• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଏଏସ ବଦଳି: ଅନୁଜ ଦାସପଟ୍ଟନାୟକ ହେଲେ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ

FNN WEB by FNN WEB
May 23, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ
0
SHARES
3
VIEWS

ଭୁବନେଶ୍ୱର : ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଦେବପ୍ରସାଦ ଦାଶଙ୍କୁ ହଟାଇ ବରିଷ୍ଠ ଓଏଏସ୍ ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ଅବସ୍ଥାପିତ କରାଯାଇଛି । ଶ୍ରୀ ଦାଶଙ୍କୁ ଗତ ଏପ୍ରିଲ ୨୨ତାରିଖରେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିଲା । ମାତ୍ର ମାସେ ନପୁରୁଣୁ ସରକାର ତାଙ୍କୁ ହଟାଇ ଜଣେ ପୂର୍ଣ୍ଣକାଳୀନ ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦେଇଛନ୍ତି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପିଏମ୍ ପୋଷଣ(ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ)ର ରାଜ୍ୟ ନୋଡାଲ ଅଫିସର ଭାବେ କାର୍ଯ୍ୟରତ ଓଏଏସ୍ ଅନୁଜ କୁମାର ଦାସଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଓଏଏସ୍ ସୁରେନ୍ଦ୍ର କୁମାର ପଣ୍ଡାଙ୍କୁ ପିଏମ ପୋଷଣ କାର୍ଯ୍ୟକ୍ରମର ରାଜ୍ୟ ନୋଡାଲ ଅଫିସର ଭାବେ ବଦଳି ହୋଇଛି ।

ଓୟୁଏଟିର ପୂର୍ବତନ ରେଜିଷ୍ଟ୍ରାର ବରିଷ୍ଠ ଓଏଏସ୍ ଲୋପାମୁଦ୍ରା ମହାନ୍ତିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ, ଖଲ୍ଲିକୋଟ ମହାବିଦ୍ୟାଳୟର ପୂର୍ବତନ ରେଜିଷ୍ଟ୍ରାର ଶାନ୍ତିସୁଧା ପାତ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ, ମାନେଶ୍ୱରର ପୂର୍ବତନ ତହସିଲଦାର ଜ୍ୟେସ୍ନାରାଣୀ ସାହୁଙ୍କୁ ସୁନ୍ଦରଗଡ଼ ଡିୟୁଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ବୀରମହାରାଜପୁର ଉପଜିଲ୍ଲାପାଳ ଲଲାଟେନ୍ଦୁ ସିଙ୍କୁ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ସ୍ୱତନ୍ତ୍ର ଭୂଅଧିଗ୍ରହଣ ଅଧିକାରୀ ଏବଂ ସୁବର୍ଣ୍ଣପୁର ଅତିରିକ୍ତ ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେରଙ୍କୁ ବୀରମହାରାଜପୁର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । କଟକସ୍ଥିତ ବୋର୍ଡ ଅଫ ରେଭନ୍ୟୁର ଉପସଚିବ ଏଲିଜା ମିଶ୍ରଙ୍କୁ କଟକ ଶିଶୁଭବନର ପ୍ରଶାସନିକ ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି । ଟାଙ୍ଗୀର ପୂର୍ବତନ ତହସିଲଦାର ଓଏଏସ୍ ମିତାଲି ପାତ୍ରଙ୍କୁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରଶାସନିକ ଅଫିସର ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଗୁଣୁପୁର ଆଇଟିଡିଏ ପ୍ରକଳ୍ପ ଅଧିକାରୀ ଓଏଏସ୍ ଅଜୟ କୁମାର ପ୍ରଧାନଙ୍କ ବଦଳି ବାତିଲ କରି ତାଙ୍କୁ ସେଠାରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ଅନ୍ୟଏକ ନିର୍ଦ୍ଦେଶକ୍ରମେ ବୌଦ୍ଧ ବିଡିଓ ଓଏଏସ୍ ଯୁଧିଷ୍ଠିର ମେହେରଙ୍କୁ ସରାଙ୍ଗସ୍ଥିତ ଇନ୍ଦିରାଗାନ୍ଧି ବୈଷୟିକ ପ୍ରତିଷ୍ଠାନର ରେଜିଷ୍ଟ୍ରାର ଭାବେ ବଦଳି ହୋଇଛି । ଓଡ଼ିଶା ରିଏଲଇଷ୍ଟେଟ୍ ନିୟନ୍ତ୍ରକ ପ୍ରାଧିକରଣ(ରେରା)ର ସଚିବ ତଥା ବରିଷ୍ଠ ଓଏଏସ୍ ଶ୍ରାବଣୀ ପଟ୍ଟନାୟକଙ୍କୁ ରାଜ୍ୟ ଏମଏସଏମଇ ବିଭାଗର ଅତିରିକ୍ତ ସଚିବ ଏବଂ ସେଠାରେ ଥିବା ବରିଷ୍ଠ ଓଏଏସ୍ ମାନସୀ ମାନ୍ଧତାଙ୍କୁ ରେରା ସଚିବ ଭାବେ ବଦଳି କରାଯାଇଛି ।

ସୂଚନାଯୋଗ୍ୟ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିବା ଦେବପ୍ରସାଦ ଦାଶ ଏବେ ରାଜ୍ୟ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ସଚିବ ଅଛନ୍ତି । ତାଙ୍କୁ ମାତ୍ର ଏକମାସ ମଧ୍ୟରେ ନିର୍ଦ୍ଦେଶକ ପଦରୁ ସରକାର କାହିଁକି ହଟାଇଦେଲେ ତାକୁ ନେଇ ପାୱାର କରିଡରରେ ନାନାଦି ଚର୍ଚ୍ଚା ଚାଲିଛି ।

Previous Post

ମଇ ୩୧ରୁ ଜୁନ୍‌ ୨୬ ପର୍ଯ୍ୟନ୍ତ ହେବ ବେଆଇନ ମାଦକଦ୍ରବ୍ୟ ବିରୋଧରେ ସଚେତନତା କାର୍ଯ୍ୟକ୍ରମ

Next Post

ପୁରୀ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

FNN WEB

FNN WEB

Next Post
ପୁରୀ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ପୁରୀ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.