• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରଥ ଟ୍ରାଜେଡି: ପ୍ରଶାସନିକ ତଦନ୍ତ ଆରମ୍ଭ

FNN WEB by FNN WEB
June 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ରଥ ଟ୍ରାଜେଡି: ପ୍ରଶାସନିକ ତଦନ୍ତ ଆରମ୍ଭ
0
SHARES
1
VIEWS

ଭୁବନେଶ୍ୱର : ପୁରୀ ରଥ ଦଳାଚକଟା ଘଟଣାର ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି । ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି । ଗତକାଲି ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ନୋଟିସ୍ କରିଛନ୍ତି । ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଜବାବ ତଲବ କଲେ କମିଶନ । ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବାକି ରଥଯାତ୍ରା ସଠିକ୍ ଢଙ୍ଗରେ ସମାପନ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ଗତକାଲି ପୁରୀ ଶରଧାବାଲି ଅଘଟଣା ଘଟଣାରେ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଥିଲେ । ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ବଦଳି କରାଯାଇଥିଲା । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳର ଦାୟିତ୍ୱ ନେଇଛନ୍ତି ଚଞ୍ଚଲ ରାଣା । ସେହିପରି ଏସ୍‌ପି ଭିନୀତ୍‌ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।

ଅନ୍ୟପଟେ ଏହି ଦଳାଚକଟା ଘଟଣାରେ ମୃତ୍ୟୁବରଣ କରିଥିବା ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଥିଲେ । ସେହିପରି ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।

Previous Post

ଗୁଣ୍ଡିଚା ମନ୍ଦିରରେ ଲାଗିଲା ତିନି ରଥ

Next Post

ବିଏମସି ଅତିରିକ୍ତ କମିଶନରଙ୍କୁ ମରଣାନ୍ତକ ଆକ୍ରମଣ: ୩ ଗିରଫ

FNN WEB

FNN WEB

Next Post
ବିଏମସି ଅତିରିକ୍ତ କମିଶନରଙ୍କୁ ମରଣାନ୍ତକ ଆକ୍ରମଣ: ୩ ଗିରଫ

ବିଏମସି ଅତିରିକ୍ତ କମିଶନରଙ୍କୁ ମରଣାନ୍ତକ ଆକ୍ରମଣ: ୩ ଗିରଫ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.