• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଝାରପଡ଼ା ଜେଲ୍‌ରୁ ବାହାରିଲେ ବି‌ଜେପି ନେତା ଜଗା ପ୍ରଧାନ

FNN WEB by FNN WEB
July 9, 2025
in ଓଡ଼ିଶା, ମୁଖ୍ୟ ଖବର
0
ଝାରପଡ଼ା ଜେଲ୍‌ରୁ ବାହାରିଲେ ବି‌ଜେପି ନେତା ଜଗା ପ୍ରଧାନ
0
SHARES
3
VIEWS

ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ର ଅତିରକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଆଜି ଅପରାହ୍‌ଣରେ ଝାରପଡ଼ା ଜେଲରୁ ବାହାରିଛନ୍ତି। ଜଗା ପ୍ରଧାନ ଜେଲ୍‌ରୁ ବାହାରିଲା ପରେ ତାଙ୍କ ସମର୍ଥକମାନେ ତାଙ୍କର ସ୍ବାଗତ କରିଛନ୍ତି। ବାଣ ଫୁଟାଇଛନ୍ତି। ଜଗା ପ୍ରଧାନଙ୍କୁ ଫୁଲମାଳ ପିନ୍ଧାଇଛନ୍ତି। ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନୂତନ ସଂହିତା (ବିଏନ୍‌ଏସ୍‌) ଅଧୀନରେ ୧୧ଟି ଧାରା ଯଥା ୩୩୩, ୧୩୨, ୧୨୧(୧), ୧୨୧(୨), ୩୫୧(୨), ୬୨, ୩୦୪, ୫୪, ୬୧(୨), ୧୮୯(୨), ଓ ୧୯୦/୩(୫) ଅନୁଯାୟୀ ଅଭିଯୋଗ ରୁଜୁ ହୋଇଥିଲା।

ଜଗନ୍ନାଥ ପ୍ରଧାନଙ୍କୁ ଆଜି ଖୋର୍ଦ୍ଧା ଜିଲା ଦୌରାଜଜ ଜାମିନ ପ୍ରଦାନ କରିଥିଲେ। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ତାଙ୍କୁ ଏହି ଜାମିନ ମିଳିଛି। ନିକଟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅତିରିକ୍ତ କମିସନରଙ୍କ ଉପରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନୂତନ ସଂହିତା (ବିଏନ୍‌ଏସ୍‌) ଅଧୀନରେ ୧୧ଟି ଧାରା ଯଥା ୩୩୩, ୧୩୨, ୧୨୧(୧), ୧୨୧(୨), ୩୫୧(୨), ୬୨, ୩୦୪, ୫୪, ୬୧(୨), ୧୮୯(୨), ଓ ୧୯୦/୩(୫) ଅନୁଯାୟୀ ଅଭିଯୋଗ ରୁଜୁ ହୋଇଥିଲା। ପୂର୍ବରୁ କୋର୍ଟରେ ଜଗନ୍ନାଥଙ୍କ ଜାମିନ ଆବେଦନ ନାମଞ୍ଜୁର ହେବା ପରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା।

ସୂଚନାଯୋଗ୍ୟ, ଗତମାସ ୩୦ ତାରିଖରେ ବିଏମସି କାର୍ଯ୍ୟାଳୟରେ ଜନଅଭିଯୋଗ ଶୁଣାଣି ସମୟରେ ଅତିରିକ୍ତ କମିସନର ରତ୍ନାକର ସାହୁଙ୍କ ଉପରେ ୬-୭ ଜଣ ସଂଗବଦ୍ଧ ହୋଇ ଆକ୍ରମଣ କରିଥିଲେ। ଶ୍ରୀ ସାହୁ ଅଭିଯୋଗ କରିଥିଲେ ଯେ, ଆକ୍ରମଣକାରୀମାନେ ତାଙ୍କୁ କଲରରୁ ଧରି ଟାଣି ନେଇ ମାରପିଟ କରିଥିଲେ ଏବଂ ଜଗନ୍ନାଥ ପ୍ରଧାନଙ୍କ ନାଁରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ କରିଥିଲେ। ଏହି ଘଟଣାରେ ପୁଲିସ ପୂର୍ବରୁ ୫ ଜଣଙ୍କୁ ଗିରଫ କରିଥିଲା, ଯେଉଁମାନଙ୍କ ମଧ୍ୟରେ ଭାଜପା କର୍ପୋରେଟର ଜୀବନ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ ସ୍ବାଇଁ ଓ ସଞ୍ଜୀବ ମିଶ୍ର ରହିଛନ୍ତି।

Previous Post

ସାରା ରାଜ୍ୟରେ ଚକା ବନ୍ଦ : ଯାତ୍ରୀ ହଟହଟା

Next Post

୧୬ ତମ ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭରେ ଓଡ଼ିଶା କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ପୁରସ୍କାରରେ ସମ୍ମାନିତ

FNN WEB

FNN WEB

Next Post
୧୬ ତମ ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭରେ ଓଡ଼ିଶା କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ପୁରସ୍କାରରେ ସମ୍ମାନିତ

୧୬ ତମ ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭରେ ଓଡ଼ିଶା କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ପୁରସ୍କାରରେ ସମ୍ମାନିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.