍ର ଅନୁଷ୍ଠିତ

FNN WEB

FNN WEB

Next Post
ନୂତନ ଶୀତଳ ଭଣ୍ଡାର ନୀତି ଉପରେ ଆଲୋଚନାଚକ୍ର ଅନୁଷ୍ଠିତ

ନୂତନ ଶୀତଳ ଭଣ୍ଡାର ନୀତି ଉପରେ ଆଲୋଚନାଚକ୍ର ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.