• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରଥଯାତ୍ରା ମହାବିଭ୍ରାଟ ନୈତିକ ଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ ମୁଖ୍ୟମନ୍ତ୍ରୀ: ବିଜେଡି

FNN WEB by FNN WEB
June 28, 2025
in ଓଡ଼ିଶା, ମୁଖ୍ୟ ଖବର
0
ରଥଯାତ୍ରା ମହାବିଭ୍ରାଟ ନୈତିକ ଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ ମୁଖ୍ୟମନ୍ତ୍ରୀ: ବିଜେଡି
0
SHARES
2
VIEWS

ଭୁବନେଶ୍ୱର : ଚଳିତବର୍ଷ ତ୍ରୁଟିଶୂନ୍ୟ ଓ ସ୍ମରଣୀୟ ରଥଯାତ୍ରା ହେବ ଏବଂ ଏକ ଦିବ୍ୟ ଅନୁଭୂତି ନେଇ ଭକ୍ତମାନେ ଫେରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ, କିନ୍ତୁ ଅବ୍ୟବସ୍ଥିତ ଓ ମହାବିଭ୍ରାଟରେ ରଥଯାତ୍ରା ସମ୍ପନ୍ନ ହେଲା ବୋଲି ବିଜୁ ଜନତା ଦଳ କହିଛି । ଆଜି ସାମ୍ବାଦିକ ସମ୍ମିଳନୀରେ ଦଳର ଉପସଭାପତି ତଥା ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ଯଥା ସମୟରେ ସେବାୟତଙ୍କ ଦ୍ୱାରା ପହଣ୍ଡି ସମ୍ପନ୍ନ ହୋଇଥିଲେ ମଧ୍ୟ, ସରକାରଙ୍କ ଅପାରଗତା ଲାଗି ଶରଧାବାଲିରେ ୩ ରଥ ପହଞ୍ଚିବା ତ ଦୂରର କଥା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରୁ ଘୁଞ୍ଚି ପାରିଲା ନାହିଁ । ପର୍ଯ୍ୟାପ୍ତ ସୁରକ୍ଷା କର୍ମୀ ଉପସ୍ଥିତ ଥିଲେ ମଧ୍ୟ ସରକାରଙ୍କ ଅପରିଣାମଦର୍ଶୀ ନିଷ୍ପତ୍ତି ଦ୍ୱାରା ପ୍ରଥମଥର ପାଇଁ ଅତ୍ୟଧିକ ସଂଖ୍ୟାରେ କର୍ଡନ ପାସ୍ ବଣ୍ଟନ, ରଥଟଣାରେ ବିଭ୍ରାଟ ସୃଷ୍ଟି କଲା ।

ରଥ ନିକଟରେ ବହୁ ସଂଖ୍ୟାରେ ଦଳୀୟ ନେତାଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା । ସାମ୍ବାଦିକ ମାନଙ୍କୁ ସରକାର ନିମନ୍ତ୍ରଣ କରି ପୋଲିସ୍ ଦ୍ୱାରା ମାଡ଼ ମରାଇ ଲହୁଲୁହାଣ କରିବା ରଥଯାତ୍ରା ଇତିହାସରେ ପ୍ରଥମ । ଅନେକ ବରିଷ୍ଠ ଓ ମହିଳା ସାମ୍ବାଦିକ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି । ଭିଡ଼ ନିୟନ୍ତ୍ରଣରେ ସରକାରଙ୍କ ପାରଦର୍ଶିତା ଅଭାବରୁ ଶହ ଶହ ସଂଖ୍ୟାରେ ଭକ୍ତ ଆହତ ହୋଇଛନ୍ତି ଓ କିଛି ଭକ୍ତ ମଧ୍ୟ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ପ୍ରଶାସନ ତୁରନ୍ତ ସ୍ପଷ୍ଟ କରନ୍ତୁ ରଥଯାତ୍ରାରେ କେତେ ସଂଖ୍ୟକ ଭକ୍ତ ମୃତାହତ ହୋଇଛନ୍ତି ।

ଶ୍ରୀ ଜେନା ଆହୁରି କହିଥିଲେ ଯେ, ବିଡ଼ମ୍ବନାର ବିଷୟ ଏହି ଘଟଣା ପରେ ଉଭୟ ଆଇନ ମନ୍ତ୍ରୀ ଓ ଶ୍ରୀମନ୍ଦିର ପ୍ରଶାସକ କହିଛନ୍ତି “ଏହା ପ୍ରଭୁଙ୍କ ଇଚ୍ଛା”ରୁ ହୋଇଛି । ଯାହା କେବେ ଘଟିନଥିଲା, ସେଭଳି ବିଭ୍ରାଟ ଚଳିତବର୍ଷ ରଥଯାତ୍ରାରେ ଘଟିଲା । ମହାପ୍ରଭୁ ଅଣସର ଘରେ ଥିବା ସମୟରେ ୩ ଠାକୁରଙ୍କ ପାଇଁ ଲାଗି ହେବା ମୋଦକ ଚୋରି ହେଲା ଓ ମାରା ମୋଦକ ମହାପ୍ରଭୁଙ୍କୁ ଅର୍ପଣ କରାଗଲା ବୋଲି ସେବାୟତଙ୍କ ଅଭିଯୋଗକୁ ଆଇନ ମନ୍ତ୍ରୀ ଓ ପ୍ରଶାସନ ଅସ୍ୱୀକାର କଲେ । ଗତବର୍ଷ ରଥଯାତ୍ରା ପହଣ୍ଡି ସମୟରେ ବଡ଼ ଠାକୁର ରଥରୁ ପଡି଼ଯିବାର ତଦନ୍ତ ରିପୋର୍ଟ ଆଜିଯାଏଁ ସାର୍ବଜନୀନ ହେଲା ନାହିଁ । ଗତବର୍ଷର ଅଘଟଣରୁ ଶିକ୍ଷାଲାଭ କରି ସରକାର ଯଦି ସତର୍କ ହୋଇଥାନ୍ତେ, ତାହେଲେ ଚଳିତବର୍ଷ ଏଭଳି ବିଭ୍ରାଟ ହୋଇନଥାନ୍ତା । ଏହି ବିଭ୍ରାଟର ନୈତିକ ଦାୟିତ୍ୱ ନେଇ ମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀ ତୁରନ୍ତ ଇସ୍ତଫା ଦିଅନ୍ତୁ ।

Previous Post

ମହାପ୍ରଭୁଙ୍କ ଦର୍ଶନ ନୋହିଲା: ଦୁର୍ଘଟଣାରେ ବାପ-ଝିଅଙ୍କ ସମେତ ୬ ଜଣଙ୍କ ମୃତ୍ୟୁ

Next Post

ଗୁଣ୍ଡିଚା ମନ୍ଦିରରେ ଲାଗିଲା ତିନି ରଥ

FNN WEB

FNN WEB

Next Post
ଗୁଣ୍ଡିଚା ମନ୍ଦିରରେ ଲାଗିଲା ତିନି ରଥ

ଗୁଣ୍ଡିଚା ମନ୍ଦିରରେ ଲାଗିଲା ତିନି ରଥ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.