• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ଦେଲେ ନିର୍ଦ୍ଦେଶ

FNN WEB by FNN WEB
June 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ଦେଲେ ନିର୍ଦ୍ଦେଶ
0
SHARES
2
VIEWS

ଭୁବନେଶ୍ୱର: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମଇଦାନଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସଭାସ୍ଥଳ ବୁଲି ଦେଖିବା ସହ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯେପରି କୌଣସି ତ୍ରୁଟି ନ ରହିବ ସେଥିପ୍ରତି ସଜାଗ ରହିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ପୂର୍ତ୍ତ ଓ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉଷେଣ୍ଡି ପ୍ରସ୍ତୁତି କାର୍ଯ୍ୟ ବୁଲି ଦେଖିଥିଲେ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଅତିରିକ୍ତ ମୁଖ୍ୟଶାସନ ସଚିବ ଶିଳ୍ପ ବିଭାଗ ହେମନ୍ତ ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି କାର୍ଯ୍ୟର ସବିଶେଷ ସୂଚନା ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହା ନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ଓଡ଼ିଶା ଆୟୋଜନ କରିବ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଯୋଗଦେବେ ସମଗ୍ର ଦେଶର ମନ୍ତ୍ରୀ

Next Post

ଆସୁଛନ୍ତି ପ୍ରଧାନମନ୍ତ୍ରୀ: କରିବେ ରୋଡ୍ ଶୋ’, ଭେଟିଦେବେ ୧୯ହଜାର କୋଟିର ପ୍ରକଳ୍ପ

FNN WEB

FNN WEB

Next Post
ମୋଦୀ ସରକାର ୩.୦: ପ୍ରଧାନମନ୍ତ୍ରୀଙ୍କ ଆଗରେ ୫ ବଡ ଆହ୍ବାନ, ନୂଆ ସେନାଧ୍ୟକ୍ଷ-ଆଇବି ମୁଖ୍ୟଙ୍କ ହେବ ଚୟନ

ଆସୁଛନ୍ତି ପ୍ରଧାନମନ୍ତ୍ରୀ: କରିବେ ରୋଡ୍ ଶୋ’, ଭେଟିଦେବେ ୧୯ହଜାର କୋଟିର ପ୍ରକଳ୍ପ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.