• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home Uncategorized

କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

FNN WEB by FNN WEB
June 4, 2025
in Uncategorized
0
କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ
0
SHARES
0
VIEWS

ଭୁବନେଶ୍ୱର: କିମସରେ ହେମୋଫାଗୋସାଇଟିକ୍ ଲିମ୍ଫୋହିଷ୍ଟିଓସାଇଟୋସିସ୍‍ ରୋଗରେ ପୀଡ଼ିତ ଜଣେ ୧୭ ବର୍ଷୀୟା ରୋଗୀଙ୍କଠାରେ ଏକ ବିରଳ ଆଲୋଜେନିକ୍ ଅସ୍ଥି ମଜ୍ଜା ପ୍ରତିରୋପଣ ସଫଳତାର ସହ କରାଯାଇଛି। ଏହା ଏକ ବିରଳ ବଂଶାନୁକ୍ରମିକ ରକ୍ତ ଜନିତ ରୋଗ। ବହୁ ପରୀକ୍ଷା ପରେ କିମ୍‍ସର ବିଶେଷଜ୍ଞମାନେ ଏହା ଏକ ବଂଶାନୁକ୍ରମିକ ରକ୍ତ ଜନିତ ହେମୋଫାଗୋସାଇଟିକ୍ ଲିମ୍ଫୋହିଷ୍ଟିଓସାଇଟୋସିସ୍ ରୋଗ ବୋଲି ଜାଣି ପାରିଥିଲେ। ଏହାର ଉପଶମ ପାଇଁ ଅସ୍ଥି ମଜ୍ଜା ପ୍ରତିରୋପଣ ପାଇଁ ଡାକ୍ତରମାନେ ପରାମର୍ଶ ଦେଇଥିଲେ। ପରେ କିମ୍‍ସ ବିଷେଜ୍ଞମାନେ ଏଭଳି ବିରଳ ଆଲୋଜେନିକ୍ ଅସ୍ଥି ମଜ୍ଜା ପ୍ରତିରୋପଣ ସଫଳତାର ସହ କରିପାରିଛନ୍ତି। ଅସ୍ଥି ମଜ୍ଜା ପ୍ରତିରୋପଣ ପାଇଁ ନିଷ୍ପତ୍ତି ନିଆଯିବା ପୂର୍ବରୁ ସେ ଛଅ ମାସ ଧରି କର୍କଟ କେମୋଥେରାପି ନେଉଥିଲେ।

ସାଧାରଣତଃ ଏହି ପ୍ରକ୍ରିୟାରେ ଜଣେ ସୁସ୍ଥ ଡୋନୋରଙ୍କଠାରୁ ଅସ୍ଥି ମଜ୍ଜା ନିଆଯାଇ ଆକ୍ରାନ୍ତ ରୋଗୀଙ୍କ ଶରୀରରେ ପ୍ରତିରୋପଣ କରାଯାଇଥାଏ। କିମ୍‍ସରେ ଡୋନୋର ଥିଲେ ରୋଗୀଙ୍କ ନିଜ ଭାଇ। ରୋଗଟି ବିରଳ ଓ ଜଟିଳ ଥିବାରୁ ପ୍ରତିରୋପଣ ଚ୍ୟାଲେଞ୍ଜିଂ ଥିଲା, କିନ୍ତୁ କିମସ ବିଶେଷଜ୍ଞ ଦଳ ଦ୍ୱାରା ଏହା ସଫଳତାର ସହିତ କରାଯାଇଥିଲା। କିମସ ହେମାଟୋଲୋଜି ବିଭାଗର ଡା ବିଶ୍ୱଜିତ ଭୂୟାଁ ଏବଂ ଶିଶୁ ହେମାଟୋଲୋଜି ବିଭାଗର ଡା ପଳାଶ ଦାସଙ୍କ ନେତୃତ୍ୱରେ ଏହି ପ୍ରତିରୋପଣ ସଫଳତାର ସହ ସମ୍ପନ୍ନ ହୋଇଛି। ସୂଚନାଯୋଗ୍ୟ, କିମ୍‍ସ ହେମାଟୋଲୋଜି ବିଭାଗ ନିରନ୍ତର ରକ୍ତ କର୍କଟ ଏବଂ ଅନ୍ୟାନ୍ୟ ରକ୍ତ ଜନିତ ରୋଗୀଙ୍କ ଚିକିତ୍ସା କରିଆସୁଛି। କିମ୍‍ସରେ ଅତ୍ୟାଧୁନିକ ସୁବିଧା ସହିତ ସୁଲଭ ମୂଲ୍ୟରେ ଉନ୍ନତ ଚିକିତ୍ସା ପ୍ରଦାନ କରାଯାଉଛି।

ଏହି ସଫଳତା ପରେ ଓଡ଼ିଶାର ରୋଗୀମାନଙ୍କ ପାଇଁ ନୂତନ ଆଶା ସୃଷ୍ଟି ହୋଇଛି । ପୂର୍ବରୁ ଏପରି ଉନ୍ନତ ଚିକିତ୍ସା ପାଇଁ ରୋଗୀମାନଙ୍କୁ ଅନ୍ୟ ରାଜ୍ୟକୁ ଯିବାକୁ ପଡ଼ୁଥିଲା କିମ୍‍ସରେ ଏହାର ସଫଳ ଚିକିତ୍ସା ହୋଇପାରୁଥିବାରୁ ଏଣିକି ରୋଗୀମାନଙ୍କ ଆଉ ବାହର ରାଜ୍ୟକୁ ଯିବାକୁ ପଡ଼ିବ ନାହିଁ ବୋଲି ଡ଼ାକ୍ତରମାନେ ପ୍ରକାଶ କରିଛନ୍ତି। ଏହି ସଫଳତାରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ଏଥିରେ ସଂପୃକ୍ତ ଡାକ୍ତରୀ ଦଳକୁ ପ୍ରଶଂସା କରିଛନ୍ତି। ଏହା ସହ ସେ ରୋଗୀଙ୍କ ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରିଛନ୍ତି।

Previous Post

ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜରେ ବଡ଼ ଅଘଟଣ: ଭୁଲ୍ ଇଞ୍ଜେକସନ୍‌ରୁ ୬ ରୋଗୀଙ୍କ ମୃତ୍ୟୁ

Next Post

ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

FNN WEB

FNN WEB

Next Post
ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.