• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ

FNN WEB by FNN WEB
May 31, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ
0
SHARES
1
VIEWS

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ପୁଣ୍ୟଶ୍ଳୋକା ଅହିଲ୍ୟାବାଈ ହୋଲକାରଙ୍କ ୩୦୦ତମ ଜୟନ୍ତୀ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଅହିଲ୍ୟାବାଈ ହୋଲକାରଙ୍କ ଜୀବନୀକୁ ଆଧାର କରି ଏକ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଏହି ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିଥିଲେ।

ଚିତ୍ରକଳା ପ୍ରଦର୍ଶନୀରେ ଅହିଲ୍ୟାବାଈ ହୋଲକାରଙ୍କ ଜୀବନୀ ଓ ତାଙ୍କର ଜୀବନ ଆଦର୍ଶକୁ ଚିତ୍ରଶିଳ୍ପୀମାନେ ଖୁବ୍ ସୁନ୍ଦର ଭାବରେ ଚିତ୍ରିତ କରିଥିଲେ। ଏହି ପ୍ରଦର୍ଶନୀରେ ପ୍ରଦର୍ଶିତ ହୋଇଥିବା ସମସ୍ତ ସୁନ୍ଦର ଚିତ୍ରକଳାଗୁଡ଼ିକୁ ମୁଖ୍ୟମନ୍ତ୍ରୀ ନିଜେ ବୁଲି ଦେଖିବା ସହିତ ଚିତ୍ରଶିଳ୍ପୀମାନଙ୍କୁ ଉତ୍ସାହିତ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବ୍ରହ୍ମଗିରି ବିଧାୟକ ଶ୍ରୀମତୀ ଉପାସନା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ନାଲକୋ ଦ୍ୱାରା ସ୍ମାର୍ଟ ମାଇନିଂ ସମ୍ମିଳନୀ ଆୟୋଜିତ : ଆଲୁମିନିୟମ କ୍ଷେତ୍ରରେ ଡିଜିଟାଲ ନବସୃଜନ ଉପରେ ଗୁରୁତ୍ୱ

Next Post

ସଚେତନତା ମାଧ୍ୟମରେ ତମାଖୁଜନିତ ମୃତ୍ୟୁକୁ ରୋକିହେବ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ସଚେତନତା ମାଧ୍ୟମରେ ତମାଖୁଜନିତ ମୃତ୍ୟୁକୁ ରୋକିହେବ: ମୁଖ୍ୟମନ୍ତ୍ରୀ

ସଚେତନତା ମାଧ୍ୟମରେ ତମାଖୁଜନିତ ମୃତ୍ୟୁକୁ ରୋକିହେବ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

January 22, 2025
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଭଦ୍ରକରେ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭଦ୍ରକରେ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

June 2, 2025
ମଇ ୩୧ରୁ ଜୁନ୍‌ ୨୬ ପର୍ଯ୍ୟନ୍ତ ହେବ ବେଆଇନ ମାଦକଦ୍ରବ୍ୟ ବିରୋଧରେ ସଚେତନତା କାର୍ଯ୍ୟକ୍ରମ

ରାଜ୍ୟରେ ଲାଗୁ ହେବ ନୂଆ ଅବକାରୀ ନିୟମ

June 2, 2025
କଳିଙ୍ଗ ଷ୍ଟୁଡିଓକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

କଳିଙ୍ଗ ଷ୍ଟୁଡିଓକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

June 2, 2025
ରଥଯାତ୍ରାରେ ଦଳାଚକଟା ଏଡାଇବା ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା

ରଥଯାତ୍ରାରେ ଦଳାଚକଟା ଏଡାଇବା ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା

June 2, 2025

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଭଦ୍ରକରେ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭଦ୍ରକରେ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

June 2, 2025
ମଇ ୩୧ରୁ ଜୁନ୍‌ ୨୬ ପର୍ଯ୍ୟନ୍ତ ହେବ ବେଆଇନ ମାଦକଦ୍ରବ୍ୟ ବିରୋଧରେ ସଚେତନତା କାର୍ଯ୍ୟକ୍ରମ

ରାଜ୍ୟରେ ଲାଗୁ ହେବ ନୂଆ ଅବକାରୀ ନିୟମ

June 2, 2025
  • About
  • Advertise
  • Privacy & Policy
  • Contact

© 2024 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2024 fast news network.