• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସଂପ୍ରସାରଣ ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟ ସମାପ୍ତି ଉପରେ ନାଲକୋ ସିଏମଡିଙ୍କ ଗୁରୁତ୍ତ୍ଵ

FNN WEB by FNN WEB
May 22, 2025
in ଓଡ଼ିଶା, ମୁଖ୍ୟ ଖବର
0
ସଂପ୍ରସାରଣ ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟ ସମାପ୍ତି ଉପରେ ନାଲକୋ ସିଏମଡିଙ୍କ ଗୁରୁତ୍ତ୍ଵ
0
SHARES
2
VIEWS

ଭୁବନେଶ୍ଵର : କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡ଼(ନାଲକୋ) ଆର୍ଥିକ ବର୍ଷ ୨୦୨୪-୨୫ରେ ଐତିହାସିକ ଆର୍ଥିକ ମାଇଲଖୁଣ୍ଟ ହାସଲ କରିଛି। ବ୍ୟବସାୟ କ୍ଷେତ୍ରରେ ଉତ୍କୃଷ୍ଟତା ଏବଂ ଅଭିବୃଦ୍ଧିର ଏକ ନୂତନ ଯୁଗର ପ୍ରାରମ୍ଭ ହୋଇଛି। ଏହି ଉଲ୍ଲେଖନୀୟ ସଫଳତା କମ୍ପାନୀର ସ୍ଥିରତା, କାର୍ଯ୍ୟକ୍ଷମ ଉତ୍କର୍ଷତା ଏବଂ ମୂଲ୍ୟବୋଧ ସୃଷ୍ଟିକୁ ସୂଚିତ କରୁଅଛି। ଗତକାଲି ଘୋଷିତ ହୋଇଥିବା ଆର୍ଥିକ ଫଳାଫଳ ଅନୁଯାୟୀ, ନାଲକୋ ସର୍ବକାଳୀନ ସର୍ବାଧିକ ୫,୩୨୫ କୋଟି ଟଙ୍କାର ନିଟ୍ ଲାଭ ରେକର୍ଡ କରି ଏକ ନୂତନ ଆର୍ଥିକ ମାଇଲଖୁଣ୍ଟ ସ୍ଥାପନ କରିଛି, ଯାହାକି ବିଗତ ଆର୍ଥିକ ବର୍ଷ ତୁଳନାରେ ୧୫୮ ପ୍ରତିଶତ ଅଭିବୃଦ୍ଧି ଅଟେ। କମ୍ପାନୀ ଆର୍ଥିକ ବର୍ଷ ୨୦୨୪-୨୫ ଆରଇ ମଧ୍ୟ ସର୍ବକାଳିନ ସର୍ବାଧିକ ରେକର୍ଡ ସହ ୧୬,୭୮୮ କୋଟି ଟଙ୍କାର ମୋଟ ବ୍ୟବସାୟ କରିଛି। କର୍ମଚାରୀମାନଙ୍କୁ ସମ୍ବୋଧିତ କରିବା ଅବସରରେ, ସିଏମଡି ଶ୍ରୀ ବ୍ରିଜେନ୍ଦ୍ର ପ୍ରତାପ ସିଂହ ସଭିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇବା ସହ କମ୍ପାନୀର ସୁସଂଗଠିତ କାର୍ଯ୍ୟପ୍ରଣାଳୀ, ଆର୍ଥିକ ସୁପରିଚାଳନା, କର୍ମଚାରୀଙ୍କ ପ୍ରତିବଦ୍ଧତା ଏବଂ ନାଲକୋର ରଣନୈତିକ କାର୍ଯ୍ୟପନ୍ଥା ସଫଳତାର ଭିତ୍ତି ବୋଲି କହିଥିଲେ । ଏହି ଉଲ୍ଲେଖନୀୟ ସଫଳତା କେବଳ ନାଲକୋ ପାଇଁ ନୁହେଁ ବରଂ ପ୍ରତ୍ୟେକ କର୍ମଚାରୀ, ଅଂଶୀଦାର, ଖଣି ମନ୍ତ୍ରଣାଳୟ, ଓ ଆମ ରାଜ୍ୟ ଓଡ଼ିଶା ପାଇଁ ଗର୍ବର ମୁହୂର୍ତ୍ତ।

