• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନୂତନ ଶୀତଳ ଭଣ୍ଡାର ନୀତି ଉପରେ ଆଲୋଚନାଚକ୍ର ଅନୁଷ୍ଠିତ

FNN WEB by FNN WEB
May 17, 2025
in ଓଡ଼ିଶା, ମୁଖ୍ୟ ଖବର
0
ନୂତନ ଶୀତଳ ଭଣ୍ଡାର ନୀତି ଉପରେ ଆଲୋଚନାଚକ୍ର ଅନୁଷ୍ଠିତ
0
SHARES
1
VIEWS

● ଅଦ୍ୟାବଧି ୮୨ଟି ଉଦ୍ୟୋଗୀ ଆବେଦନ କରିଛନ୍ତି
● ଆଗ୍ରହୀ ଉଦ୍ୟୋଗୀଙ୍କୁ ଯଥାଶୀଘ୍ର GO SUGAM ପୋର୍ଟାଲରେ ଆବେଦନ କରିବାକୁ ଅନୁରୋଧ
● ସରକାରଙ୍କ ଦ୍ଵାରା ପ୍ରଦତ୍ତ ଆର୍ଥିକ ସହାୟତାର ଲାଭ ଉଠାଇବାକୁ ପରାମର୍ଶ

ଭୁବନେଶ୍ଵର : କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ, ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ କୃଷି ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଓଡ଼ିଶା ଶୀତଳ ଭଣ୍ଡାର ଆସୋସିଏସନ ସଦସ୍ୟ ଏବଂ ଶୀତଳ ଭଣ୍ଡାର ସ୍ଥାପନ ନିମିତ୍ତ ଇଛୁକ ଉଦ୍ୟୋଗୀଙ୍କ ମଧ୍ୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଯାଇଅଛି । ଏହି ଅବସରରେ ବିଭାଗୀୟ ଅଧିକାରୀ ମାନେ ଉଦ୍ୟୋଗୀ ମାନଙ୍କ ସହିତ ରାଜ୍ୟ ସରକାରଙ୍କ ନୂତନ ଶୀତଳ ଭଣ୍ଡାର ନୀତି ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ ।

ସରକାରଙ୍କ ଏହି ପଦକ୍ଷେପ ଆଗାମୀ ଦିନରେ କୃଷିଜାତ ଦ୍ରବ୍ୟର ସଂରକ୍ଷଣ ସହ କୃଷି ଅର୍ଥନୀତିକୁ ତ୍ୱରାନ୍ୱିତ କରିବାରେ ସହାୟକ ହେବ ବୋଲି ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା କୃଷି ଉଦ୍ୟୋଗୀ ମାନେ ମତବ୍ୟକ୍ତ କରିଥିଲେ । ଏହି ପରିପ୍ରେକ୍ଷୀରେ ଓଡ଼ିଶା ଶୀତଳ ଭଣ୍ଡାର ଆସୋସିଏସନର ସଦସ୍ୟବୃନ୍ଦ ସରକାରଙ୍କ ଏହି ଅଭିନବ ପଦକ୍ଷେପକୁ ପ୍ରଶଂସା କରିବା ସହିତ ସେମାନଙ୍କର ମତାମତ ଉପସ୍ଥାପନ କରିଥିଲେ, ଯାହା ଭବିଷ୍ୟତରେ ସରକାରଙ୍କ ଏହି ନୀତିକୁ ଆହୁରି ସହଜ ଏବଂ ସରଳ କରାଯାଇପାରିବ । ଉଦ୍ୟୋଗୀମାନଙ୍କ ସକରାତ୍ମକ ପରାମର୍ଶକୁ ଆଗାମୀ ଦିନରେ କାର୍ଯ୍ୟକାରୀ କରିବା ନେଇ ପ୍ରମୁଖ ଶାସନ ସଚିବ ସୂଚନା ପ୍ରଦାନ କରିଛନ୍ତି ।

ଏହି ଅବସରରେ ସମସ୍ତ ଯୋଗ୍ୟ ଉଦ୍ୟୋଗୀମାନଙ୍କୁ ବିଭାଗ ତରଫରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ପ୍ରମୁଖ ଶାସନ ସଚିବ, ଡ଼ ପାଢ଼ୀ କହିଛନ୍ତି । ଏଥି ସହିତ ସରକାରୀ ଆର୍ଥିକ ସହାୟତା ଉପଲବ୍ଧ କରିବା ପାଇଁ ଉଦ୍ୟୋଗୀ ମାନଙ୍କୁ ଅବିଳମ୍ବେ GO-SUGAM Portalରେ ଆବେଦନ କରିବା ପାଇଁ ପରାମର୍ଶ ପ୍ରଦାନ କରାଯାଇଅଛି ।

ସୂଚନାଯୋଗ୍ୟ ଯେ ରାଜ୍ୟର ଅଦ୍ୟାବଧି ୨୫ ଗୋଟି ଜିଲ୍ଲାର ୮୨ ଜଣ ଆଗ୍ରହୀ ଉଦ୍ୟୋଗୀ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ GO-SUGAM ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି । ଖୁବଶୀଘ୍ର ଏହା ଉପରେ ପ୍ରକ୍ରିୟା ଆରମ୍ଭ କରାଯିବ ।

Previous Post

ବିଶ୍ୱ ପାଳନ କଲା ୧୨ତମ ଆର୍ଟ ଅଫ୍‍ ଗିଭିଂ ଦିବସ

Next Post

ଭୁବନେଶ୍ୱର ଉପକଣ୍ଠ ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଭୁବନେଶ୍ୱର ଉପକଣ୍ଠ ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ଉପକଣ୍ଠ ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

January 22, 2025
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

June 4, 2025
ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

June 4, 2025
ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

June 4, 2025
କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

June 4, 2025

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

June 4, 2025
ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

June 4, 2025
  • About
  • Advertise
  • Privacy & Policy
  • Contact

© 2024 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2024 fast news network.