• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ

FNN WEB by FNN WEB
June 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ
0
SHARES
3
VIEWS

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱରରୁ ଆବୁଧାବିକୁ ଏହି ବିମାନ ସେବା ଇଣ୍ଡିଗୋ ଏୟାର ଲାଇନ୍ସ ଜରିଆରେ ଆରମ୍ଭ କରାଯାଇଛି। ଏହା ସିଧାସଳଖ ଆବୁଧାବିକୁ ଯାତ୍ରା କରିବ।

ସୂଚନାଯୋଗ୍ୟ ଯେ, ସପ୍ତାହରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର ଓ ଶନିବାର ଏହି ବିମାନସେବା ଉପଲବ୍ଧ ହେବ। ୧୮୦ ଜଣ ଯାତ୍ରୀ ଏଥିରେ ଯାତ୍ରା କରିପାରିବେ। ଭୁବନେଶ୍ୱରରୁ ମାତ୍ର ୪ ଘଣ୍ଟା ମଧ୍ୟରେ ଯାତ୍ରୀମାନେ ଆବୁଧାବିରେ ପହଞ୍ଚିବେ। ଏହି ବିମାନ ଚଳାଚଳ ଆରମ୍ଭ ଦ୍ୱାରା ଓଡିଶାରୁ ଆବୁଧାବି ଯାଉଥିବା ଯାତ୍ରୀମାନେ, ଉଭୟ ସମୟ ଓ ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ। ଏଥି ସହିତ ଆଜି ଭୁବନେଶ୍ୱରରୁ ବିଶାଖାପାଟଣାକୁ ମଧ୍ୟ ବିମାନସେବା ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେତେକ ଯାତ୍ରୀଙ୍କୁ ବୋର୍ଡିଙ୍ଗ୍ ପାସ୍ ପ୍ରଦାନ କରିଥିଲେ।

ଅନ୍ତର୍ଜାତୀୟ ବିମାନସେବା ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ର ସରକାରଙ୍କ ସମର୍ଥନରେ ରାଜ୍ୟ ସରକାରଙ୍କ New Destination Policy ଅଧିନରେ ଏହି ସେବା ଆରମ୍ଭ କରାଯାଇଛି । ଏହି ସେବା ଦ୍ୱାରା ମିଡିଲ୍ ଇଷ୍ଟ୍ ଦେଶଗୁଡିକ ସହିତ ଓଡିଶାର ଯୋଗାଯୋଗ ଆହୁରି ବ୍ୟାପକ ହେବ। ବାଣିଜ୍ୟ, ପର୍ଯ୍ୟଟନ, ପୁଞ୍ଜିନିବେଶ ଓ ସାଂସ୍କୃତିକ ବିନିମୟ କ୍ଷେତ୍ରରେ ମଧ୍ୟ ଆମର ସମ୍ପର୍କ ଆହୁରି ସୁଦୃଢ ହେବ। ଏହି ବିମାନର କାର୍ଗୋ ସେବାରେ ଆଜି ବିଭିନ୍ନ ପନିପରିବା ସହିତ ୫୦ ଟନ ଆମ୍ରପଲ୍ଲି ଆମ୍ବ ରପ୍ତାନୀ କରାଯାଇଛି।
ସେ ପୁଣି କହିଥଲେ ଆମ ସରକାର ସଡକ ପଥ ଓ ରେଳ ପଥ ସହିତ ଆକାଶ ପଥରେ ମଧ୍ୟ ଯୋଗାଯୋଗ ପାଇଁ ପଦକ୍ଷେପ ନେଇଛନ୍ତି। ଓଡଶାକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଯୋଡିବା ପାଇଁ ଉଦ୍ୟମ ଜାରି ରହିଛି। ଭୁବନେଶ୍ୱରରୁ ଡେରାଡୁନ, ଗାଜିଆବାଦ, ଗୋଆ, ଇନ୍ଦୋର, କୋଚି, ଲକ୍ଷ୍ନୌ ଓ ପୋର୍ଟବ୍ଲେୟାରକୁ ବିମାନ ସେବା ଆରମ୍ଭ ହୋଇଥିବା ବେଳେ, ଝାରସୁଗୁଡାରୁ ହାଇଦ୍ରାବାଦ, ଲକ୍ଷ୍ନୌ, ମୁମ୍ବାଇ ଓ ରାୟପୁରକୁ ମଧ୍ୟ ବିମାନ ସଂଯୋଗ କରାଯାଇଛି।

Previous Post

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ମୃତ୍ୟୁ

Next Post

ସରକାରଙ୍କ ଏକ ବର୍ଷ ପୂର୍ତ୍ତି: ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ସରକାରଙ୍କ ଏକ ବର୍ଷ ପୂର୍ତ୍ତି: ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସରକାରଙ୍କ ଏକ ବର୍ଷ ପୂର୍ତ୍ତି: ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.