• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସଙ୍କ ସହ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ସାକ୍ଷାତ

FNN WEB by FNN WEB
June 21, 2025
in ଓଡ଼ିଶା, ମୁଖ୍ୟ ଖବର
0
ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସଙ୍କ ସହ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ସାକ୍ଷାତ
0
SHARES
1
VIEWS

ଭୁବନେଶ୍ୱର : ଆଜି ଲୋକସେବା ଭବନରେ ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ଶ୍ରୀମତୀ ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର ସମୟରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ । ଓଡ଼ିଶାର କଳା, ସଂସ୍କୃତିକୁ ବିଶ୍ୱବିଦିତ କରାଇବା ଓ ଓଡିଶା ମାଟିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ଶ୍ରୀମତୀ ଦାସ କିଛି ପ୍ରସ୍ତାବ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ଆଗରେ ଉପସ୍ଥାପନ କରିଛନ୍ତି । ଏହିସବୁ ପ୍ରସ୍ତାବରେ ଆଗେଇବା ନିମନ୍ତେ ସେ ଓଡ଼ିଶା ସରକାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଏବଂ ସଂସ୍କୃତି ମନ୍ତ୍ରୀ ତଥା ବିଭାଗର ସହାୟତା ଲୋଡ଼ିଛନ୍ତି । ପ୍ରସ୍ତାବ ଗୁଡିକ ଉପରେ ବିଭାଗୀୟ ଆଲୋଚନା ପରେ ସରକାରଙ୍କ ତରଫରୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରକାଶ କରିଛନ୍ତି । ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ କରୁଥିବା ପ୍ରୟାସ ନିଶ୍ଚିତରୂପେ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି ।

Previous Post

ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Next Post

କଳିଙ୍ଗ ଷ୍ଟାଡିୟମରେ  ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

FNN WEB

FNN WEB

Next Post
କଳିଙ୍ଗ ଷ୍ଟାଡିୟମରେ  ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କଳିଙ୍ଗ ଷ୍ଟାଡିୟମରେ  ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.