• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମେ’ ୨୭ ନୁହେଁ, ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି

FNN WEB by FNN WEB
May 23, 2025
in ଓଡ଼ିଶା, ମୁଖ୍ୟ ଖବର
0
ମେ’ ୨୭ ନୁହେଁ, ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି
0
SHARES
1
VIEWS

ଭୁବନେଶ୍ୱର: ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା। ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।

Previous Post

ମେ’ ୨୪ରୁ ଯୁକ୍ତ ଦୁଇ ନାମଲେଖା ଆବେଦନ ଆରମ୍ଭ, ଜୁନ ୩୦ ଶେଷ ତାରିଖ

Next Post

ଟ୍ୱିନ ସିଟିର ଟ୍ରାଫିକ୍ ଭିଡ ହ୍ରାସ ସହିତ ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ

FNN WEB

FNN WEB

Next Post
ଟ୍ୱିନ ସିଟିର ଟ୍ରାଫିକ୍ ଭିଡ ହ୍ରାସ ସହିତ ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ

ଟ୍ୱିନ ସିଟିର ଟ୍ରାଫିକ୍ ଭିଡ ହ୍ରାସ ସହିତ ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.