• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏମସରେ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି

FNN WEB by FNN WEB
July 14, 2025
in ଓଡ଼ିଶା, ମୁଖ୍ୟ ଖବର
0
ଏମସରେ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି
0
SHARES
0
VIEWS

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ଏମସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀଙ୍କୁ ଭେଟିଛନ୍ତି । ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ନଥାଇ ମଧ୍ୟ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଆତ୍ମହତ୍ୟା ଉଦ୍ୟମ କରି ଏମ୍ସରେ ଚିକିତ୍ସାଧୀନ ଛାତ୍ରୀଙ୍କୁ ଭେଟି ତାଙ୍କର ସ୍ୱାସ୍ଥ୍ୟାବସ୍ଥାର ତଦାରଖ କରିଛନ୍ତି। ଏପଟେ ଏହି ଘଟଣାରେ ବିଜେଡି ଓ କଂଗ୍ରେସ ପକ୍ଷରୁ ସରକାରଙ୍କୁ ତୀବ୍ର ସମାଲୋଚନା ଜାରି ରହିଥିବାବେଳେ କଲେଜର ନିଲମ୍ବିତ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷଙ୍କୁ ପୁଲିସ ଆଜି ଗିରଫ କରିଛି ।

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨ଦିନିଆ ଗସ୍ତରେ ଆସି ଆଜି ଅପରାହ୍ନରେ ଭୁବନେଶ୍ୱରରେ ପହଂଚିବା ପରେ ସିଧାସଳଖ ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ । ଏହି ଉତ୍ସବରୁ ବାହାରିବା ପରେ ପୀଡ଼ିତା ଛାତ୍ରୀଙ୍କୁ ଭେଟିବାକୁ ରାଷ୍ଟ୍ରପତି ଇଚ୍ଛାବ୍ୟକ୍ତ କରିଥିଲେ । ଏମ୍ସ ହସ୍ପିଟାଲର ବର୍ଣ୍ଣିଂ ୱାର୍ଡକୁ ଯାଇ ପୀଡ଼ିତା ଛାତ୍ରୀର ସ୍ୱାସ୍ଥ୍ୟବସ୍ଥା ଦେଖିବା ସହ ତାଙ୍କ ପରିବାର ଓ ଡାକ୍ତରୀ ଟିମ୍ ସହ ଆଲୋଚନା କରିଥିବା ଜଣାପଡ଼ିଛି । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ହରିଭାଇ କମ୍ଭମପଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ ।

Previous Post

ଏଫ୍‌ଏମ୍ କଲେଜର ନିଲମ୍ବିତ ଅଧ୍ୟକ୍ଷ ଗିରଫ

Next Post

ପଛୁଆବର୍ଗ ଓ ସଂଖ୍ୟାଲଘୁ ବିକାଶ ପରିଷଦ ତରଫରୁ ଫକୀରମୋହନ ଛାତ୍ରୀଙ୍କ ନ୍ୟାୟ ପାଇଁ ଦାବି

FNN WEB

FNN WEB

Next Post
ପଛୁଆବର୍ଗ ଓ ସଂଖ୍ୟାଲଘୁ ବିକାଶ ପରିଷଦ ତରଫରୁ ଫକୀରମୋହନ ଛାତ୍ରୀଙ୍କ ନ୍ୟାୟ ପାଇଁ ଦାବି

ପଛୁଆବର୍ଗ ଓ ସଂଖ୍ୟାଲଘୁ ବିକାଶ ପରିଷଦ ତରଫରୁ ଫକୀରମୋହନ ଛାତ୍ରୀଙ୍କ ନ୍ୟାୟ ପାଇଁ ଦାବି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.