• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବରଗଡ଼ ସ୍ଥିତ ‘ଇଣ୍ଡିଆନ ଇନଷ୍ଟିଟ୍ୟୁଟ ଅଫ୍‍ ହ୍ୟାଣ୍ଡଲୁମ ଟେକ୍ନୋଲୋଜି’ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

FNN WEB by FNN WEB
June 28, 2025
in ଓଡ଼ିଶା, ମୁଖ୍ୟ ଖବର
0
ବରଗଡ଼ ସ୍ଥିତ ‘ଇଣ୍ଡିଆନ ଇନଷ୍ଟିଟ୍ୟୁଟ ଅଫ୍‍ ହ୍ୟାଣ୍ଡଲୁମ ଟେକ୍ନୋଲୋଜି’ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
0
SHARES
0
VIEWS

ହସ୍ତତନ୍ତ ଓ ବୟନଶିଳ୍ପ ଜ୍ଞାନକୌଶଳକୁ ପ୍ରୋତ୍ସାହିତ କରିବାରେ ଉଲ୍ଲେଖନୀୟ କାର୍ଯ୍ୟ କରୁଛି – ଧର୍ମେନ୍ଦ୍ର ପ୍ରଧାନ

ବରଗଡ଼: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ବରଗଡ଼ ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ଇଣ୍ଡିଆନ ଇନଷ୍ଟିଟ୍ୟୁଟ ଅଫ୍‍ ହ୍ୟାଣ୍ଡଲୁମ ଟେକ୍ନୋଲୋଜି (ଆଇଆଇଏଚ୍‍ଟି) କ୍ୟାମ୍ପସ ପରିଦର୍ଶନ କରିଛନ୍ତି । ଶ୍ରୀ ପ୍ରଧାନ ଅନୁଷ୍ଠାନର ପ୍ରାଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କୁ ଭେଟି ଆଲୋଚନା କରିବା ସହ କହିଛନ୍ତି ଯେ ହସ୍ତତନ୍ତ ଓ ବୟନଶିଳ୍ପ ଜ୍ଞାନକୌଶଳକୁ ପ୍ରୋତ୍ସାହିତ କରିବା ଏବଂ କାରିଗରମାନଙ୍କୁ ସଶକ୍ତ କରିବାରେ ଇଣ୍ଡିଆନ ଇନଷ୍ଟିଟ୍ୟୁଟ ଅଫ୍‍ ହ୍ୟାଣ୍ଡଲୁମ ଟେକ୍ନୋଲୋଜି ପ୍ରତିଷ୍ଠାନ ଉଲ୍ଲେଖନୀୟ କାର୍ଯ୍ୟ କରୁଛି । ହସ୍ତତନ୍ତ ସାମଗ୍ରୀ ତିଆରି କରିବା ପାଇଁ ଏଠାରେ ବ୍ୟବହୃତ ଅଭିନବ ପଦ୍ଧତି ଏବଂ ପାରମ୍ପରିକ କୌଶଳ ଦେଖି ମୁଁ ବେଶ୍ ପ୍ରଭାବିତ । ଭାରତର ସମୃଦ୍ଧ ହସ୍ତତନ୍ତ ଐତିହ୍ୟର ସଂରକ୍ଷଣ ସହ ସ୍ଥାନୀୟ ଜୀବିକାକୁ ପ୍ରୋତ୍ସାହିତ କରିବାରେ ଏହି ଅନୁଷ୍ଠାନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ଅନୁଷ୍ଠାନ ପରିସରରେ ମା’ଙ୍କ ନାମରେ ଗଛଟିଏ ୨.୦ ଅଭିଯାନରେ ବୃକ୍ଷରୋପଣ କରିଥିଲେ । ପରିବେଶର ସୁରକ୍ଷା ପାଇଁ ସମସ୍ତେ ସଚେତନ ନାଗରିକ ଭାବେ ଗଛ ଲଗାଇବା ନିତ୍ୟାନ୍ତ ଆବଶ୍ୟକ ବୋଲି ମତପ୍ରକାଶ କରିଥିଲେ ।

Previous Post

ଶ୍ରୀବାଣୀକ୍ଷେତ୍ରରେ ଘୋଷଯାତ୍ରା

Next Post

ଚକା ଆଖି ସବୁ ଦେଖୁଛି: ନବୀନ

FNN WEB

FNN WEB

Next Post
ଚିକିତ୍ସା ପାଇଁ ମୁମ୍ବାଇ ହସ୍ପିଟାଲ ଯିବେ ନବୀନ

ଚକା ଆଖି ସବୁ ଦେଖୁଛି: ନବୀନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.