• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

FNN WEB by FNN WEB
June 4, 2025
in ଓଡ଼ିଶା, ମୁଖ୍ୟ ଖବର
0
ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ
0
SHARES
0
VIEWS

ନିମାପଡ଼ା: ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ୍ ଠାରେ ୨ଦିନଆ ଉତ୍କର୍ଷ ନିମାପଡ଼ା-୨୦୨୫ ସମ୍ମିଳନୀକୁ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଉଦ୍‌ଘାଟନ କରିଛନ୍ତି। ଏହି ସମାରୋହରେ ରାଜ୍ୟପାଳ ପ୍ରଥମେ ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଭାରତୀୟ ସେନାର ସମ୍ମାନାର୍ଥେ ‘ଏକ ପେଡ୍ ସେନା କେ ନାମ୍ ନାରାରେ ବୃକ୍ଷ ରୋପଣ କରିଥିଲେ। ରାଜ୍ୟପାଳ ନୂଆ ବାରବାଟୀ ପଡ଼ିଆରେ ଆୟୋଜିତ ସୁଭଦ୍ରା ଶକ୍ତି ମେଳାର ଶୁଭ ଉଦ୍‌ଘାଟନରେ ଯୋଗଦେଇ ଥିଲେ। ସେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ହାତ ତିଆରି ସାମଗ୍ରୀ ଏବଂ ଅନ୍ୟାନ୍ୟ ଦ୍ରବ୍ୟର ଷ୍ଟଲ ଗୁଡିକ ବୁଲି ଦେଖିଥିଲେ। ସ୍ୱାସ୍ଥ୍ୟର ମାନ ବଢାଇବା ସହ ଶିଳ୍ପ ଅଭିବୃଦ୍ଧି ତଥା ନୂତନ ନିଯୁକ୍ତି ସୃଷ୍ଟି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିବା ଦିଗରେ ଉତ୍କର୍ଷ ନିମାପଡ଼ା ୨୦୨୫ ଏକ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ହେବା ସହିତ ୧୪୭ ବିଧାନସଭାକ୍ଷେତ୍ର ମଧ୍ୟରେ ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର ହେବ ବୋଲି ରାଜ୍ୟପାଳ କହିଥିଲେ।

ଏହି ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗ ଦେଇ ବିକଶିତ ନିମାପଡା ଗଠନ ନିମନ୍ତେ ଏହାହିଁ ପ୍ରଥମ ପାହାଚ ବୋଲି କହିଥିଲେ। ଏହା ଦ୍ବାରା ନିମାପଡା ସାମଗ୍ରିକ ଓ ଦୀର୍ଘସ୍ଥାୟୀ ହେବା ସହ ଆର୍ଥିକ ଅଭିବୃଦ୍ଧିକୁ ତ୍ଵରାନିତ କରିବା ଏବଂ ଅଞ୍ଚଳରେ ଶିକ୍ଷା ଓ ସ୍ୱାସ୍ଥ୍ୟର ମାନବଢାଇବା ଦିଗରେ ସହାୟକ ହେବ। ସେହିପରି ଶିଳ୍ପ ଅଭିବୁଦ୍ଧି ତଥା ନୂତନ ନିଯୁକ୍ତି ସୃଷ୍ଟି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିବ। ବିକଶିତ ନିମାପଡା ତଥା ବିକଶିତ ଗଠନର ସ୍ବପ୍ନକୁ ସାକାର କରିବା ସହ ଓଡ଼ିଶାକୁ ଭାରତର ଏକ ଅଗ୍ରଣୀ ଅର୍ଥନୈତିକ ଶକ୍ତିଶାଳୀ ରାଜ୍ୟର ଆକାଂକ୍ଷାକୁ ସାକାର କରିବା ଦିଗରେ ଉତ୍କର୍ଷ ନିମାପଡା ୨୦୨୫ ଏକ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଦେଇପାରିବ।

ଶ୍ରୀମତୀ ପରିଡ଼ା କହିଥିଲେ ଉତ୍କର୍ଷ ନିମାପଡା ୨୦୨୫ର ମୂଳଲକ୍ଷ୍ୟ ହେଉଛି ଉତ୍କର୍ଷ ଗ୍ରାମ, ସୁସ୍ଥ ନିମାପଡା, ମହିଳା ସଶକ୍ତିକରଣ, କୃଷକ ସଶକ୍ତିକରଣ, ପର୍ଯ୍ୟଟନ, ଶିଳ୍ପ ଅଭିବୃଦ୍ଧି, ଅପରାଧ ରହିତ ନିମାପଡା, ସ୍ମାର୍ଟ ନିମାପଡା ପରି ୧୧ଗୋଟି ବିଷୟକୁ ଗୁରୁତ୍ଵ ଦିଆଯିବ। ଉତ୍କର୍ଷ ନିମାପଡା ରେ ଜନପ୍ରତିନିଧି, ବୁଦ୍ଧିଜୀବୀ, ସ୍ଥାନୀୟ ଜନସାଧାରଣ, ଇଣ୍ଡଷ୍ଟ୍ରି ଏକ୍ସପର୍ଟଙ୍କ ମତାମତକୁ ନେଇ ହେବ ଉତ୍କର୍ଷ ନିମାପଡା @୨୦୩୬ ରୋଡ ମ୍ୟାପ।

ଓଡ଼ିଶା ପ୍ରଦେଶ ଗଠନରେ ଶତବାର୍ଷିକ (୨୦୩୬) ସୁଦ୍ଧା ବିକଶିତ ଓଡ଼ିଶାର ସ୍ଵପ୍ନ ସାକାର ପାଇଁ ବିଜେପି ସରକାରର ଗୁରୁଦାୟିତ୍ଵ। ଓଡିଶାକୁ ଏକ ସମୁଦ୍ଧ ଓ ଶିଳ୍ପୋନିତ ରାଜ୍ୟ ଭାବେ ଗଢିତୋଳିବାକୁ ଡବଲ ଇଞ୍ଜିନ ସରକାର ପ୍ରୟାସ ଜାରିରଖିଥିବା ସହ ପ୍ରତି ଗାଁ ପ୍ରତି ସହର ପ୍ରତି ନିର୍ବାଚନ ମଣ୍ଡଳୀ ବିକଶିତ ହେଲେ ହିଁ ବିକଶିତ ଓଡିଶା ସମ୍ଭବ ହେବ। ଏହି ଉଦ୍ଦେଶ୍ୟକୁ ସାକାର କରିବା ପାଇଁ ପ୍ରଥମ ଥର ନିମାପଡା ଠାରେ ଆୟୋଜିତ ହେଇଚି ଉତ୍କର୍ଷ ନିମାପଡା ୨୦୨୫।

Previous Post

କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

Next Post

ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.