• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

FNN WEB by FNN WEB
June 26, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ
0
SHARES
0
VIEWS

ଭୁବନେଶ୍ୱର : ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତିମାନଙ୍କର ସେବାକରି ନିଜର ସେବା ମନୋବୃତ୍ତିକୁ ଯେଭଳି ଚରିତାର୍ଥ କରିଥିଲେ, ସେଭଳି ଯୁବସମାଜକୁ ଆଦର୍ଶ ମାର୍ଗରେ ଗଢ଼ିତୋଳିବା ପାଇଁ ସର୍ବଦା ତତ୍ପର ଥିଲେ । ବନ୍ୟା, ବାତ୍ୟା, ମରୁଡ଼ି, ଦୁର୍ବିପାକରେ ପ୍ରପୀଡ଼ିତ ଜନତାଙ୍କୁ ନିଃସ୍ୱାର୍ଥ ସେବା, ସାହାଯ୍ୟ ଓ ସହାନୁଭୂତି ଯୋଗାଇଦେଇ ପଣ୍ଡିତ ଗୋପବନ୍ଧୁ ମାନବୀୟ ଗୁଣ ଏବଂ ଚିନ୍ତା-ଚେତନାରେ ଉତ୍କଳୀୟ ଭାବନା ରଖି ଜାତୀୟତାର ଉଦାହରଣ ସୃଷ୍ଟି କରିଯାଇଛନ୍ତି ।

ଲାଲା ଲାଜପତ ରାୟଙ୍କ ଦ୍ୱାରା ପ୍ରତିଷ୍ଠିତ ଓ ପରିଚାଳିତ ଲୋକସେବକ ମଣ୍ଡଳର ଆଜୀବନ ସଭ୍ୟ ଭାବେ ପଣ୍ଡିତ ଗୋପବନ୍ଧୁ ମନୋନୀତ ହୋଇଥିଲେ । ତା’ପରେ ସେ ସତ୍ୟବାଦୀ ପ୍ରେସ୍‌ ଓ ସମାଜ ଅନୁଷ୍ଠାନକୁ ଲୋକସେବକ ମଣ୍ଡଳକୁ ହସ୍ତାନ୍ତର କରିଥିଲେ ଓ ନିଜେ ଏହି ଅନୁଷ୍ଠାନର ଉପସଭାପତି ହୋଇଥିଲେ । ୧୯୨୮ ଜୁନ୍‌ ୧୭ ତାରିଖ (ନେତ୍ରୋତ୍ସବ ତିଥି)ରେ ପଣ୍ଡିତ ଗୋପବନ୍ଧୁଙ୍କ ଘଟଣାବହୁଳ କର୍ମମୟ ଜୀବନର ଅବସାନ ଘଟିଥିଲା ।

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧଦିବସ ପାଳନ ଅବସରରେ ଆଜି ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମତ୍ସ୍ୟ ଓ ପ୍ରାଣୀ ସଂପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, ବିଧାୟକ ଶ୍ରୀ ଦୁର୍ଗା ପ୍ରସନ୍ନ ନାୟକ, ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ଉତ୍କଳ ସମ୍ମିଳନୀର କାର୍ଯ୍ୟକର୍ତ୍ତା, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ଅବସରରେ ଶାଶ୍ୱତୀ ସାମାଜିକ-ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Previous Post

ସମ୍ବିଧାନ ହତ୍ୟା ଦିବସ ୨୦୨୫ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

Next Post

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ

FNN WEB

FNN WEB

Next Post
ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.