ଶ୍ରୀ ସିଂହ କହିଥିଲେ ଯେ, “ଆଲୁମିନା ଓ ଆଲୁମିନିୟମର ବଜାର ଦରରେ ବୃଦ୍ଧି କମ୍ପାନୀର ସଫଳତାକୁ ଆଗକୁ ନେବାରେ ସହାୟକ ହୋଇଛି, କିନ୍ତୁ ଦୀର୍ଘକାଳୀନ ସଫଳତା ନିମନ୍ତେ କାର୍ଯ୍ୟକ୍ଷମତାରେ ଉତ୍କର୍ଷତା, ଏବଂ ଉଚ୍ଚ କାର୍ଯ୍ୟଦକ୍ଷତା ଗୁରୁତ୍ତ୍ୱପୂର୍ଣ୍ଣ ଅଟେ”। ସଂପ୍ରସାରଣ କାର୍ଯ୍ୟ ଗୁଡିକ ସଂପୂର୍ଣ୍ଣ କରିବା ନିମନ୍ତେ ସେ ଗୁରୁତ୍ତ୍ଵ ଦେବା ସହ ୫ମ ଷ୍ଟ୍ରିମ ରିଫାଇନେରୀ ସଂପ୍ରସାରଣ, ପୋଟାଙ୍ଗୀ ଖଣି କାର୍ଯ୍ୟକ୍ଷମ, ସ୍ମେଲ୍ଟର ପ୍ଳାଣ୍ଟ ତଥା କ୍ୟାପ୍ଟିଭ ପାୱାର ପ୍ଳାଣ୍ଟ ର ପ୍ରସ୍ତାବିତ ସଂପ୍ରସାରଣ ଗୁରୁତ୍ତ୍ୱପୂର୍ଣ୍ଣ ଅଟେ ବୋଲି ଦର୍ଶାଇଥିଲେ। ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକ୍ଷମ ହୋଇପାରିଲେ ବିଶ୍ୱ ଆଲୁମିନିୟମ ବ୍ୟବସାୟ କ୍ଷେତ୍ରରେ ନାଲକୋର ସ୍ଥିତି ଆହୁରି ସୁଦୃଢ଼ ​​ହୋଇପାରିବ ବୋଲି ସେ କହିଥିଲେ। ଏହି ଅବସରରେ ନିର୍ଦ୍ଦେଶକ (ବାଣିଜ୍ୟିକ) ଶ୍ରୀ ସଦାଶିବ ସାମନ୍ତରାୟ, ନିର୍ଦ୍ଦେଶକ (ଉତ୍ପାଦନ) ଶ୍ରୀ ପଙ୍କଜ କୁମାର ଶର୍ମା, ନିର୍ଦ୍ଦେଶକ (ପି ଆଣ୍ଡ ଟି) ଶ୍ରୀ ଜଗଦୀଶ ଅରୋରା, ନିର୍ଦ୍ଦେଶକ (ମାନବ ସମ୍ବଳ) ଡ. ତାପସ କୁମାର ପଟ୍ଟନାୟକ ଏବଂ ମୁଖ୍ୟ ସତର୍କତା ଅଧିକାରୀ ଶ୍ରୀ ପ୍ରଣବଜ୍ୟୋତି ନାଥ ପ୍ରମୁଖ ଉପସ୍ଥିତ ଥିଲେ ଏବଂ ନିଜ ଅଭିଭାଷଣରେ କମ୍ପାନୀର କାର୍ଯ୍ୟଦକ୍ଷତା ଏବଂ ଉତ୍ପାଦକତାରେ ପ୍ରତିଯୋଗିତାମୂଳକ ଧାରା ବଜାୟ ରଖିବା ପାଇଁ ନାଲକୋ ପରିବାରକୁ ହୃଦୟର ସହିତ ଅଭିନନ୍ଦନ ଜଣାଇଥିଲେ।

Previous Post

୧୭ତମ ପୋଲିସ କମିଶନରେଟ ସ୍ଥାପନା ଦିବସ – ୨୦୨୫

Next Post

ମୋଦିଙ୍କ ଧମନିରେ ରକ୍ତ ନୁହେଁ, ଗରମ ସିନ୍ଦୂର ବହୁଛି

FNN WEB

FNN WEB

Next Post
ମୋଦିଙ୍କ ଧମନିରେ ରକ୍ତ ନୁହେଁ, ଗରମ ସିନ୍ଦୂର ବହୁଛି

ମୋଦିଙ୍କ ଧମନିରେ ରକ୍ତ ନୁହେଁ, ଗରମ ସିନ୍ଦୂର ବହୁଛି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

January 22, 2025
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଭଦ୍ରକରେ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭଦ୍ରକରେ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

June 2, 2025
ମଇ ୩୧ରୁ ଜୁନ୍‌ ୨୬ ପର୍ଯ୍ୟନ୍ତ ହେବ ବେଆଇନ ମାଦକଦ୍ରବ୍ୟ ବିରୋଧରେ ସଚେତନତା କାର୍ଯ୍ୟକ୍ରମ

ରାଜ୍ୟରେ ଲାଗୁ ହେବ ନୂଆ ଅବକାରୀ ନିୟମ

June 2, 2025
କଳିଙ୍ଗ ଷ୍ଟୁଡିଓକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

କଳିଙ୍ଗ ଷ୍ଟୁଡିଓକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

June 2, 2025
ରଥଯାତ୍ରାରେ ଦଳାଚକଟା ଏଡାଇବା ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା

ରଥଯାତ୍ରାରେ ଦଳାଚକଟା ଏଡାଇବା ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା

June 2, 2025

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଭଦ୍ରକରେ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭଦ୍ରକରେ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

June 2, 2025
ମଇ ୩୧ରୁ ଜୁନ୍‌ ୨୬ ପର୍ଯ୍ୟନ୍ତ ହେବ ବେଆଇନ ମାଦକଦ୍ରବ୍ୟ ବିରୋଧରେ ସଚେତନତା କାର୍ଯ୍ୟକ୍ରମ

ରାଜ୍ୟରେ ଲାଗୁ ହେବ ନୂଆ ଅବକାରୀ ନିୟମ

June 2, 2025
  • About
  • Advertise
  • Privacy & Policy
  • Contact

© 2024 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2024 fast news network.